ବିପର୍ଯ୍ୟୟର ଚିତ୍ର: କମିଛି ବର୍ଷା, ବଢୁଛି ଦୁଦର୍ଶା;ଚିନ୍ତାରେ ଚାଷୀକୁଳ ଓ ଜନତା

ଗୋଲାମୁଣ୍ଡା:ଜେଏମଜେ ନ୍ୟୁଜ (ପିତାମ୍ବର ବେହେରା)ଲଘୁଚାପ ଜନିତ ପ୍ରଳୟଙ୍କରୀ ଲଗାଣ ବର୍ଷାର ପ୍ରକୋପ ସିନା କମିଛି, ହେଲେ କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକବାସୀଙ୍କ ପାଇଁ ଏହା ସାଉଁଟି ଦେଇଯାଇଛି ଅସହ୍ୟ ଦୁର୍ଦ୍ଦଶା। ଚଳିତ ଲଗାଣ ବର୍ଷାରେ ଗୋଲାମୁଣ୍ଡା ବ୍ଲକରେ ଜିଲ୍ଲାର ସର୍ବାଧିକ ୧୦୨…

ପ୍ରଶାସନଙ୍କ ସେବାରେ ବ୍ୟବହାର ହେବ ଏଆଇ

ସୁବର୍ଣ୍ଣପୁର: ଜେଏମଜେ ନ୍ୟୁଜ (ଚୈତନ୍ୟ ଭୁକ୍ତା ): ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ, ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେସନ୍ ସେଣ୍ଟର (OCAC) ଏବଂ ଓଡ଼ିଶା ନଲେଜ୍ କର୍ପୋରେସନ୍ ଲିମିଟେଡ୍ (OKCL) ଙ୍କ ମିଳିତ ଆୟୋଜନରେ ଜିଲ୍ଲା କଲେକ୍ଟରେଟ୍ ସମ୍ମିଳନୀ କକ୍ଷରେ “AI Tools for…

ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଚାପଗ୍ରସ୍ତ ହୋଇ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଛନ୍ତି। ମଙ୍ଗଳବାର ଦିଲ୍ଲୀରୁ ବାହାରି ସକାଳ ୧୧ ଟାରେ…

ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

ଜେଏମଜେ ନ୍ୟୁଜ : ଅବସରପ୍ରାପ୍ତ ଅଣ-ଗେଜେଟେଡ୍ ଏବଂ ଗେଜେଟେଡ୍ ଦିଲ୍ଲୀ ପୁଲିସ ଅଧିକାରୀଙ୍କ ସଂଗଠନ, ଦିଲ୍ଲୀ ପୁଲିସ ମହାସଂଘ, ଜୁଲାଇ ୩୧ ରେ ପୂର୍ବାହ୍ନ ୧୧ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜନ୍ତରମନ୍ତରରେ ଏକ ଶାନ୍ତିପୂର୍ଣ୍ଣ ଦିନିକିଆ ଧାରଣା ପାଇଁ ପୁଲିସ କମିସନରଙ୍କୁ…

CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ତଦନ୍ତ କମିସନ ଫାଇଲ୍ ଗାଏବ ହେବା ଘଟଣାରେ ରାଜ୍ୟ ବିଜେପି ପକ୍ଷରୁ କଡ଼ା ପ୍ରତିକ୍ରିୟା ପ୍ରକାଶ ପାଇଛି । ଏହି ସମ୍ବେଦନଶୀଳ ମାମଲାରେ ଯେଉଁମାନେ ଦୋଷୀ ସେମାନେ ଜେଲ୍ ଯିବେ ଏବଂ ଏତଲାରେ ନାମ…

CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିସନ ଫାଇଲ ହଜିବା ମାମଲାରେ ଏବେ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ସମ୍ବେଦନଶୀଳ ଘଟଣାରେ ଆଜି ଏକ ବଡ଼ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ।…

କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

ଜେଏମଜେ ବ୍ୟୁରୋ : ରାଜଧାନୀ ଦିଲ୍ଲୀର ଜନ୍ତରମନ୍ତରରେ କକ୍ରୋଚ୍ ଜନତା ପାର୍ଟି(ସିଜେପି) ପକ୍ଷରୁ ବିକ୍ଷୋଭ ସମୟରେ, ପୁଲିସ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଲାଠିଚାର୍ଜ କରିଥିଲା ଏବଂ ଲୁହ ବୁହା ଗ୍ୟାସ୍ ମଧ୍ୟ ପ୍ରୟୋଗ କରିଥିଲା। ଏହି ମାମଲାର ଶୁଣାଣିରେ ସୁପ୍ରିମକୋର୍ଟରେ…

ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

କୋଦଳା : ଜେଏମଜେ ନ୍ୟୁଜ (ଭଗବାନ ପାଢ଼ୀ ): ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ ଟଙ୍କା.. ତାହା ପୁଣି ସରକାରୀ ଟଙ୍କା।ବିଜେପି ରଙ୍ଗ, ବିଜେପି ଚିହ୍ନ, ଲଗାଇ ନେତା ମନ୍ତ୍ରୀ ଙ୍କୁ ଖୁସି କରାଇବାକୁ ଅଧ୍ୟକ୍ଷ ଓ…