ପୁରୀରେ ଯୋଗଗୁରୁ ବାବା ରାମଦେବ
ପୁରୀ : ଜେଏମଜେ ନ୍ୟୁଜ : ପୁରୀରେ ଯୋଗଗୁରୁ ବାବା ରାମଦେବ । ଶ୍ରୀକ୍ଷେତ୍ର ପୁରୀ ପହଞ୍ଚିଛନ୍ତି ବାବା ରାମଦେବ । ଏ ଅବସରରେ ଗଣମଧ୍ୟାମକୁ ପ୍ରତିକ୍ରିୟା ଦେଇ ବାବା ରାମଦେବ କହିଛନ୍ତି, “ମହାପ୍ରଭୁଙ୍କ ଦର୍ଶନ କରି ବହୁତ ଆନନ୍ଦ ଅନୁଭବ…
ଛଟେଇ ବିରୋଧରେ ରାଜପଥରେ ସ୍ୱାସ୍ଥ୍ୟମିତ୍ରଙ୍କ ପ୍ରତିବାଦ
ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଛଟେଇ ବିରୋଧରେ ଗର୍ଜିଲେ ସ୍ୱାସ୍ଥ୍ୟମିତ୍ର | ରାଜପଥରେ ସ୍ୱାସ୍ଥ୍ୟମିତ୍ରଙ୍କ ପ୍ରତିବାଦ। ବର୍ଷାରେ ଭିଜି, କୋଳରେ ଶିଶୁ ଧରି ଲୋୟର ପିଏମଜିରେ ଗର୍ଜିଲେ ମହିଳା। ପ୍ରବଳ ବର୍ଷାକୁ ଖାତିର ନକରି ହକ୍ ପାଇଁ ରାଜପଥକୁ ଓହ୍ଲାଇଛନ୍ତି…
ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂ ଅଭିଯୋଗ ଆବେଦନକୁ ଖାରଜ କଲେ ବାଚସ୍ପତି
ଭୁବନେଶ୍ୱର:ଜେଏମଜେ ନ୍ୟୁଜ : ରାଜ୍ୟ ରାଜନୀତିରେ ଚର୍ଚ୍ଚାର ବିଷୟ ପାଲଟିଥିବା ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂ ଅଭିଯୋଗ ମାମଲାରେ ଏକ ବଡ଼ ନିଷ୍ପତ୍ତି ସାମ୍ନାକୁ ଆସିଛି। ଦଳୀୟ ନିର୍ଦ୍ଦେଶ ଉଲ୍ଲଙ୍ଘନ କରି ଭୋଟ ଦେଇଥିବା ବିଜୁ ଜନତା ଦଳ (ବିଜେଡି)ର ୮…
ଆସୁଛି ଦୁଇଟି ଲଘୁଚାପ :ସକ୍ରିୟ ହେବ ମୌସୁମି
ଭୁବନେଶ୍ବର : ଜେଏମଜେ ନ୍ୟୁଜ : ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ନିଷ୍କ୍ରିୟ ରହିବା ହେତୁ ଅନେକ ସ୍ଥାନକୁ ଅଗ୍ରସର ହୋଇପାରିନି। କିନ୍ତୁ ଧୀରେ ଧୀରେ ମୌସୁମି ସକ୍ରିୟ ହେବାରେ ଲାଗିଛି। ଜୁନ୍ ଶେଷ ସପ୍ତାହ ବେଳକୁ ଉତ୍ତର ବଙ୍ଗୋପସାଗରରେ ଗୋଟିଏ ଲଘୁଚାପ…








