ବିଧାୟକ ଙ୍କୁ କୃତଜ୍ଞତା ଜଣାଇଲେ ନବ ନିଯୁକ୍ତ ସରକାରୀ ଆଇନଜୀବୀ ।

ବ୍ରହ୍ମପୁର : ଜେଏମଜେ ନ୍ୟୁଜ: ବହୁ ପ୍ରତିକ୍ଷୀତ ନବ ନିଯୁକ୍ତ ସରକାରୀ ଆଇନଜୀବୀ ମାନେ ମାନ୍ୟବର ବିଧାୟକ କେ ଅନିଲ କୁମାର ଏବଂ ଜିଲ୍ଲା ସଭାପତି ଶ୍ରୀ ସରୋଜ ସାବତ ଙ୍କୁ ଭେଟି କୃତଜ୍ଞତା ଜଣାଇବା ସହ ଆଗାମୀ ଦିନ ମାନଙ୍କରେ…

ପ୍ରଦୂଷଣ ପ୍ରମାଣ ପତ୍ର ଥିବା ଗାଡ଼ିରେ ଲାଗିବ ଗ୍ରୀନ୍ ଷ୍ଟିକର:ମନ୍ତ୍ରୀ

ପ୍ରଦୂଷଣ ପ୍ରମାଣ ପତ୍ର ଥିବା ଗାଡ଼ିରେ ଲାଗିବ ଗ୍ରୀନ୍ ଷ୍ଟିକରପରିବହନ ମନ୍ତ୍ରୀ ବିଭୂତି ଜେନାଙ୍କ ସୂଚନା ଭୁବନେଶ୍ଵର, : ଜେଏମଜେ ନ୍ୟୁଜ: (ସମୀର ରଞ୍ଜନ ନାୟକ )ଫେବୃଆରୀରୁ ଗାଡ଼ିରେ ଲାଗିବ ଗ୍ରୀନ୍ ଷ୍ଟିକର୍। ପ୍ରଦୂଷଣ ସାର୍ଟିଫିକେଟ୍ ଥିଲେ ଗାଡ଼ିରେ ଲାଗିବ ସବୁଜ…

ଏଣିକି ଅନଲାଇନ୍ ସହ ଅଫଲାଇନରେ ବି ପୈଠ କରିହେବ ଇ-ଚାଲାଣ।

ଭୁବନେଶ୍ଵର,:ଜେଏମଜେ ନ୍ୟୁଜ: (ସମୀର ରଞ୍ଜନ ନାୟକ) ଗାଡ଼ି ମାଲିକଙ୍କୁ ଆଶ୍ଵସ୍ତି। ଏଣିକି ଅନଲାଇନ୍ ସହ ଅଫଲାଇନରେ ପୈଠ କରିହେବ ଇ-ଚାଲାଣ। ଜନସାଧାରଣଙ୍କ ସୁବିଧା ପାଇଁ ରାଜ୍ୟ ପରିବହନ ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ନଗଦ ଅର୍ଥ ଗ୍ରହଣ ପାଇଁ RTOଙ୍କୁ…

ନୂଆବର୍ଷରେ ବିଶୃଙ୍ଖଳା ପରିସ୍ଥିତି ଏଡାଇବା ପାଇଁ ୧୫ ପ୍ଲାଟୁନ ଫୋର୍ସ ମୃତୟନ ହେବେ: ପୋଲିସ କମିଶନର

ଭୁବନେଶ୍ୱର :ଜେଏମଜେ ନ୍ୟୁଜ: (ସମୀର ରଞ୍ଜନ ନାୟକ )ନୂଆ ବର୍ଷ ପାଇଁ କମିସନରେଟ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା ।ପୋଲିସ କମିସନର ସୁରେଶ ଦେବଦତ୍ତ ସିଂଙ୍କ ସୂଚନା ।ସୁରକ୍ଷାରେ ୧୫ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ରହିବେ । ନିଜ ଥାନା…

ଶ୍ରୀମନ୍ଦିର ଯାଇ ଦାରୁଦିଅଁଙ୍କ ଦର୍ଶନ କଲେ ମୁଖ୍ୟ ନିର୍ବାଚନ କମିଶନର

ଭୁବନେଶ୍ୱର /ପୁରୀ:ଜେଏମଜେ ନ୍ୟୁଜ: (ସମୀର ରଞ୍ଜନ ନାୟକ )ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହିତ ସାନିଧ୍ୟ ଲାଭ କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର । ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ମୁଖ୍ୟ ନିର୍ବାଚନ…

କବିସୂର୍ଯ୍ୟନଗର ରେ ବିଜେଡି ପ୍ରତିଷ୍ଠା ଦିବସ ପାଳନ ନୋହିଲା

କବିସୂର୍ଯ୍ୟନଗର : ଜେଏମଜେ ନ୍ୟୁଜ : ମାଳ ମାଳ ନେତା, କର୍ମୀ, 24 ବର୍ଷ ଶାସନ ରେ ରହି କ୍ଷମତା ଉପଭୋଗ କଲେ, ହେଲେ ଆଜି କ୍ଷମତା ଯିବା ପରେ ଭୁଲିଗଲେ ଦଳୀୟ ପ୍ରତିଷ୍ଠା ଦିବସ କୁ…ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ନିର୍ବାଚନ…

ପ୍ରଭାତ କୁମାର ସାମଲ APP ନିଯୁକ୍ତ

କବିସୂର୍ଯ୍ୟନଗର (ଜେଏମଜେ ନ୍ୟୁଜ ): ପ୍ରଭାତ ସାମଲ ହେଲେ ସହକାରୀ ସରକାରୀ ଓକିଲ. କବିସୂର୍ଯ୍ୟନଗର କୋର୍ଟ ରେ ନିଯୁକ୍ତି ମିଳିଥିବା ଆଜି ଆଇନ ବିଭାଗ ପକ୍ଷରୁ ଚିଠି ନଂ 1-LR-18/2025…21321/ 24 ଡିସେମ୍ବର 2025 ରୁ ଜଣାଯାଇଛି . କବିସୂର୍ଯ୍ୟନଗର JMFC…

ମୁନାଙ୍କ ଟାର୍ଗେଟ ରେ ସେ ଦୁଇମୁଣ୍ଡିଆ କିଏ?

ଜେଏମଜେ ବ୍ୟୁରୋ : ବର୍ତ୍ତମାନ ଆମେ ବିଜୁ ବାବୁ ଫର୍ମୁଲା ଆପଣେଇବୁ । ଇଏ ଦୁଇ ମୁଣ୍ଡିଆମାନଙ୍କୁ ଆମେ ଛାଡିବୁନି। ଦୁଇ ମୁଣ୍ଡିଆ ଦୁଇ ପଟେ ଚାଲାକି ଦେଖାଇଲେ ଆଉ ଚଳିବନି । କାହା ଅଣ୍ଡରରେ ରହିବା ନାହିଁ, ନବୀନଙ୍କ ଅଣ୍ଡରରେ…

ଭିଜିଲାନ୍ସ ଜାଲରେ କୋରାପୁଟ ବନ ବିଭାଗ ଫରେଷ୍ଟର, ଏକକାଳୀନ ୫ଟି ସ୍ଥାନରେ ଚାଲିଛି ରେଡ୍

କୋରାପୁଟ : ଜେଏମଜେ ନ୍ୟୁଜ : ଭିଜିଲାନ୍ସ ଜାଲରେ କୋରାପୁଟ ବନ ବିଭାଗ ଫରେଷ୍ଟର, ଏକକାଳୀନ ୫ଟି ସ୍ଥାନରେ ଚାଲିଛି ରେଡ୍.. ଭିଜିଲାନ୍ସ ଜାଲରେ କୋରାପୁଟ ବନ ବିଭାଗ ଫରେଷ୍ଟର । ଭିଜିଲାନ୍ସ ପକ୍ଷରୁ କୋରାପୁଟ ବନ ବିଭାଗ ଫରେଷ୍ଟର ନିରଞ୍ଜନ…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ ନିହାର ସରକାର…

ଜେଏମଜେ ବ୍ୟୁରୋ : ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ ନିହାର ସରକାର। ମାଲକାନଗିରି ବ୍ଳକର କନିଷ୍ଠ ଯନ୍ତ୍ରୀ ନିହାର ସରକାରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଆୟବହିର୍ଭୂତ ସମ୍ପତ୍ତି ଠୁଳ ନେଇ ଭିଜିଲାନ୍ସକୁ ଖବର ମିଳିଥିଲା। ଆଜି ଭୋରୁ ମାଲକାନଗିରି ସମେତ ଏମପିଭି-୧୦ସ୍ଥିତ…