ଫେବ୍ରୁଆରୀ ୧୯ରୁ ମାଟ୍ରିକ ପରୀକ୍ଷା

ଜେଏମଜେ ବ୍ୟୁରୋ : ଫେବ୍ରୁଆରୀ ୧୯ରୁ ମାଟ୍ରିକ ପରୀକ୍ଷା ଆରମ୍ଭ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ତାରିଖ ଘୋଷଣା କରାଯାଇଛି। ସକାଳ ୯ଟାରୁ ସାଢ଼େ ୧୧ଟା ଯାଏ ପରୀକ୍ଷା ଚାଲିବ। ଗଣିତ ପରୀକ୍ଷାରେ ଛାତ୍ରୀଛାତ୍ରଙ୍କୁ ଅଧିକ ୧୫ ମିନିଟ…

ପଞ୍ଚାୟତ ଅଫିସ୍‌ରେ ଚାଲିବ ପୋଷ୍ଟ ଅଫିସ୍‌: ସବୁ ଜିଲାପାଳଙ୍କୁ ଅତିରିକ୍ତ ସଚିବଙ୍କ ଚିଠି

ଜେଏମଜେ ବ୍ୟୁରୋ : ରାଜ୍ୟର ପ୍ରତି ପଞ୍ଚାୟତ ଅଫିସ୍‌କୁ ପୋଷ୍ଟ ଅଫିସ୍‌ ଶାଖାଗୁଡ଼ିକ ସ୍ଥାନାନ୍ତରିତ ହେବ। ଏନେଇ ପୂର୍ବରୁ ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଗତ ଜୁନ୍‌ ୬ ତାରିଖରେ ଚିଠି କରାଯାଇଥିଲା। ହେଲେ ଗତ…

୩ ବର୍ଷରେ ପ୍ରାୟ ୧୨୬ କୋଟି ଜରିମାନା ଆଦାୟ

ଜେଏମଜେ ବ୍ୟୁରୋ : (ଜେଏମଜେ ବ୍ୟୁରୋ ): ରାଜ୍ୟରେ ଲୁଟ୍ ହେଉଛି ଲଘୁ ଖଣିଜ ସମ୍ପଦ । ବିଭିନ୍ନ ସ୍ଥାନରେ ଚଢ଼ାଉ ବେଳେ କୋଟି କୋଟି ଜରିମାନା ଆଦାୟ କଲେଣି ରାଜ୍ୟ ସରକାର। ଜାନୁଆରୀ ୨୦୨୨ରୁ ଅକ୍ଟୋବର ୨୦୨୫ ୩ ବର୍ଷରେ…

ସାମ୍ବାଦିକଙ୍କୁ ମିଳିବ କି ପେନସନ୍? ମୁଖ୍ୟମନ୍ତ୍ରୀ କହିଲେ ବିଚାରଧୀନ ଅଛି ପ୍ରସ୍ତାବ

ଭୁବନେଶ୍ୱର: (ଜେଏମଜେ ବ୍ୟୁରୋ ):ସାମ୍ବାଦିକମାନଙ୍କୁ ପେନସନ ପ୍ରଦାନ ପାଇଁ ଏକ ପ୍ରସ୍ତାବ ଓଡ଼ିଶା ସରକାରଙ୍କ ନିକଟରେ ବିଚାରାଧୀନ ଅଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ରାଜ୍ୟ ବିଧାନସଭାରେ ସୂଚନା ଦେଇଛନ୍ତି।ବିଜେପି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଶ୍ନର ଉତ୍ତର ଦେଇ…

ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ୧ କୋଟି ଟଙ୍କା ଦେବେ ରାଜ୍ୟ ସରକାର

ଜେଏମଜେ ବ୍ୟୁରୋ : ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ନିମନ୍ତେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୧ କୋଟି ଟଙ୍କାର ଆର୍ଥିକ ଅନୁଦାନ ରାଶି ପ୍ରଦାନ କରାଯିବ। ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ…

ରାଜ୍ୟରେ ଗଠନ ହେବନି କୌଣସି ପଞ୍ଚାୟତ କି ବ୍ଲକ୍

ଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ବର୍ତ୍ତମାନ ରାଜ୍ୟରେ ଗଠନ ହେବନି କୌଣସି ପଞ୍ଚାୟତ କି ବ୍ଲକ୍ । ୨୫୦୧ ଗାଁର ପଡା ଗାଁ ମାନ୍ୟତା ଆବେଦନ ଖାରଜ କରିଛି ରାଜସ୍ୱ ବିଭାଗ । ୫ ହଜାର ୫୬୬ ଗାଁକୁ ପଡା ଗାଁ ମାନ୍ୟତା ଦେବାକୁ…

କନ୍ଧମାଳକୁ ଫେରିଲା ଶୀତ.ଆଗକୁ ଆହୁରି ବଢିବ!

ଜେଏମଜେ ବ୍ୟୁରୋ : ରାଜ୍ୟରେ ରାତି ତାପମାତ୍ରା କମିବା ସହ ଥଣ୍ଡା ବଢ଼ିବ । ଶନିବାର ଯାଏଁ ରାତି ତାପମାତ୍ରା ପ୍ରାୟ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ ବୋଲି ବରିଷ୍ଠ କୃଷି ପାଣିପାଗବିତ୍ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରିଛନ୍ତି ।…

ଆଜି ସୂର୍ଯ୍ୟାସ୍ତ ପରେ ଦେଖାଯିବ କୋଲ୍ଡ ସୁପର୍‌ମୁନ୍‌

ଜେଏମଜେ ବ୍ୟୁରୋ : ଆଜି ସନ୍ଧ୍ୟାରେ ଆକାଶର ଶୋଭା ବଢ଼ାଇବ ବର୍ଷର ଶେଷ ପୂର୍ଣ୍ଣ ଚନ୍ଦ୍ର ବା କୋଲ୍ଡ ମୁନ୍ । ଏହା ବର୍ଷର ସର୍ବୋଚ୍ଚ ଚନ୍ଦ୍ର ହେବ, ଯାହାକୁ କୋଲ୍ଡ ସୁପର୍‌ମୁନ୍‌ କୁହାଯାଉଛି । କାରଣ ଏହା ପୃଥିବୀର ଅତ୍ୟନ୍ତ…

ବ୍ଳକ ସ୍ତରୀୟ ବିଶ୍ବ ଦିବ୍ୟାଙ୍ଗ ଦିବସ ପାଳିତ।

ରଙ୍ଗେଈଲୁଣ୍ଡା 🙁 ଜେଏମଜେ ନ୍ୟୁଜ )ସ୍ଥାନୀୟ ବି ସି ପ୍ରାଥମିକ ବିଦ୍ୟାଳୟ ପ୍ରାଙ୍ଗଣରେ ରଙ୍ଗେଇଲୁଣ୍ଡା ବ୍ଳକ ସ୍ତରୀୟ ବିଶ୍ବ ଦିବ୍ୟାଙ୍ଗ ଦିବସ ପାଳିତ ହୋଇଯାଇଛି।ଇତି ଅବସରରେ ବ୍ରହ୍ମପୁର ମହାନଗର ନିଗମ ରୁ ୭୭ ଜଣ ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ଏବଂ ରଙ୍ଗେଇଲୁଣ୍ଡା ବ୍ଳକ…

“ସେବାତୀର୍ଥ “ବଦଳିଲା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ନାମ.

ଜେଏମଜେ ବ୍ୟୁରୋ : ବଦଳିଲା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ନାମ । ଏଣିକି ପିଏମଓ ସେବାତୀର୍ଥ ନାଁରେ ଜଣାଯିବ । କାରଣ ପିଏମଓର ନାଁ ବଦଳି ହୋଇଛି ସେବାତୀର୍ଥ । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସେବାତୀର୍ଥ ନାମରେ ନାମିତ ହେବା ସହ ବିଚାର ମଧ୍ଯ ବଦଳିଲା…