ପ୍ରବଳ ବର୍ଷା ରେ ଦକ୍ଷିଣ ଓଡିଶାର ବିଭିନ୍ନ ଜଗାରେ ସ୍ଥିତି ବେହାଲ
ଜେଏମଜେ ବ୍ୟୁରୋ : ବଙ୍ଗୋପସାଗରରେ ସକ୍ରିୟ ଗଭୀର ଅବପାତ ପ୍ରଭାବରେ ଲାଗି ରହିଛି ପ୍ରବଳ ବର୍ଷା । ଗତ ରାତିରୁ ଭୀଷଣ ବର୍ଷା ହେଉଥିବା ବେଳେ ଦକ୍ଷିଣ ଓଡ଼ିଶାର ସ୍ଥିତି ବେହାଲ୍ ହୋଇ ପଡ଼ିଛି । କେଉଁଠି ଟ୍ରେନ୍ ଟ୍ରାକ୍କୁ ପଥର…
ମା ବୁଢା ବୁଢୀ ଠାକୁରାଣୀଙ୍କ ବିଗ୍ରହ ସ୍ଥାପନା ସମାରୋହ
ଢେଙ୍କାନାଳ : (ଜେଏମଜେ ନ୍ୟୁଜ ) : ମା ବୁଢା ବୁଢୀ ଠାକୁରାଣୀଙ୍କ ବିଗ୍ରହ ସ୍ଥାପନା l କଟକ ଜିଲ୍ଲା ନରସିଂହପୁର ବ୍ଲକ ଅନ୍ତର୍ଗତ ଦେବ ଭୂଇଁ ପଞ୍ଚାୟତ ର ପୁଛୁଳି ଘାଟି ଠାରେ ଅବହେଳିତ ହୋଇ ଖୋଲା ଆକାଶ ତଳେ…
ବଙ୍ଗୋପସାଗରରେ ଗଭୀର ଅବପାତ: ୩ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଜେଏମଜେ ବ୍ୟୁରୋ : ବଙ୍ଗୋପସାଗରରେ ସକ୍ରିୟ ରହିଛି ଗଭୀର ଅବପାତ। ଉତ୍ତର ଉତ୍ତରପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୧୦ କିମି ବେଗରେ ଅଗ୍ରସର ହେଉଛି। ଏହା ପ୍ରଭାବରେ ପ୍ରବଳ ବର୍ଷା ହେବ। ପୁରୀ ଠାରୁ ୩ ଶହ କିଲୋମିଟର ଦୂରରେ କେନ୍ଦ୍ରୀଭୂତ…
ବିହାର: ଚୂଡ଼ାନ୍ତ ଭୋଟର ତାଲିକାରେ ବାଦ୍ ପଡିଲେ ୬୮.୬୬ ଲକ୍ଷ ଭୋଟର
ଜେଏମଜେ ବ୍ୟୁରୋ : ନିର୍ବାଚନ କମିସନ୍ ଆଜି ବିହାରର ବହୁ ପ୍ରତୀକ୍ଷିତ ଓ ଚର୍ଚ୍ଚିତ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ କରିଛନ୍ତି। ସ୍ବତନ୍ତ୍ର ଭୋଟର ତାଲିକା ସଂଶୋଧନ (ଏସ୍ଆଇଆର୍) ପରେ ପ୍ରକାଶିତ ଚୂଡ଼ାନ୍ତ ତାଲିକାରେ ନିର୍ବାଚନ କମିସନ୍ ୬୮.୬୬ ଲକ୍ଷ ଭୋଟରଙ୍କୁ…
ଓଡ଼ିଶାରେ ଖୋଲିବ ୬ଟି କେନ୍ଦ୍ରୀୟ ବିଦ୍ୟାଳୟ: ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର: (ଜେଏମଜେ ନ୍ୟୁଜ ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଓଡ଼ିଶା ସମେତ ଦେଶର ବେସାମରିକ କ୍ଷେତ୍ରରେ ୫୭ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଏହି ପ୍ରସ୍ତାବରେ ଓଡ଼ିଶାର ୬ଟି…
ନିର୍ବାଚନ ଆୟୋଗ ପକ୍ଷରୁ ବିହାରରେ ଚୂଡ଼ାନ୍ତ ଭୋଟର ତାଲିକା ଜାରି
ଜେଏମଜେ ବ୍ୟୁରୋ :ବିହାରରେ ସ୍ଵତନ୍ତ୍ର ପୁଙ୍ଖାନୁପୁଙ୍ଖ ପୁନଃନିରୀକ୍ଷଣ (ଏସଆଇଆର) କାର୍ଯ୍ୟକାରୀ ହେବା ପରେ ନିର୍ବାଚନ ଆୟୋଗ ମଙ୍ଗଳବାର ଚୂଡ଼ାନ୍ତ ଭୋଟର ତାଲିକା ଜାରି କରିଛନ୍ତି। ଏହି ଭୋଟର ତାଲିକା ଆଧାରରେ ଆଗାମୀ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ଆୟୋଗ(ଇସି) ନିଜର…
ନାଲକୋ କାର୍ଯ୍ୟାଳୟ ରେ CBI ଚଢ଼ାଉ
ଭୁବନେଶ୍ଵର:(ଜେଏମଜେ ବ୍ୟୁରୋ) ନାଲକୋ କାର୍ଯ୍ୟାଳୟରେ ମଙ୍ଗଳବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ପକ୍ଷରୁ ଚଢ଼ାଉ କରାଯାଇଛି। ଚାକିରି ଦେବା ନାଁରେ ଏକାଧିକ ଯୁବକଙ୍କୁ ଠକେଇ କରାଯାଇଥିବା ଅଭିଯୋଗରେ ଏହି ଚଢ଼ାଉ ହୋଇଥିବା ସୂଚନା ମିଳିଛି। ସିବିଆଇ ପକ୍ଷରୁ ୨ ଜଣ କର୍ମଚାରୀଙ୍କୁ ପଚରାଉଚରା…
ପୋଲିସ SI ପରୀକ୍ଷାକୁ ସ୍ଥଗିତ:ବଡ଼ ଠକେଇରୁ ବର୍ତ୍ତିଲେ ୧୨୦ ଜଣ ପୋଲିସ SI ପରୀକ୍ଷାର୍ଥୀ
ଜେଏମଜେ ବ୍ୟୁରୋ : ଓଡ଼ିଶାରେ ହେବାକୁ ଥିବା ପୋଲିସ SI ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । ଆସନ୍ତା ଅକ୍ଟୋବର ୫ ଓ ୬ ରେ ହୋଇଥାନ୍ତା ପରୀକ୍ଷା । ପରବର୍ତ୍ତୀ ସମୟରେ ଆଗାମୀ ପରୀକ୍ଷା ତାରିଖ ଘୋଷଣା କରାଯିବ ବୋଲି ବୋର୍ଡ…
କେନ୍ଦ୍ରୀୟ ଡେପୁଟେସନରେ ଗଲେ ଓଡ଼ିଶାର ୨ ଜଣ ଆଇଏଏସ୍
ଭୁବନେଶ୍ୱର: (ଜେଏମଜେ ବ୍ୟୁରୋ ): କେନ୍ଦ୍ରୀୟ ଡେପୁଟେସନରେ ଗଲେ ଓଡ଼ିଶାର ୨ ଜଣ ଆଇଏଏସ୍ ଅଧିକାରୀ । ୨୦୧୧ ବ୍ୟାଚ୍ ଓଡ଼ିଶା କ୍ୟାଡର ଆଇଏଏସ୍ ଅଧିକାରୀ ସମର୍ଥ ବର୍ମାଙ୍କୁ କେନ୍ଦ୍ରୀୟ ଡେପୁଟେସନରେ ରଖାଯାଇଛି । ସେହିପରି ୨୦୧୪ ବ୍ୟାଚ୍ ଓଡ଼ିଶା କ୍ୟାଡର…
୧ ଅକ୍ଟୋବରରୁ ଲାଗୁ ହେବ ସ୍ପିଡ୍ ପୋଷ୍ଟରେ ନୂଆ ଶୁଳ୍କ
ଜେଏମଜେ ବ୍ୟୁରୋ : ଡାକ ବିଭାଗ ପକ୍ଷରୁ ସ୍ପିଡ ପୋଷ୍ଟ ପାଇଁ ନୂଆ ଶୁଳକ ବ୍ୟବସ୍ଥା ଲାଗୁ କରିଛନ୍ତି । ଏହା ୧ ଅକ୍ଟୋବରରୁ ଲାଗୁ ହେବ । ବର୍ଦ୍ଧିତ ଶୁଳ୍କ ସହ କେତେକ ନୂଆ ସୁବିଧା ମଧ୍ୟ ଘୋଷଣା କରାଯାଇଛି…















