ଦ୍ବୈତନଗରୀକୁ ଛୁଇଁଲା ନିଷିଦ୍ଧ କଫ୍ ସିରପ୍ ଲିଙ୍କ୍: ୩୪ ଲକ୍ଷର କଫ୍ ସିରପ୍ ଜବତ.
ଜେଏମଜେ ବ୍ୟୁରୋ : ଦ୍ବୈତନଗରୀକୁ ଛୁଇଁଲାଣି ନିଷିଦ୍ଧ କଫ୍ ସିରପ୍ ଲିଙ୍କ୍। କଟକରୁ ଆଜି ବିପୁଳ ପରିମାଣର କୋଡାଇନ୍ ମିଶ୍ରିତ କଫ୍ ସିରପ୍ ଜବତ ହୋଇଛି। କ୍ରାଇମ୍ବ୍ରାଞ୍ଚ ଏସ୍ଟିଏଫ୍ ବାଦାମବାଡ଼ିର ନ୍ୟୁ ଏଲ୍ଆଇସି କଲୋନିରେ ଏକ କୋରିଅର୍ ସଂସ୍ଥାରେ ଚଢ଼ଉ କରି…
ମୋହନ, ମନମୋହନଙ୍କ ସରୁନି ଅଙ୍କକଷା: ବିଜେପିରେ ସଙ୍ଗଠନ ଓ ମନ୍ତ୍ରିମଣ୍ଡଳ ଦ୍ୱନ୍ଦ୍ବ..
ଜେଏମଜେ ବ୍ୟୁରୋ : ବିଜେପିରେ ସଙ୍ଗଠନ ଓ ମନ୍ତ୍ରିମଣ୍ଡଳ ଦ୍ୱନ୍ଦ୍ବ..ମୋହନ, ମନମୋହନଙ୍କ ସରୁନି ଅଙ୍କକଷାଦିଲ୍ଲୀରୁ ଫେରି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଥିଲେ, ପ୍ରଥମେ ସଙ୍ଗଠନ ହେବ, ତା’ ପରେ ନିଗମ ଓ ବୋର୍ଡ ଅଧ୍ୟକ୍ଷ ପଦ ଘୋଷଣା କରାଯିବ…
ପୁରୀ ଦଳାଚକଟା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦାଖଲ କଲେ ଉନ୍ନୟନ କମିଶନର
ଜେଏମଜେ ବ୍ୟୁରୋ : ପୁରୀ ଦଳାଚକଟା ଘଟଣାର ରିପୋର୍ଟ ଦାଖଲ କଲେ ଉନ୍ନୟନ କମିଶନର ଅନୁ ଗର୍ଗ । ମାସେ ଧରି ଚାଲିଥିଲା ତଦନ୍ତ । ୭୦ ଜଣଙ୍କ ସାକ୍ଷ୍ୟ ଗ୍ରହଣ ହୋଇଥିଲା । ତେବେ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ…
ଯୋଗାଣ ମନ୍ତ୍ରୀଙ୍କ ବଢ଼ିଲା ଜମି ଅଡୁଆ.
ଜେଏମଜେ ବ୍ୟୁରୋ : ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ରଙ୍କୁ ଜମି ଅଡ଼ୁଆ । ମନ୍ତ୍ରୀଙ୍କ ଜମି ଠକେଇ ଅଭିଯୋଗ ଆଧାରରେ ବଣସିଂ ଗାଁର ନିରଞ୍ଜନ ଶତପଥୀଙ୍କୁ ଗିରଫ କରିଛି ଢେଙ୍କାନାଳ ପୁଲିସ୍ । ଗତକାଲି ତାଙ୍କୁ କୋର୍ଟ ଚାଲାଣ କରାଯାଇଛି ।…
କେବେ ବସିବ ବିଧାନସଭାର ମୌସୁମୀ ଅଧିବେଶନ ?
ଭୁବନେଶ୍ୱର: ପାର୍ଲିଆମେଣ୍ଟରେ ଆରମ୍ଭ ହୋଇଯାଇଛି ମୌସୁମୀ ଅଧିବେଶନ । ସମୟ ଗଡି ଚାଲିଥିଲେ ମଧ୍ୟ ଓଡିଶା ବିଧାନସଭାର ମୌସୁମୀ ଅଧିବେଶନ ନେଇ ବିଜ୍ଞପ୍ତି ପ୍ରକାଶ ପାଇନାହିଁ । ଯାହାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ବିରୋଧୀ ବିଜେଡି ଓ କଂଗ୍ରେସ ।…
ଯନ୍ତ୍ରୀଙ୍କୁ ପାଣି ବଦଳରେ ପରିସ୍ରା ପିଆଇଦେଲେ ପିଅନ! ଥାନାରେ ମାମଲା
ଜେଏମଜେ ବ୍ୟୁରୋ : ଏକ ଅତ୍ୟନ୍ତ ଲଜ୍ଜାଜନକ ଏବଂ ଅମାନବୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ପିଅନ ନିଜର ବରିଷ୍ଠ ଅଧିକାରୀଙ୍କୁ ପାଣି ବଦଳରେ ପରିସ୍ରା ପିଆଇ ଦେଇଥିବା ଭଳି ସାଙ୍ଘାତିକ ଅଭିଯୋଗ ଆସିଛି । ଏହି ଘଟଣା ଘଟିଛି…
ଆଇସିସି କମିଟି ନକଲେ କର୍ତ୍ତୃପକ୍ଷଙ୍କ ଦରମା ବନ୍ଦ କରାଯିବ: ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: କଲେଜରେ ଆଇସିସି କମିଟି ନକଲେ କର୍ତ୍ତୃପକ୍ଷଙ୍କ ଦରମା ବନ୍ଦ କରାଯିବ ବୋଲି ନିର୍ଦ୍ଦେଶ ରହିଛି । ମାସେ ଭିତରେ ସବୁ କଲେଜରେ ଆଇସିସି କମିଟି କରିବା ପାଇଁ ସରକାର ଟାର୍ଗେଟ ରଖିଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ଆଇସିସି…
ଅଗଷ୍ଟ ୨ରେ ମିଳିବ ପିଏମ-କିସାନର ୨୦ତମ କିସ୍ତି
ଜେଏମଜେ ବ୍ୟୁରୋ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ଆଗଷ୍ଟ ୨ ତାରିଖରେ ଉତ୍ତରପ୍ରଦେଶର ବାରାଣସୀରୁ ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି (ପିଏମ-କିସାନ) ଯୋଜନାର ୨୦ତମ କିସ୍ତି ପ୍ରଦାନ କରିବାକୁ ଯାଉଛନ୍ତି। ଏହି କିସ୍ତି ମାଧ୍ୟମରେ ଦେଶର ୯.୭ କୋଟିରୁ ଅଧିକ…
ହାତୀ ଆକ୍ରମଣରେ ୩ ଜଣଙ୍କ ମୃତ ଘଟଣା, ଫରେଷ୍ଟର୍ ଓ ଫରେଷ୍ଟ ଗାର୍ଡ ନିଲମ୍ବିତ
ଜେଏମଜେ ନ୍ୟୁଜ : ହିନ୍ଦୋଳ ଥାନା ବାଘ ଧରିଆ ଗାଁରେ ହାତୀ ଆକ୍ରମଣରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ଅଭିଯୋଗରେ ରାସୋଳ ଫରେଷ୍ଟର୍ ଓ ଫରେଷ୍ଟ ଗାର୍ଡଙ୍କୁ ନିଲମ୍ବନ କରାଯାଇଛି। ଅନ୍ୟପଟେ…
ଆର୍ଆଇ ଅମିନ ପରୀକ୍ଷା ବାତିଲ
ଜେଏମଜେ ବ୍ୟୁରୋ : ବାତିଲ ହେଲା ଆରଆଇ, ଏଆରଆଇ, ଅମିନ, ଆଇସିଡ଼ିଏସ ସୁପରଭାଇଜର ମୁଖ୍ୟ ପରୀକ୍ଷା । ନୂଆ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ପରୀକ୍ଷା ଆଉ ଥରେ କରାଯିବ ବୋଲି ନିର୍ଦ୍ଦେଶ ହୋଇଛି । ଏନେଇ ଅଡ଼ିଶାର ଆଡ଼ଭୋକେଟ ଜେନେରାଲ…














