IAS ସ୍ତରରେ ବଡ଼ ଅଦଳବଦଳ; ବଦଳିଲେ ବରିଷ୍ଠ ଅଧିକାରୀ
ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟ ସରକାରଙ୍କ ପକ୍ଷରୁ IAS ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ବିଭିନ୍ନ ବିଭାଗର ନୂଆ ଦାୟିତ୍ୱ ଦିଆଯାଇଥିବା ବେଳେ କେତେକ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ୱ ମଧ୍ୟ ପ୍ରଦାନ କରାଯାଇଛି।ଅଦଳବଦଳ…
ନିର୍ବାଚନ କମିଶନଙ୍କ ବଡ଼ ଘୋଷଣା: ୬ ଆସନରେ ହେବ ଉପନିର୍ବାଚନ
ଜେଏମଜେ ବ୍ୟୁରୋ : ଦେଶର ୬ଟି ଆସନରେ ଉପନିର୍ବାଚନନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ୪ଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୫ଟି ବିଧାନସଭା ଆସନ ଓ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହେବ। ଆସନ୍ତା…
ଜିଲ୍ଲାପାଳଙ୍କ ଜନଶୁଣାଣିରେ କୀଟନାଶକ ପିଇ ଆତ୍ମହତ୍ୟା ଉଦ୍ୟମ
ଜେଏମଜେ ବ୍ୟୁରୋ : ରାୟଗଡ଼ା ଜିଲ୍ଲାପାଳଙ୍କ ଜନଶୁଣାଣି ବେଳେ ଘଟିଛି ଅଭାବନୀୟ ଘଟଣା । ଜଣେ ପରିବାରର ୫ ଜଣ ସଦସ୍ୟ କୀଟନାଶକ ବିଷ ପିଇବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି । ସମସ୍ତ ଦିଗରୁ ନିରାଶ ହେବା ପରେ ପରିବାରର…
ଛାତ୍ର ସଂସଦ ନିର୍ବାଚନ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ କହିଲେ…
ଜେଏମଜେ ନ୍ୟୁଜ : କେବେ ହେବ ଛାତ୍ର ସଂସଦ ନିର୍ବାଚନ ? ଛାତ୍ର ସଂସଦ ନିର୍ବାଚନକୁ ନେଇ ସରକାର ପ୍ରସ୍ତୁତି କରୁଥିବା ନେଇ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ।ମନ୍ତ୍ରୀଙ୍କ ଏହି ସୂଚନା ପରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଛାତ୍ର…
ଡିଜିପି ନିଯୁକ୍ତି ସଂକ୍ରାନ୍ତ ମାମଲାର ଶୁଣାଣି ପୁଣି ଘୁଞ୍ଚିଲା ସେପ୍ଟେମ୍ବର ୧୬ ରେ ପରବର୍ତ୍ତୀ ଶୁଣାଣି
ଜେଏମଜେ ବ୍ୟୁରୋ : ସୁପ୍ରିମକୋର୍ଟରେ ଡିଜିପି ନିଯୁକ୍ତି ସଂକ୍ରାନ୍ତ ମାମଲାର ଶୁଣାଣି ପୁଣିଥରେ ଘୁଞ୍ଚିଛି। ଆସନ୍ତା ସେପ୍ଟେମ୍ବର ୧୬ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାପଡ଼ିଛି।ବରିଷ୍ଠ ଆଇନଜୀବୀ ସଂଗ୍ରାମ ପଟ୍ଟନାୟକ ଏନେଇ ସୂଚନା ଦେଇଛନ୍ତି। ତାଙ୍କ କହିବା ଅନୁଯାୟୀ,…
ବଦଳିବ ଦଶମ ପାଠ୍ୟକ୍ରମ! ଆସନ୍ତା ବର୍ଷରୁ ନୂଆ ସିଲାବସ୍
ଜେଏମଜେ ବ୍ୟୁରୋ : ବଦଳିବ ଦଶମ ପାଠ୍ୟକ୍ରମ । ଜାତୀୟ ଶିକ୍ଷା ନୀତି(ଏନଇଟି)-୨୦୨୦ ଅନୁଯାୟୀ ହେବ ପାଠ୍ୟକ୍ରମ । ଏନସିଆରଟି ଅନୁଯାୟୀ ରାଜ୍ୟରେ ପ୍ରଥମରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକ ପରିବର୍ତ୍ତନ ହୋଇଛି । ଆସନ୍ତା ବର୍ଷରୁ ଦଶମ ପାଠ୍ୟପୁସ୍ତକ…
ଶେଷ ହେଲା ଦୁଇ ଦିନିଆ ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ
କଟକ : ଜେଏମଜେ ନ୍ୟୁଜ : ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ କଟକଠାରେ ଅନୁଷ୍ଠିତ ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକର ଦ୍ଵିତୀୟ ଦିବସରେ ଆଜି ଯୋଗ ଦେଇ କାର୍ଯ୍ୟକାରିଣୀକୁ ସମ୍ବୋଧିତ କରିବା ଅବସରରେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ବି.ଏଲ.ସନ୍ତୋଷ କହିଛନ୍ତି…
ଆଜି ୫ଟାରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ
ଜେଏମଜେ ବ୍ୟୁରୋ : ରାଜ୍ୟ ସରକାରଙ୍କ ଏକ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ଆଜି ଅନୁଷ୍ଠିତ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନଠାରେ ସନ୍ଧ୍ୟା ୫ଟା ସମୟରେ ଏହି ବୈଠକ ବସିବାର କାର୍ଯ୍ୟକ୍ରମ ରହିଛି।ଏହି ବୈଠକରେ ରାଜ୍ୟର…
ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍ ସହ ଅନେକ ସହରରେ ରହିଛି ଅନେକ ପ୍ଲଟ…
ଜେଏମଜେ ବ୍ୟୁରୋ : ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ। ଅଫିସ ଗାଡ଼ିରେ ବିଲ ପାସ୍ ଟଙ୍କା ନେଇ ଖୁସିରେ ଘରକୁ ଯାଉଥିଲାବେଳେ…
ଅଲ୍ ଓଡ଼ିଶା ସିଡୁଲ୍ଡକାଷ୍ଟ ଫେଡରେସନର ଛଅ ତମ ପ୍ରତିଷ୍ଠା ଦିବସ ପାଳିତ
କଳାହାଣ୍ଡି : ଜେଏମଜେ ନ୍ୟୁଜ : (ପିତାମ୍ବର ବେହେରା ): ଭବାନୀପାଟଣା ଟାଉନ ହଲ ଠାରେ ରାଜ୍ଯ ସଭାପତି ଧନଞ୍ଜୟ ଦୀପ୍ ଙ୍କ ସଭାପତିତ୍ବରେ ସଂଗଠନର ଛଅ ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳନ କରାଯାଇ ଥିଲା,ପ୍ରଥମେ ବହୁଜନ ସମାଜର ମହାପୁରୁଷ…
















