ଭାରତୀୟ ଟିମ୍‌ର ବିଜୟ ପାଇଁ ପୁରୀ ଶ୍ରୀମନ୍ଦିରରେ ପୂଜାର୍ଚ୍ଚନା

ଜେଏମଜେ ବ୍ୟୁରୋ : ଭାରତୀୟ ଟିମ୍‌ର ବିଜୟ ପାଇଁ ପୁରୀ ଶ୍ରୀମନ୍ଦିରରେ ପୂଜାର୍ଚ୍ଚନା । ବାରବାଟୀ ଟି-୨୦ରେ ଭାରତର ବିଜୟ ପାଇଁ ଶ୍ରୀ ଜଗନ୍ନାଥଙ୍କ ପାଖରେ ଦୀପଦାନ କରିଛନ୍ତି ପୁରୀ ସେବାୟତ । ଶ୍ରୀମନ୍ଦିର ସିଂହଦ୍ବାରରେ ପୁରୀ ସେବାୟତ ଏକତ୍ରିତ ହୋଇ…

ମାଲକାନଗିରିରେ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍‌ ସେବା ବନ୍ଦ, ଆଜି ସନ୍ଧ୍ୟା ୬ଟାରୁ ଲାଗୁ

ଜେଏମଜେ ବ୍ୟୁରୋ : ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ଘଟଣା ପରଠୁ ମୁହାଁମୁହିଁ ହୋଇଛନ୍ତି ମାଲକାନଗିରିର ଦୁଇ ଗାଁ ବାସୀ। ମୁଣ୍ଡ ବିହୀନ ମୃତଦେହ ମିଳିବା ଘଟଣାରେ ଲାଗି ରହିଛି ଉତ୍ତେଜନା । ତେଣୁ ମାଲକାନଗିରିରେ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ…

ଓଡ଼ିଶାରେ ଡାକ୍ତର ମରୁଡ଼ି, ୬୦ ପ୍ରତିଶତ ପଦବୀ ଖାଲି

ଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ଓଡ଼ିଶାରେ ଡାକ୍ତର ମରୁଡ଼ି, ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି। ଗୃହରେ ଉତ୍ତର ରଖିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ମଞ୍ଜୁରୀପ୍ରାପ୍ତ ୧୫୭୭୪ରୁ ଖାଲି ପଡ଼ିଛି ୯୫୦୩ ଡାକ୍ତର ପଦବୀ। କାର୍ଯ୍ୟରତ ଅଛନ୍ତି ୬୨୭୧ ଡାକ୍ତର, ଏମାନଙ୍କ ଭିତରୁ…

ଶିକ୍ଷକ ସଂଘର ଆନ୍ଦୋଳନକୁ ନେଇ ଗଣଶିକ୍ଷା ମନ୍ତ୍ରୀ କଡ଼ା ପ୍ରତିକ୍ରିୟା

ଜେଏମଜେ ବ୍ୟୁରୋ : ବିଧାନସଭାରେ ଉଠିଲା ଶିକ୍ଷକ ଆନ୍ଦୋଳନ ପ୍ରସଙ୍ଗ , ଗୃହରେ ଉତ୍ତର ରଖିଲେ ଗଣଶିକ୍ଷା ମନ୍ତ୍ରୀ । ଆନ୍ଦୋଳନକୁ ନେଇ ମନ୍ତ୍ରୀ କଡ଼ା ପ୍ରତିକ୍ରିୟା ରଖିଛନ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି, ଗତ…

ଜାଡ଼ରେ ଥରୁଛି ସାରା ଓଡ଼ିଶା: ଆଗକୁ ଆହୁରି ବଢ଼ିବ ଶୀତ

ଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ଖସୁଛି ପାରଦ, ଆଗକୁ ଆହୁରି ବଢ଼ିବ ଶୀତ । ଜାଡ଼ରେ ଥରୁଛି ସାରା ଓଡ଼ିଶା । ଉପକୂଳଠୁ ଆରମ୍ଭ କରି ଆଭ୍ୟନ୍ତରୀଣ ଯାଏ ସବୁଠି ଥଣ୍ଡା । ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ଅସମ୍ଭାଳ ଶୀତ ଅନୁଭୂତ ହେବ…

୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଉଚ୍ଛେଦ ହେବ ଲାଇବ୍ରେରିଆନ୍‌ ପଦଵୀ।

ଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ଗଣଶିକ୍ଷା ବିଭାଗର ବଡ଼ ସୂଚନା । ରାଜ୍ୟର ୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଓଡ଼ିଆ ଶିକ୍ଷକ ନିଯୁକ୍ତ ହେବେ । ପୂର୍ବରୁ ଥିବା ଲାଇବ୍ରେରିଆନ୍‌ ପଦକୁ ଉଚ୍ଛେଦ କରି ଓଡ଼ିଆ ଶିକ୍ଷକ ପଦବୀ ସୃଷ୍ଟି କରାଯାଇଛି । ଓଡ଼ିଆ…

୨ ଦଫା ଦାବି ନେଇ ରାଜଧାନୀରେ ପ୍ରାଥମିକ ଶିକ୍ଷକଙ୍କ ଗର୍ଜନ।

ଜେଏମଜେ ବ୍ୟୁରୋ : ରାଜଧାନୀରେ ପ୍ରାଥମିକ ଶିକ୍ଷକଙ୍କ ଗର୍ଜନ, ୨ ଦଫା ଦାବି ନେଇ ଆନ୍ଦୋଳନ କରୁଛନ୍ତି ଶିକ୍ଷକ ସଂଘ। ରାଜଧାନୀରେ ପ୍ରାଥମିକ ଶିକ୍ଷକଙ୍କ ଗର୍ଜନ। ପ୍ରାଥମିକ ଶିକ୍ଷକ ମହାସଂଘର ବଡ଼ ବିକ୍ଷୋଭ । ୨ ଦଫା ଦାବି ନେଇ ଆନ୍ଦୋଳନ…

ଖେଳ ପାଇଁ ଟୁଇନ ସିଟି ଦାୟିତ୍ବରେ ୯୬ ପ୍ଲାଟୁନ ଫୋର୍ସ: କମିଶନର

ଜେଏମଜେ ବ୍ୟୁରୋ : ଖେଳ ପାଇଁ ଟୁଇନ ସିଟି ଦାୟିତ୍ବରେ ୯୬ ପ୍ଲାଟୁନ ଫୋର୍ସ । ବାରବାଟିରେ ହେବାକୁ ଥିବା କ୍ରିକେଟ ମ୍ୟାଚ ପାଇଁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ବମ ସ୍କ୍ବାଡ ସହ ସୁରକ୍ଷା ବଳୟକୁ ଯାଞ୍ଚ କରିବେ…

ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ

ଭୁବନେଶ୍ୱର:(ଜେଏମଜେ ବ୍ୟୁରୋ ): ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ। ବିନା ମୁରବିରେ ଚାଲିଛି ସ୍କୁଲ। ସର୍ବାଧିକ ମୟୁରଭଞ୍ଜ ଜିଲ୍ଲାର ୯ ବ୍ଲକ୍ରେ ପଦବୀ ଖାଲି ପଡିଛି। ବିଧାନସଭାରେ ଏଭଳି ଉତ୍ତର ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।ସେହିଭଳି ଜଗତସିଂହପୁର,…

ପ୍ରଥମରୁ ଦ୍ୱାଦଶ ଯାଏଁ ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ।

ଜେଏମଜେ ବ୍ୟୁରୋ : ରାଜ୍ୟର ବିଦ୍ୟାଳୟ ଶିକ୍ଷା କ୍ଷେତ୍ରରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଓଡ଼ିଶା ସରକାର ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟକ୍ରମରେ ପରିବର୍ତ୍ତନ ଆଣିବାକୁ ଯୋଜନା କରୁଛନ୍ତି। ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ବିଧାନସଭାରେ ଏହି ସୂଚନା…