ସାଇବର ଠକେଇ ଏବଂ ଡିଜିଟାଲ ଗିରଫ ସଚେତନତା କାର୍ଯ୍ୟକ୍ରମ

ବୁଗୁଡ଼ା: ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ):ବୁଗୁଡ଼ା ପୋଲିସ ଥାନା ଅଧିନସ୍ଥ ବାଲିପଦର ଫାଣ୍ଡି ପରିସରରେ ବରିଷ୍ଠ ନାଗରିକମାନଙ୍କ ପାଇଁ ଏକ “ସାଇବର ଠକେଇ ଏବଂ ଡିଜିଟାଲ ଗିରଫ ସଚେତନତା କାର୍ଯ୍ୟକ୍ରମ” ଆୟୋଜନ କରାଯାଇଥିଲା। ପ୍ରାୟ ୫୦ ଜଣ ବରିଷ୍ଠ ନାଗରିକ ଏହି…

୨୬ କିଲୋଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ

ବୌଦ୍ଧ: ଜେଏମଜେ ନ୍ୟୁଜ : ( ପୂର୍ଣ୍ଣ ଚରଣ ସାହୁ )ବୌଦ୍ଧ ଅବକାରୀ ବିଭାଗ ପକ୍ଷରୁ ମାଦକଦ୍ରବ୍ୟ ବିରୋଧୀ ଅଭିଯାନକୁ ଜୋରଦାର କରାଯାଇଥିବା ବେଳେ ମନମୁଣ୍ଡା ଥାନା ଅନ୍ତର୍ଗତ ଲୁମୁରୁଜେନା ଗ୍ରାମରେ ଚଢ଼ାଉ କରାଯାଇ ୨୬ କିଲୋଗ୍ରାମ ଗଞ୍ଜେଇ ଜବତ କରାଯାଇଛି।…

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର, ପପଙ୍ଗା କଲୋନୀରେ ରକ୍ଷାବନ୍ଧନ ଉତ୍ସବ ପାଳିତ

ବରଗଡ଼ : ଜେଏମଜେ ନ୍ୟୁଜ : (କ୍ଷମାନିଧି ବଣ୍ଡୁକି ): ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର, ପପଙ୍ଗା କଲୋନୀ ପରିସରରେ ଆଜି ରକ୍ଷାବନ୍ଧନ ଉତ୍ସବ ଆନନ୍ଦ ଓ ଉତ୍ସାହର ସହିତ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ମାନନୀୟ ଉମାକାନ୍ତ…

ଗଞ୍ଜାମରେ ମୁଖ୍ୟମନ୍ତ୍ରୀ…୧୩୭୧ ପରିବାର ପାଇଁ ୭୫.୬୦ କୋଟିର ପ୍ୟାକେଜ୍ ଘୋଷଣା

ଭୁବନେଶ୍ୱର: ଜେଏମଜେ ନ୍ୟୁଜ : ଦୀର୍ଘ ବର୍ଷର ଅପେକ୍ଷା ଓ ସଂଘର୍ଷ ପରେ ଗୋଳାବନ୍ଧର ନୋଳିଆ ବିସ୍ଥାପିତ ପରିବାରଙ୍କ ଅପେକ୍ଷାର ଅନ୍ତ ଘଟିଛି। ଗଞ୍ଜାମ ଜିଲ୍ଲା ଗୋଳାବନ୍ଧଠାରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୋଳାବନ୍ଧର…

ବୁଗୁଡ଼ାରେ ଶ୍ରୀବଳଦେବ ସ୍ୱାମୀଙ୍କ ଜନ୍ମୋତ୍ସବ ପାଳିତ

ବୁଗୁଡ଼ା: ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ସ୍ଥାନୀୟ ବଳଦେବ ମନ୍ଦିର ପ୍ରାଙ୍ଗଣରେ ଶ୍ରାବଣ ପୂର୍ଣ୍ଣିମା ତଥା ଗହ୍ମା ପୂର୍ଣ୍ଣିମା ପବିତ୍ର ଅବସରରେ ବଡ଼ ଠାକୁର ଶ୍ରୀ ବଳଦେବ ସ୍ୱାମୀଙ୍କ ଜନ୍ମୋତ୍ସବ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଉତ୍ସାହର ସହ ପାଳିତ ହୋଇଯାଇଛି।ଏହି ଅବସରରେ…

ଓଡ଼ିଶାରେ ପ୍ରାୟ ୨୦ ଲକ୍ଷ ଗାଡ଼ିର ଆର୍‌ସି ବାତିଲ୍‌

ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ପୁରୁଣା ଗାଡ଼ି ମାଲିକଙ୍କ ପାଇଁ ବଢ଼ିଲା ଚିନ୍ତା । କେନ୍ଦ୍ର ସରକାରଙ୍କ ସଡ଼କ ପରିବହନ ମନ୍ତ୍ରଣାଳୟର ନୂଆ ନୀତିକୁ ନେଇ ଚର୍ଚ୍ଚା ଜୋର ଧରିଛି । ଭେଇକିଲ୍ କ୍ଲାସିଫିକେସନ୍‌ ନୀତି ଅନୁସାରେ କାଗଜପତ୍ର ନବୀକରଣ…

ସେପ୍ଟେମ୍ବର ୩ ରୁ ରାଜଧାନୀରୁ ମାଲକାନଗିରିକୁ ସିଧାସଳଖ ବିମାନ ସେବା ଆରମ୍ଭ

ମାଲକାନଗିରି : ଜେଏମଜେ ନ୍ୟୁଜ : ମାଲକାନଗିରି ଜିଲ୍ଲାବାସୀଙ୍କ ପାଇଁ ଖୁସି ଖବର । ବିମାନ ସେବା କ୍ଷେତ୍ରରେ ଆଉ ପାଦେ ଆଗେଇଲା ରାଜ୍ୟ । ଦୀର୍ଘ ବର୍ଷ ଅପେକ୍ଷା ପରେ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ମାଲକାନଗିରି ବାସୀଙ୍କ ପାଇଁ…

ଗଛକୁ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ରୀଛାତ୍ର

ଭଞ୍ଜନଗର : ଜେଏମଜେ ନ୍ୟୁଜ : ଗଛ ଓ ମଣିଷର ସମ୍ପର୍କକୁ ଦୃଢ଼ କରିବା ସହ ପରିବେଶ ସୁରକ୍ଷାର ବାର୍ତ୍ତା ଦେବା ଲକ୍ଷ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ନିଆରା ଢଙ୍ଗରେ ରାକ୍ଷୀ ପୂର୍ଣ୍ଣିମା ପାଳିତ…

ନେପାଳର ମହାପ୍ରଳୟ ବନ୍ୟାରେ ୩୦୦ ଜଣ ଭାରତୀୟ ନିଖୋଜ।

ନୂଆଦିଲ୍ଲୀ : ଜେଏମଜେ ନ୍ୟୁଜ : ହଠାତ୍ ଆସିଲା ଆଉ ଆଖି ପିଛୁଳାକେ ସବୁ କିଛି ଶେଷ ହୋଇଗଲା। କିଏ କିଛି ବୁଝିବା ଆଗରୁ ପ୍ରକୃତିର କରାଳ ରୂପରେ ସବୁ କିଛି ହଜି ଯାଇଥିଲା। ନେପାଳରେ ଜଳ ପ୍ରଳୟରେ ଦୃଶ୍ୟ ଖୁବ୍…

ପୂର୍ବତନ ଡିଜିପି ୱାଇ.ବି ଖୁରାନିଆଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ପୂର୍ବତନ ପୋଲିସ ମହାନିର୍ଦ୍ଦେଶକ(DGP)ଯୋଗେଶ ବାହାଦୂର ଖୁରାନିଆଙ୍କୁ କାରଣ ଦର୍ଶାଅ ନୋଟିସ । କୋର୍ଟଙ୍କ ଆଦେଶ କାର୍ଯ୍ୟକାରୀ ନହେବା ଏବଂ ଅଦାଲତ ଅବମାନନା ଅଭିଯୋଗରେ ତାଙ୍କ ବିରୋଧରେ ନୋଟିସ ଜାତି କରିଛନ୍ତି ମାନ୍ୟବର ଓଡିଶା ହାଇକୋର୍ଟ…