ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ
ଆଉ ୩ ଦିନ ପରେ ମଞ୍ଚରେ ମଞ୍ଚସ୍ଥ ହୋଇଥାନ୍ତା ନାଟକ । ଗଣେଜ ପୂଜା ଉପଲକ୍ଷେ ନାଟକ ମଞ୍ଚସ୍ଥ ପାଇଁ ରିହର୍ସଲ ଚାଲିଥିବା ବେଳେ ଅଭାବନୀୟ ଘଟଣା ଘଟିଛି । ଦୁଇ ଯୁବକଙ୍କ ଛୁରାମାଡ଼ରେ ଜଣେ ଯାତ୍ରା କଳାକାରଙ୍କ ମୃତ୍ୟୁ ହୋଇଛି…
ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ
ଜେଏମଜେ ବ୍ୟୁରୋ : ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ନୂଆଖାଇ ପାଇଁ ସାରା ଅଞ୍ଚଳ ଉତ୍ସବମୁଖର । ଗାଁଠୁ ସହର, ସବୁଠି ଦେଖିବାକୁ ମିଳୁଛି ଆନନ୍ଦ ଓ ଉତ୍ସାହର ମାହୋଲ।ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ନିର୍ଦ୍ଧାରିତ ଲଗ୍ନ…
ଢେମ୍ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା
ଜେଏମଜେ ବ୍ୟୁରୋ : ଆଜି ରାଷ୍ଟ୍ରପତି ଭବନରେ ସ୍ୱତନ୍ତ୍ର ‘ନୂଆଁଖାଇ’ ଉତ୍ସବ ପାଳନ କରାଯିବ । ଏଥିଲାଗି ସ୍ୱତନ୍ତ୍ର ଡକରା ପାଇ ନୂଆଦିଲ୍ଲୀ ଗସ୍ତ କରିଛନ୍ତି ଓଡ଼ିଶାର ୫ଟି ସାଂସ୍କୃତିକ ଦଳ । ସେ ଭିତରେ ରହିଛନ୍ତି ଅବିଭକ୍ତ କୋରାପୁଟ ଜିଲ୍ଲାର…
ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ
ଜେଏମଜେ ବ୍ୟୁରୋ : ରାତି ପାହିଲେ ଉତ୍ସବ ମୁଖର ହୋଇଉଠିବ ପଶ୍ଚିମ ଓଡ଼ିଶା । ଘରେ ଘରେ ପାଳନ ହେବ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ । ଚାଲିବ ପୂଜାର୍ଚ୍ଚନା, ସପରିବାର ଏକାଠି ବସି ନବାନ୍ନ ଭକ୍ଷଣ କରିବେ । ତା ସହ…
ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର
ସମ୍ବଲପୁର :ଜେଏମଜେ ନ୍ୟୁଜ : ସମ୍ବଲପୁର ସହରର ଦେହେରିପାଲି ଅଞ୍ଚଳରେ ଏକ ବଡ଼ ଧରଣର ଅଘଟଣ ଘଟିଯାଇଛି । ସ୍ଥାନୀୟ ଗଣେଶ ପୂଜା ପେଣ୍ଡାଲରେ ହଠାତ୍ ଭୟଙ୍କର ନିଆଁ ଲାଗି ସମଗ୍ର ମଣ୍ଡପ ଜଳିପୋଡ଼ି ଛାରଖାର ହୋଇଯାଇଛି । ଉତ୍ସବର ମାହୋଲ…
ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ
ବ୍ରହ୍ମପୁର : ଜେଏମଜେ ନ୍ୟୁଜ (ଗଜାନନ ତ୍ରିପାଠୀ ): ଉତ୍କଳ ଆଶ୍ରମ ସମ୍ମିଳନୀ କକ୍ଷରେ ଆୟୋଜିତ ଉତ୍କଳ ସମ୍ମିଳନୀ ର ଆଲୋଚନା ସଭା ରେ ଗଞ୍ଜାମ ଜିଲ୍ଲାରେ ଥିବା ପ୍ରତ୍ୟେକ ଅନୁଷ୍ଠାନ ଓ ଦୋକାନ ମାନଙ୍କରେ ଓଡ଼ିଆ ଭାଷା ରେ ଅଗ୍ରାଧିକାର…
ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ
ବ୍ରହ୍ମପୁର : ଜେଏମଜେ ନ୍ୟୁଜ :ଗଞ୍ଜାମ ଜିଲ୍ଲା ଲେଖକ ଲେଖିକା ସାମ୍ମୁଖ୍ୟ ସଭାନେତ୍ରୀ ଶ୍ରୀମତୀ ସ୍ବର୍ଣ୍ଣପ୍ରଭା ମିଶ୍ର ଙ୍କ ଆବାହକତ୍ୱରେ ଏବଂ ଲେଖକ ସାମ୍ମୁଖ୍ୟ ସଭାପତି ହାଡ଼ିବନ୍ଧୁ ମାଳି ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଗଞ୍ଜାମ ଜିଲ୍ଲା ଲେଖକ ସାମ୍ମୁଖ୍ୟ ଓ ଲେଖିକା…
ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା
ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ । ଆସନ୍ତା ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟା ସମ୍ଭାବନା । ଇସ୍ରୋର ସ୍ପେସ୍ ଆପ୍ଲିକେସନ୍ସ ସେଣ୍ଟରର ଆକଳନ ଅନୁସାରେ, ଏହି ତିନି ମାସ ମଧ୍ୟରେ ବଙ୍ଗୋପସାଗର ଓ…
ପିଏମ୍ଶ୍ରୀ ସ୍କୁଲ୍ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ
ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟର ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ବ୍ୟାବହାରିକ ଏବଂ କ୍ଷେତ୍ର-ଭିତ୍ତିକ ଧନ୍ଦାମୂଳକ ଶିକ୍ଷା ପ୍ରଦାନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା)…
ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର
ଜେଏମଜେ ବ୍ୟୁରୋ : ଆସନ୍ତାକାଲି ପବିତ୍ର ଗଣେଶ ଚତୁର୍ଥୀ। ଧରାପୃଷ୍ଠକୁ ଓହ୍ଲାଇବେ ବିଘ୍ନହର୍ତ୍ତା, ସିଦ୍ଧିଦାତା ପ୍ରଭୁ ଶ୍ରୀଗଜାନନ। ବାପ୍ପାଙ୍କ ଆଗମନକୁ ନେଇ ଗାଁଠୁ ସହର ସବୁଠି ଉତ୍ସବମୁଖର ପରିବେଶ। ଶେଷ ପର୍ୟ୍ୟାୟରେ ପହଞ୍ଚିଛି ପୂଜା ମଣ୍ଡପର ସାଜସଜ୍ଜା, ମୂର୍ତ୍ତି କାରିଗର ଦେଉଛନ୍ତି…










