କୋଦଳା ଠାରେ ଡ୍ରାଇଭର ମହାସଂଘର କାର୍ଯ୍ୟକାରିଣୀ ବୈଠକ

କୋଦଳା 🙁 ଜେଏମଜେ ନ୍ୟୁଜ )ଡ୍ରାଇଭର ମହାସଂଘର କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ଦିନ କୋଦଳା ଶ୍ରୀ ଶ୍ରୀ ଦଣ୍ଡେଶ୍ୱରଙ୍କ ପିଠରେ ଅନୁଷ୍ଠିତ ହୋଇଯାଇଛି.. ବେଗୁନିଆପଡା ବ୍ଲକ ଡ୍ରାଇଭର ସଂଘ ସଭାପତି ଗୋପୀନାଥ ପଣ୍ଡାଙ୍କ ନେତୃତ୍ୱରେ କୋଦଳା ପେଟ୍ରୋଲ ପମ୍ପ ନିକଟରୁ ଏକ…

ଗୃହରେ ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍‌ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: (ଜେଏମଜେ ବ୍ୟୁରୋ ): ରାଜ୍ୟ ସରକାର ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଅତିରିକ୍ତ ବଜେଟ୍‌ ଉପସ୍ଥାପନ କରିଛନ୍ତି। ସପ୍ତଦଶ ବିଧାନସଭାର ୫ମ ଅଧିବେଶନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍‌ଣରେ ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ…

ରାଜ୍ୟରେ ଖୋଲିବନି ୨୦ରୁ କମ୍ ଛାତ୍ରଛାତ୍ରୀ ଥିବା ସ୍କୁଲ୍

ଭୁବନେଶ୍ୱର: (ଜେଏମଜେ ବ୍ୟୁରୋ ): ରାଜ୍ୟରେ ଖୋଲିବନି ୨୦ କିମ୍ବା ତା’ଠାରୁ କମ୍ ଛାତ୍ରଛାତ୍ରୀ ଥିବା ବିଦ୍ୟାଳୟ। ଏନେଇ ଗୁରୁବାର ସ୍ପଷ୍ଟ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ। ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଏକ ପ୍ରଶ୍ନର ଉତ୍ତର ଦେବା ଅବସରରେ ମନ୍ତ୍ରୀ ଏହି ସୂଚନା…

କାର୍ଯ୍ୟରେ ଅବହେଳା ପାଇଁ ୯୧ ସରକାରୀ ଅଧିକାରୀଙ୍କ ଦରମାବନ୍ଦ ନିର୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ.

ଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଯାଇଥିବା ଅଭିଯୋଗ ଗୁଡ଼ିକର ନିର୍ଦ୍ଧିଷ୍ଟ ସମୟସୀମା ଭିତରେ ସମାଧାନ ନକରିଵାରୁ କଟକର ୯୧ଜଣ ଅଧିକାରୀଙ୍କ ଦରମା ବନ୍ଦ ପାଇଁ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ ଚିଠି କରିଛନ୍ତି। ନଭେମ୍ବର ମାସର ଦରମା ବନ୍ଦ ପାଇଁ ଜିଲ୍ଲା…

ବିଜେଡି ବିଧାୟକ ଦଳ ବୈଠକକୁ ଆସିଲେନି ୧୦ରୁ ଅଧିକ ବିଧାୟକ

ଜେଏମଜେ ବ୍ୟୁରୋ : ବିଜେଡି ବିଧାୟକ ଦଳ ବୈଠକକୁ ଆସିଲେନି ପ୍ରାୟ ୧୦ରୁ ଅଧିକ ବିଧାୟକ । ଯାହାକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଆଲୋଚନା ଆରମ୍ଭ ହୋଇଯାଇଛି । ବୁଧବାର ଶଙ୍ଖ ଭବନରେ ବସିଥିଲା ବିଜେଡି ବିଧାୟକ ଦଳ ବୈଠକ…

ଲୋକାର୍ପଣ ହେଲା ଏଲ୍. ଆର୍. ଆଇ ଯାତ୍ରା ୨୦୨୫

ଢେଙ୍କାନାଳ (ଜେଏମଜେ ନ୍ୟୁଜ ): ଲୋକାର୍ପଣ ହେଲା ଏଲ୍. ଆର୍. ଆଇ ଯାତ୍ରା ୨୦୨୫ l ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବ୍ଲକ ଅନ୍ତର୍ଗତ ମାଧପୁର ପଞ୍ଚାୟତ ପରିସରରେ ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ବିଭାଗ ତରଫରୁ ପ୍ରକଳ୍ପ ନିର୍ଦ୍ଦେଶକ କଳ୍ପବଟ ବେହେରାଙ୍କ…

ଦେବାଶିଷଙ୍କ ବିସ୍ଫୋରଣ : କହୁ କହୁ ସବୁ କହିଦେଲେ: ‘ନବୀନ ଏବେ ଗୃହବନ୍ଦୀ’

ଜେଏମଜେ ବ୍ୟୁରୋ : ବେଶ୍‌ କିଛିଦିନ ଗୁମସୁମ୍‌ ରହିବା ପରେ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ ପୁଣି ବିସ୍ଫୋରକ ବୟାନ ଦେଇଛନ୍ତି । ସିଧାସିଧା କହିଛନ୍ତି, ନବୀନ ଏବେ ଗୃହବନ୍ଦୀ ଅଛନ୍ତି । ସେ ବିଜେଡ଼ି ସଂକ୍ରାନ୍ତୀୟ କୌଣସି ଖବର ପାଉନାହାନ୍ତି…

ସରିଲା ବିଜେଡି ବିଧାୟକ ଦଳ ବୈଠକ

ଜେଏମଜେ ବ୍ୟୁରୋ : ଆସନ୍ତାକାଲିଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭା ଶୀତ ଅଧିବେଶନ । ଏତିରେ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିଛି ବିରୋଧୀ ଦଳ ବିଜେଡି । ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ…

ସରିଲା ସର୍ବଦଳୀୟ ବୈଠକ

ଜେଏମଜେ ବ୍ୟୁରୋ : କାଲିଠାରୁ ଆରମ୍ଭ ହେବ ବିଧାନସଭାର ଶୀତ ଅଧିବେଶନ । ଏଥିପାଇଁ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଶେଷ ହୋଇଛି ସର୍ବଦଳୀୟ ବୈଠକ । ଶୀତ ଅଧିବେଶନକୁ ସୁରୁଖୁରୁରେ ସାରିବାକୁ ହୋଇଛି ଆଲୋଚନା । ପୂରା ଅଧିବେଶନକୁ ସ୍ୱାଭାବିକ…

୬ ବରିଷ୍ଠ ଓଏଏସ ଅଧିକାରୀଙ୍କ ବଦଳି.

ଭୁବନେଶ୍ଵର: (ଜେଏମଜେ ବ୍ୟୁରୋ ): ଆଜି ଓଏଏସ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟସରକାର । ୬ ଜଣ ବରିଷ୍ଠ ଓଏଏସ ଅଧିକାରୀଙ୍କୁ ବଦଳି କରାଯାଇଛି । ଉଷାରାଣୀ ସାହୁ ପଞ୍ଚାୟତିରାଜ ବିଭାଗର ସ୍ଵତନ୍ତ୍ର ସଚିବ ହୋଇଥିବାବେଳେ ସ୍ଵାସ୍ଥ୍ୟ ବିଭାଗର ଅତିରିକ୍ତ ସଚିବ…