ଜନ୍ମାଷ୍ଟମୀରେ ଚାଷୀଙ୍କୁ ଉପହାର, ଖାତାକୁ ଆସିଲା ସିଏମ୍‌ କିଷାନ୍‌ର ପଞ୍ଚମ କିସ୍ତି

ଭୁବନେଶ୍ବର : ଜେଏମଜେ ନ୍ୟୁଜ : ଚାଷୀଙ୍କୁ ମିଳିଲା ସିଏମ୍ କିଷାନ୍ ଯୋଜନାର ପଞ୍ଚମ କିସ୍ତି ଟଙ୍କା । ଭୁବନେଶ୍ୱର ଓୟୁଏଟି କୃଷି ଶିକ୍ଷା ସଦନରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଟଙ୍କା ପ୍ରଦାନ । ଏହି ଉତ୍ସବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପେପରଲେସ୍‌ ହେବ ଦଲିଲ ପଞ୍ଜୀକରଣ, ୪ ପୃଷ୍ଠାରେ ରହିବ ସୀମିତ

ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଏଣିକି ପେପରଲେସ୍‌ ହେବ ଦଲିଲ୍‌ ପଞ୍ଜୀକରଣ । ଏଥିପାଇଁ ପୁରୁଣା ନିୟମରେ ସଂଶୋଧନ କରାଯିବ । ଏହା ସହ ପଞ୍ଜୀକରଣ ଦଲିଲକୁ ମାତ୍ର ୪ ପୃଷ୍ଠାରେ ସୀମିତ ରଖିବାକୁ ପଦକ୍ଷେପ ନେଉଛନ୍ତି ରାଜ୍ୟ ସରକାର…

ଶ୍ରୀ କୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ପାଳିତ

ବୁଗୁଡ଼ା,୦୪/୦୯, ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ):ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଶିଶୁ ବାଟିକା ପକ୍ଷରୁ ଶ୍ରୀ କୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ଆନନ୍ଦ-ଉଲ୍ଲାସରେ ପାଳିତ ହୋଇଯାଇଛି । ଏ ଅବସରରେ ଶିଶୁ ବାଟିକା ବିଭାଗର ରାଧା ଓ କୃଷ୍ଣ ବେଶଧାରୀ…

୧୮ ବର୍ଷ ପରେ ବି ଖୋଲିପାରିନି ରହସ୍ୟ..ଆଜି ପୂରୁଛି ସ୍ୱାମୀଜୀଙ୍କ ୧୮ତମ ବଳିଦାନ ଦିବସ ।

ଜେଏମଜେ ବ୍ୟୁରୋ : ୧୮ ବର୍ଷ ପରେ ବି ଖୋଲିପାରିନି ରହସ୍ୟ। ଆଜି ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ । ୨୦୦୮ ମସିହା ଏହି ପବିତ୍ର ତିଥିରେ ହିଁ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା । ଆଜି…

୯ ଦିନ ପରେ ସୁଡ଼ଙ୍ଗ ଭିତରୁ ଜୀବନ୍ତ ଉଦ୍ଧାର ୨ ଜଣ!

ଜେଏମଜେ ବ୍ୟୁରୋ : ନେପାଳରେ ଅଗଷ୍ଟ ୨୬ରେ ଆସିଥିବା ଭୟଙ୍କର ବନ୍ୟା ପରେ ଚାଲିଥିବା ଉଦ୍ଧାର ଅଭିଯାନ ମଧ୍ୟରେ ଆସିଛି ଏକ ଆଶ୍ୱସ୍ତିକର ଖବର। ଭୟଙ୍କର ବନ୍ୟାର ୯ ଦିନ ପରେ ତ୍ରିଶୁଳୀ-୩ ‘ଏ’ ଜଳବିଦ୍ୟୁତ ପ୍ରକଳ୍ପର ସୁଡ଼ଙ୍ଗ ଭିତରୁ ଦୁଇ…

IAS ପାହ୍ୟାକୁ ପଦନ୍ନୋତି ହେଲେ ୧୪ OAS ଅଫିସର

ଭୁବନେଶ୍ୱର:ଜେଏମଜେ ନ୍ୟୁଜ : ରାଜ୍ୟର ୧୪ ବରିଷ୍ଠ OASଙ୍କ ପଦୋନ୍ନତି କଲେ ରାଷ୍ଟ୍ରପତି। କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି। ରାଷ୍ଟ୍ରପତିଙ୍କ ଅନୁମୋଦନ କ୍ରମେ ୨୦୨୫ ସିଲେକ୍ଟ ଲିଷ୍ଟ ଆଧାରରେ ପଦନ୍ନୋତି ହୋଇଛି। ଓଡ଼ିଶା ରାଜ୍ୟ…

ଆଜି ଜନ୍ମାଷ୍ଟମୀ..ପୁର ଠୁ ପଲ୍ଲୀ ସବୁଠି କୃଷ୍ଣ ମୟ…

ଭୁବନେଶ୍ଵର: ଆଜି ପବିତ୍ର ଜନ୍ମାଷ୍ଟମୀ । ପ୍ରଭୁ ବିଷ୍ଣୁଙ୍କର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମତିଥି । ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ ହୁଏ ଜନ୍ମାଷ୍ଟମୀ । ଏହି ଅବସରରେ ରାଜ୍ୟର ସମସ୍ତ କୃଷ୍ଣ ମନ୍ଦିର ଉତ୍ସବମୁଖର…

ସମାନ ସମୟରେ ଦିଲ୍ଲୀ ଗ୍ରସ୍ତରେ ଓଡ଼ିଶାର ୩ ମୁଖିଆ: ଜୋର ଧରିଲା ରାଜନୈତିକ ଚର୍ଚ୍ଚା।

ଜେଏମଜେ ବ୍ୟୁରୋ : ଦିଲ୍ଲୀରେ ଓଡ଼ିଶାର ତିନି ମୁଖିଆ । ଗୋଟିଏ ପଟେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଅନ୍ୟପଟେ ବିଜେଡି ମୁଖିଆ ନବୀନ ପଟ୍ଟନାୟକ ଓ ପିସିସି ସଭାପତି ଭକ୍ତ ଚରଣ ଦାସ । ତିନି ପ୍ରମୁଖ ଦଳର ତିନି…

ଗ୍ରାମୀଣ ମେଗା ପାନୀୟଜଳ ଯୋଗାଣ ପ୍ରକଳ୍ପର ଅଗ୍ରଗତି ନେଇ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର : ଜେଏମଜେ ନ୍ୟୁଜ : ଜିଲାରେ ଜଳ ଓ ପରିମଳ ମିଶନ ପକ୍ଷରୁ ଚାଲିଥିବା ଗ୍ରାମୀଣ ମେଗା ପାନୀୟଜଳ ଯୋଗାଣ ପ୍ରକଳ୍ପର ଅଗ୍ରଗତି ନେଇ ଛତ୍ରପୁର ସ୍ଥିତ ଜିଲାପାଳ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ…

ଗୁରୁ ଦିବସ: ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିବ ବିଶେଷ ସମ୍ମାନ: ସମସ୍ତ DEO ଙ୍କୁ ଗଣଶିକ୍ଷା ବିଭାଗ ର ଚିଠି

ଭୁବନେଶ୍ୱର : ଜେଏମଜେ ନ୍ୟୁଜ ରାଜ୍ୟର ସମସ୍ତ ବିଦ୍ୟାଳୟରେ ଆଗାମୀ ‘ଗୁରୁ ଦିବସ-୨୦୨୬’ ଆଡ଼ମ୍ବର ସହକାରେ ପାଳନ କରାଯିବ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ସମସ୍ତ ଜିଲା ଶିକ୍ଷା ଅଧିକାରୀ (DEO)ଙ୍କୁ ସ୍ବତନ୍ତ୍ର ଚିଠି ଲେଖି ଆବଶ୍ୟକ ନିର୍ଦ୍ଦେଶନାମା ଜାରି…