ଶ୍ରୀକ୍ଷେତ୍ରରେ ପୟାଶ୍ରାଦ୍ଧ ଏବଂ ବଡ଼ବଡୁଆ ଡାକ ପାଇଁ ଜମିଛି ଶ୍ରଦ୍ଧାଳୁଙ୍କ ଭିଡ଼.

ଜେଏମଜେ ବ୍ୟୁରୋ : ଆଜି ପବିତ୍ର ଦୀପାବଳି ଅମାବାସ୍ୟାରେ ଶ୍ରୀକ୍ଷେତ୍ରରେ ପୟାଶ୍ରାଦ୍ଧ.ଏବଂ ବଡ଼ବଡୁଆ ଡାକ ପାଇଁ ଜମିଛି ଶ୍ରଦ୍ଧାଳୁଙ୍କ ଭିଡ଼..ପବିତ୍ର ଦୀପାବଳି ଅମାବାସ୍ୟାରେ ଶ୍ରୀକ୍ଷେତ୍ରରେ ପୟାଶ୍ରାଦ୍ଧ,ବଡ଼ବଡୁଆ ଡାକ ପାଇଁ ଜମିଛି ଶ୍ରଦ୍ଧାଳୁଙ୍କ ଭିଡ଼ । ଜଗାଦର୍ଶନ ସହ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରୀମନ୍ଦିର…

ଦୀପାବଳିରେ ଆଖି ବୁଜିଲେ ପ୍ରସିଦ୍ଧ ଅଭିନେତା ଗୋବର୍ଦ୍ଧନ ଅସରାନି।

ହିନ୍ଦୀ ସିନେମାର ବରିଷ୍ଠ, ଭର୍ସାଟାଇଲ୍ ଅଭିନେତା ଗୋବର୍ଦ୍ଧନ ଅସରାନିଙ୍କ ମୃତ୍ୟୁ ହୋଇଛି । ଦୀର୍ଘ ଦିନରୁ ଅସୁସ୍ଥ ଥିବା ଅସରାନି ସୋମବାର ଦୀପାବଳି ଦିନ ୪ଟାରେ ଆଖି ବୁଜିଛନ୍ତି । ଜେଏମଜେ ବ୍ୟୁରୋ : ସମସ୍ତଙ୍କୁ ହସାଉଥିଲେ । ତାଙ୍କ ହସ…

୨୪ ତାରିଖ ବେଳକୁ ବର୍ଷା ବଢ଼ିବା ସମ୍ଭାବନା ରହିଛି: ମନୋରମା ମହାପାତ୍ର

ଭୁବନେଶ୍ବର(ଜେଏମଜେ ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହିତ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ ବଙ୍ଗୋପସାଗର କେନ୍ଦ୍ରୀୟ ଅଂଶ ଓ ନିକଟବର୍ତ୍ତୀ…

ବଦଳୁଛି ପାଗ, ବଢୁଛି ଭୟ.

ଜେଏମଜେ ବ୍ୟୁରୋ : ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ । ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ସୃଷ୍ଟି ହେବ ଲଘୁଚାପ । କ୍ରମଶଃ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ…

ନୂଆପଡ଼ା ଉପନିର୍ବାଚନ: ନାମାଙ୍କନ ଭରିଲେ BJD ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆ

ଜେଏମଜେ ବ୍ୟୁରୋ : ନାମାଙ୍କନ ଭରିଲେ BJD ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆ। ନୂଆପଡ଼ା ଉପନିର୍ବାଚନ ପାଇଁ ନାମାଙ୍କନ ଭରିଲେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ । ପ୍ରଥମେ ନୂଆପଡ଼ା ତେଲିପଡ଼ା ସ୍ଥିତ ଶିବ ମନ୍ଦିରରେ ପୂଜାର୍ଚ୍ଚନା କରିବା ପରେ ନିଜର ସମର୍ଥକଙ୍କ…

ଆଜି ଆଲୋକର ପର୍ବ ଦୀପାବଳି

ଜେଏମଜେ ବ୍ୟୁରୋ : ଆଜି ଆଲୋକର ପର୍ବ ଦୀପାବଳି । ଅନ୍ଧାର ଉପରେ ଆଲୋକର ଓ ଅଧର୍ମ ଉପରେ ଧର୍ମର ବିଜୟର ପ୍ରତୀକ ଦୀପାବଳି । ଆଜିର ଦିନରେ ଦୀପ ଜାଳିବା ସହ ରଙ୍ଗବେରଙ୍ଗ ଆଲୋକମାଳାରେ ଝଲସି ଉଠେ ଘର ।…

ପୁରୀରେ ବଡବଡିଆଙ୍କୁ ଡାକିବା ପାଇଁ ଚାରି ଜଗା ନିରୂପଣ କରିଛି ପ୍ରଶାସନ।

ଜେଏମଜେ ବ୍ୟୁରୋ : ଆସନ୍ତାକାଲି ପବିତ୍ର ଦୀପାବଳି,ପୟାଶ୍ରାଦ୍ଧ । ଶ୍ରଦ୍ଧାଳୁମାନେ ଶ୍ରୀକ୍ଷେତ୍ରରେ କାଉଁରିଆ କାଠି ଜାଳି ବଡ଼ବଡ଼ିଆ ଡାକିବେ । ସିଂହଦ୍ଵାର ନିକଟରେ କାଉଁରିଆ କାଠି ଜାଳି ବଡ଼ବଡ଼ିଆ ଡାକିବା ପାଇଁ ଚାରୋଟି ସ୍ଥାନ ନିରୂପଣ କରାଯାଇଛି । ୨୦ ଏବଂ…

ଫୁଲଟା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି “ଅନୁଷ୍ଠିତ।

ବ୍ରହ୍ମପୁର : (ଜେଏମଜେ ନ୍ୟୁଜ ): ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୌଞ୍ଜୁ ଠାରେ ଫୁଲଟା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି “crcc ବିବେକାନନ୍ଦ ସାମନ୍ତରାୟ ଙ୍କ ତତ୍ୱା ବଧାନ ରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅନୁଷ୍ଠାନିକ ଭାବେ ବିଦ୍ୟାଳୟ…

ଜାଭିୟର୍ସ ହାଇ ସ୍କୁଲ ରେ ଆୟୋଜିତ ଶିକ୍ଷା କର୍ମଶାଳା ମୁନ -୨୦୨୫

ବ୍ରହ୍ମପୁର: (ଜେଏମଜେ ନ୍ୟୁଜ ): ମୀନାକ୍ଷୀ ନଗର୍ ସ୍ଥିତ ସେଣ୍ଟ ଜାଭିୟର୍ସ ହାଇ ସ୍କୁଲ ରେ ଛାତ୍ରଛାତ୍ରୀ ଙ୍କ ଶିକ୍ଷା ସହ ସବୁ କ୍ଷେତ୍ରରେ କିପରି ସଫଳତା ଓ ବିକାଶ ହୋଇପାରିବ ସେଥିନେଇ ଚାରି ଦିନ ଧରି ଆୟୋଜିତ ମୁନ୍ -୨୦୦୫…

ପୁରୁଷୋତ୍ତମପୁର ସହରରେ ସୌନ୍ଦର୍ଯ୍ୟ ହରାଉଛି ଗୋପାଳବନ୍ଧ।

ପୁରୁଷୋତ୍ତମପୁର : (ଜେଏମଜେ ନ୍ୟୁଜ ): ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ସହର ମଧ୍ୟଭାଗରେ ଥିବା ବହୁ ପୁରାତନ ଜଗନ୍ନାଥ ମହାପ୍ରଭୁ ଙ୍କ ମନ୍ଦିର ନିକଟରେ ଥିବା ଗୋପାଳବନ୍ଧରେ ଭୋର ରୁ ଦୈନିକ ହଜାର ହଜାର ଲୋକ ସ୍ନାନ କରି ମହାପ୍ରଭୁ ଜଗନ୍ନାଥଙ୍କୁ…