ଶ୍ରୀ ହନୁମାନ ସ୍ୱେଚ୍ଛାସେବୀ ଯୁବକ ସଙ୍ଘ ତରଫରୁ ୧୯ ତମ ମହା ବିଷୁବ ପଣା ସଂକ୍ରାନ୍ତି

ଭଞ୍ଜନଗର : ଜେଏମଜେ ନ୍ୟୁଜ (ପୁରୁଷୋତ୍ତମ ମହାପାତ୍ର ): ଭଞ୍ଜନଗର ସହର ତଥା ଏହାର ଆଖପାଖ ଅଞ୍ଚଳରେ ପ୍ରଭୁ ଶ୍ରୀରାମଙ୍କ ପରମଭକ୍ତ ହନୁମାନଙ୍କ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣାସଂକ୍ରାନ୍ତି ତଥା ଓଡ଼ିଆ ନୂତନ ବର୍ଷ ମହାସମାରୋହରେ ପାଳିତ ହୋଇଯାଇଛି।ଭଞ୍ଜନଗର ସହର…

ଗଞ୍ଜାମ ପ୍ରସିଦ୍ଧ ଦଣ୍ଡ ଯାତ୍ରା ଉଦଯାପିତ

ବୁଗୁଡ଼ା,୧୪/୦୪ ଜେଏମଜେ ନ୍ୟୁୁଜ(ସୋରେନ କୁମାର ପ୍ରଧାନ):ବୁଗୁଡ଼ା ବ୍ଲକର ବିଭିନ୍ନ ଗ୍ରାମରେ ଦଣ୍ଡଯାତ୍ରା, ପଣା ସଂକ୍ରାନ୍ତି ଓ ଓଡିଆ ନବବର୍ଷ ବହୁ ଆଡ଼ମ୍ବର ସହକାରେ ପାଳିତ ହୋଇଯାଇଛି ।ଏହାସହ ଶେଷ ହୋଇଯାଇଛି ଦୀର୍ଘ ୨୧ଦିନ ଧରି ଚାଲିଥିବା ପ୍ରସିଦ୍ଧ ଦଣ୍ଡଯାତ୍ରା । ଏଥିସହ…

ପୁରୁଷୋତ୍ତମପୁରରେ ଧୂମଧାମରେ ମା’ ଦଣ୍ଡକାଳୀଙ୍କ ମେରୁ ଯାତ୍ରା ଉଦଯାପିତ

ପୁରୁଷୋତ୍ତମପୁର, ଜେଏମଜେ ନ୍ୟୁଜ(ସୁଶାନ୍ତ ପାଢ଼ୀ):: ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ସହରରେ ପ୍ରସିଦ୍ଧ ମା’ ଦଣ୍ଡକାଳୀଙ୍କ ମେରୁ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ଅବସରରେ ଭକ୍ତିମୟ ପରିବେଶରେ ଉଦ୍‌ଯାପିତ ହୋଇଛି। ପୁରୁଷୋତ୍ତମପୁର ସହର ସାରା ଦିନ ଧରି ଆଧ୍ୟାତ୍ମିକ ମାହୋଲରେ ମଗ୍ନ ରହିଥିଲା।…

ବିଲ୍ ବାକି ଥିଲେ ବି କାଟିପାରିବେନି ବିଦ୍ୟୁତ ସଂଯୋଗ: ଶକ୍ତିମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ବିଲ୍ ବାକି ଥିଲେ ବି କାଟିପାରିବେନି ବିଦ୍ୟୁତ ସଂଯୋଗ, ବିତରଣ କମ୍ପାନୀଙ୍କୁ ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତିମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ।ବିଲ୍ ବାକି ଥିଲେ ବି କଟିବନି ବିଜୁଳି..ବିଦ୍ୟୁତ୍ ବିତରଣ କମ୍ପାନୀ ମାନଙ୍କୁ ନିର୍ଦ୍ଦେଶ. ଦେଲେ ଉପମୁଖ୍ୟମନ୍ତ୍ରୀ…

ଅମୃତ ପିଢ଼ି ସାରସ୍ୱତ ସମାରୋହ ଅନୁଷ୍ଠିତ 

  କବିସୂର୍ଯ୍ୟନଗର : ଓଡ଼ିଆ ପକ୍ଷ – 2026 ପାଳନ ଅବସରରେ ଆଜି କବିସୂର୍ଯ୍ୟନଗର ପୌର ପରିଷଦ ଆନୁକୂଲ୍ୟରେ କବିସୂର୍ଯ୍ୟନଗର ଅଂଚଳର ବହୁ କବି କବୟତ୍ରୀ, ସାହିତ୍ୟିକ, ଲେଖକ ଙ୍କୁ ନେଇ ଅମୃତ ପିଢ଼ି ସାରସ୍ୱତ ସମାରୋହ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟ ନିର୍ବାହୀ…

ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ

ଭୁବନେଶ୍ବର: ଜେଏମଜେ ନ୍ୟୁଜ : ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ । ଆଜି ମାଟ୍ରିକ ପରୀକ୍ଷା ଖାତା ଦେଖା ସରିବ । ରେଜଲ୍ଟ ବାହାରିବା…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ:ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର: ଜେଏମଜେ ନ୍ୟୁଜ : ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି। ଏପ୍ରିଲ ୧ ପର୍ଯ୍ୟନ୍ତ PUCC କୋହଳ କରାଯାଇଥିଲା। PUCC…

ମହିଳା ମାଓବାଦୀ ମୋଙ୍ଗଡ଼ିଙ୍କ ଆତ୍ମସମର୍ପଣ;

ରାଉରକେଲା: ଜେଏମଜେ ନ୍ୟୁଜ : ଜଣେ ମହିଳା ମାଓବାଦୀ ରାଉରକେଲା ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି । ସୂଚନାଥାଉକି, ସେ ସୁନ୍ଦରଗଡ଼ ଜିଲ୍ଲାରେ ଘଟିଥିବା ବାଙ୍କୋ ଖଣିରୁ ୫ ହଜାର କେଜି ବିସ୍ଫୋରକ ଲୁଟ୍ ଘଟଣାରେ ସଂପୃକ୍ତ ଥିଲେ। ଆତ୍ମସମର୍ପଣ କରିଥିବା…

ଓଡ଼ିଆ ପକ୍ଷ-୨୦୨୬: ଏପ୍ରିଲ ୧ରୁ ୧୪ ଦିନ ଧରି ପାଳନ ହେବ

ଭୁବନେଶ୍ୱର: ଜେଏମଜେ ନ୍ୟୁଜ : ଓଡ଼ିଶାର ସମୃଦ୍ଧ ସଂସ୍କୃତି ଏବଂ ପରମ୍ପରାକୁ ନିଜର ଦୈନନ୍ଦିନ ଜୀବନର ଅଂଶବିଶେଷ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆହ୍ୱାନ କ୍ରମେ ଗତ ବର୍ଷ ୨୦୨୫ ମସିହାରେ ସାରା ରାଜ୍ୟରେ ପ୍ରଥମ ଥର…

30 ଜିଲ୍ଲାପାଳଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ।

ଜେଏମଜେ ବ୍ୟୁରୋ : ପଶ୍ଚିମ ଏସିଆ ପରିସ୍ଥିତି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭିଡିଓ କନଫରେନ୍ସ ମାଧ୍ୟମରେ ଜିଲ୍ଲାପାଳମାନଙ୍କ ସହ ରାଜ୍ୟରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଯୋଗାଣ ସମ୍ପର୍କରେ ସମୀକ୍ଷା କରିଛନ୍ତି I ଏନ୍‌ଫୋର୍ସମେଣ୍ଟ ସ୍କ୍ୱାଡ୍‌କୁ ୨୪ ଘଣ୍ଟିଆ ଆକ୍ସନ୍…