ଯାତ୍ରୀବାହି ବସ ରୁ 7 ଲକ୍ଷ ଟଙ୍କାର ଗୁଟଖା ଜବତ
ବ୍ରହ୍ମପୁର : ଜେଏମଜେ ନ୍ୟୁଜ (ତପେନ୍ଦ୍ର ଡାକୁଆ ): ଏକ ଘରୋଇ ଯାତ୍ରୀବାହି ବସ ରୁ 7 ଲକ୍ଷ ଟଙ୍କାର ଗୁଟଖା ଜବତ କଲା ଗଜପତି ଜିଲ୍ଲା ଅଡବା ଥାନା ପୋଲିସ l କାମଧେନୁ ନାମକ ଘରୋଇ ବସ ବ୍ରହ୍ମପୁର ରୁ…
ପୋଲସରା ରେ “ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ
ପୋଲସରା :ଜେଏମଜେ ନ୍ୟୁଜ : ପୋଲସରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ ହୋଇଛି। ରବିବାର ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଳିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାଫେର ଶୁଭାରମ୍ଭ କରିଥିଲେ।ସ୍ୱାସ୍ଥ୍ୟକେନ୍ଦ୍ରକୁ ଆସୁଥିବା…
ପୁଲିସ ଇନ୍ସପେକ୍ଟରଙ୍କୁ ଗାଳି ଓ ଧମକ: ଗଞ୍ଜାମ ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ଗିରଫ
ବ୍ରହ୍ମପୁର : ଜେଏମଜେ ନ୍ୟୁଜ : ପୁଲିସ ଇନ୍ସପେକ୍ଟରଙ୍କୁ ଗାଳିଗୁଲଜ ସହ ଧମକ ଦେବା ଅଭିଯୋଗରେ ଗୋପାଳପୁର ପୁଲିସ ବିଜେପିର ଗଞ୍ଜାମ ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି ସୋମନାଥ ପାତ୍ରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଜାମିନ୍ ନାମଞ୍ଜୁର…
ବିଜୁ ଛାତ୍ର ଜନତା ଦଳ ଏବଂ ବିଜୁ ଯୁବ ଜନତା ଦଳର ଜିଲ୍ଲା ଓ କାର୍ଯ୍ୟକାରୀ ସଭାପତି ନିଯୁକ୍ତ
ଭୁବନେଶ୍ବର: ଜେଏମଜେ ନ୍ୟୁଜ : ବିଜେଡି ପକ୍ଷରୁ ସଂଗଠନକୁ ମଜବୁତ କରିବା ପାଇଁ ପଦକ୍ଷେପ ନିଆଯାଇଛି। ବିଜୁ ଛାତ୍ର ଜନତା ଦଳ, ବିଜୁ ଯୁବ ଜନତା ଦଳ ଓ ବିଜୁ ମହିଳା ଜନତା ଦଳର ବିଭିନ୍ନ ଜିଲ୍ଲା ପାଇଁ ନୂତନ ଜିଲ୍ଲା…
ଜନ୍ହାପଙ୍କ ଠାରେ ମାର୍କେଟ କମ୍ପ୍ଲେକ୍ସର ଉଦଘାଟନ କଲେ ସରକାରୀ ଦଳ ମୁଖ୍ୟ ସଚେତକ
ବୌଦ୍ଧ : ଜେଏମଜେ ନ୍ୟୁଜ : (ପୂର୍ଣ୍ଣ ଚରଣ ସାହୁ )ବୌଦ୍ଧ ବ୍ଲକ ଖୁଣ୍ଟବନ୍ଧ ପଂଚାୟତ ଅନ୍ତର୍ଗତ ଜନ୍ହାପଙ୍କ ମାରୁତି ଯୁବକ ସଂଘ ନିକଟରେ ନିର୍ମାଣ କରାଯାଇଥିବା ୩ ଗୋଟି ଦୋକାନ ଗୃହ ବିଶିଷ୍ଟ ମାର୍କେଟ କମ୍ପ୍ଲେକ୍ସକୁ ଉଦଘାଟନ କରିଛନ୍ତି ମୁଖ୍ୟ…
କଣ୍ଟାମାଳ ହାଇସ୍କୁଲରେ ବଜ୍ରପାତ ପ୍ରତି ସାବଧାନତା କାର୍ଯ୍ୟକ୍ରମ
ବୌଦ୍ଧ : ଜେଏମଜେ ନ୍ୟୁଜ : (ପୂର୍ଣ୍ଣ ଚରଣ ସାହୁ )କଣ୍ଟାମାଳ ସରକାରୀ ଉଚ୍ଚ ବିଦ୍ୟାଳୟରେ ଜୁନିଅର ରେଡ଼କ୍ରସ୍ (JRC) ତରଫରୁ ବଜ୍ରପାତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନଶିକ୍ଷକ ମନୋରଂଜନ ପ୍ରଧାନଙ୍କର ପ୍ରତ୍ୟକ୍ଷ ତତ୍ତ୍ୱବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିପତ୍ତି ଓ…
ଏନ ଜି ଓ ସି ସି ର ସାଧାରଣ ଅଧିବେଶନ ପାଇଁ ପ୍ରସ୍ତୁତି ବୈଠକ
ବୌଦ୍ଧ : ଜେଏମଜେ ନ୍ୟୁଜ : (ପୂର୍ଣ୍ଣ ଚରଣ ସାହୁ )ବୌଦ୍ଧ ଜିଲ୍ଲା ଅଣଗେଜେଟେଡ କର୍ମଚାରୀ ସମନ୍ଵୟ ସମିତିର ଏକ ଜରୁରୀ ବୈଠକ ସଭାପତି ଜିତେନ୍ଦ୍ର କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ସମିତି ସହ ଅନୁବନ୍ଧିତ ବିଭିନ୍ନ…
ଗଞ୍ଜାମରେ ବିନା ଅନୁମତିରେ ଶୋଭାଯାତ୍ରା ମନା
ଛତ୍ରପୁର :ଜେଏମଜେ ନ୍ୟୁଜ : ଗଞ୍ଜାମ ପୋଲିସ ଜିଲ୍ଲାରେ ୯୦ ଦିନ ପାଇଁ ଲାଗୁ ହେଲା ଧାରା ୩୦। ଏହା ଅନୁଯାୟୀ କୌଣସି ସଭା ସମିତି, ଶୋଭାଯାତ୍ରା ଓ ଜନସମାବେଶ କରିବାକୁ ହେଲେ ସମ୍ପୃକ୍ତ ଏସଡିପିଓ କିମ୍ବା ଥାନା ଅଧିକାରୀଙ୍କ ଅନୁମତି…
ଆଇପିଏସ୍ ସ୍ତରରେ ଅଦଳବଦଳ, ଆଶିଷ ସିଂହ ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି
ଭୁବନେଶ୍ୱର : ଜେଏମଜେ ନ୍ୟୁଜ ରାଜ୍ୟ ସରକାର ବରିଷ୍ଠ ଆଇପିଏସସ୍ତରରେ ଏକ ଅଦଳବଦଳ କରିଛନ୍ତି । କେନ୍ଦ୍ରୀୟ ଡେପୁଟେସନରୁ ଫେରିବା ପରେ ଆଶିଷ ସିଂହଙ୍କୁ ସରକାର ଉତ୍ତର କେନ୍ଦ୍ରାଞ୍ଚଳର ଡିଆଇଜି ଭାବେ ଅବସ୍ଥାପିତ କରିଛନ୍ତି । ଚରଣ ସିଂହ ମୀନାଙ୍କୁ ଉତ୍ତରାଞ୍ଚଳ…
ସୁଭଦ୍ରାର ୫ମ କିସ୍ତି ପ୍ରଦାନ ପାଇଁ ସମୀକ୍ଷା ବୈଠକ ଅନୁଷ୍ଠିତ
ଭୁବନେଶ୍ୱର: ଜେଏମଜେ ନ୍ୟୁଜ : ଆସନ୍ତା ୨୮ ଅଗଷ୍ଟ ୨୦୨୬, ରାଖୀ ପୂର୍ଣ୍ଣିମା ଅବସରରେ ନୟାଗଡ଼ ଜିଲ୍ଲାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରାଯିବାକୁ ଥିବା ପରିପ୍ରେକ୍ଷୀରେ ଆଜି ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତିମୂଳକ…
















