ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ

ଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ରଦ୍ଦ ହେଲା ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି। ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ କଲେ ରାଜ୍ୟପାଳ। ଓଡ଼ିଶା ହାଇକୋର୍ଟଙ୍କୁ ଅବଗତ କଲେ ଆଡ଼ଭୋକେଟ୍ ଜେନେରାଲ୍।ଉତ୍କଳ ବିଶ୍ୱବିଦ୍ୟାଳୟରେ ଭାରପ୍ରାପ୍ତ VC ନିଯୁକ୍ତ ପାଇଥିଲେ। ନିଯୁକ୍ତିକୁ ବେଆଇନ…

ବିକଶିତ ଗାଁ, ବିକଶିତ ଓଡ଼ିଶା ଯୋଜନାକୁ ହାଇକୋର୍ଟଙ୍କ ଝଟକା

ଜେଏମଜେ ବ୍ୟୁରୋ : ବିକଶିତ ଗାଁ, ବିକଶିତ ଓଡ଼ିଶା ଯୋଜନାକୁ ହାଇକୋର୍ଟଙ୍କ ଝଟକା । ଯୋଜନା କାର୍ଯ୍ୟକାରିତା ଉପରେ ଅଙ୍କୁଶ ଲଗାଇଲେ କୋର୍ଟ ।ବିକଶିତ ଗାଁ, ବିକଶିତ ଓଡ଼ିଶା ଯୋଜନାକୁ ହାଇକୋର୍ଟଙ୍କ ଝଟକା ଲାଗିଛି । ଏହି ଯୋଜନାକୁ ଚା‌ଲେଞ୍ଜ କରି…

ଭିଜିଲାନ୍ସ ସ୍କାନରରେ ବିଏମସି ଅଧିକାରୀ

ଜେଏମଜେ ବ୍ୟୁରୋ : ଭିଜିଲାନ୍ସ ସ୍କାନରରେ ବିଏମସି ଅଧିକାରୀ । ଆୟବର୍ହିଭୂତ ସମ୍ପତ୍ତି ରଖିବା ଅଭିଯୋଗରେ ଆଜି ସକାଳୁ ସକାଳୁ ବିଏମସି ନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକଙ୍କ ଘର ରେଡ୍ କରିଛି ଭିଜିଲାନ୍ସ ଟିମ । ନିର୍ବାହୀ ଯନ୍ତ୍ରୀଙ୍କ ଭୁବନେଶ୍ୱର ବଡଗଡ…

ରାଜ୍ୟର ସବୁ ସ୍କୁଲରେ ଲାଗିବ ସିସିଟିଭି, ସ୍ଥାପନା ହେବ ଆଇସିସି କମିଟି..

ଜେଏମଜେ ବ୍ୟୁରୋ : ବର୍ତ୍ତମାନ ରାଜ୍ୟରେ ନାରୀ ସୁରକ୍ଷା ବିଶେଷ କରି ଶିକ୍ଷାକ୍ଷେତ୍ରରେ ଛାତ୍ରୀଙ୍କ ସୁରକ୍ଷା ଏକ ବଡ ପ୍ରଶ୍ନବାଚୀ ସୃଷ୍ଟି କରିଥିବା ବେଳେ, ଏନେଇ ରାଜ୍ୟ ସରକାର ସୁରକ୍ଷା ଏବଂ କଲ୍ୟାଣ ସୁନିଶ୍ଚିତ କରିବା ଲକ୍ଷ୍ୟରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ…

ଧନଖଡ଼ଙ୍କ ଇସ୍ତଫା ପରେ, ସରକାରରୁ ସଂଗଠନ,ବଡ଼ ପରିବର୍ତ୍ତନ ସମ୍ଭାବନା!

ଜେଏମଜେ ବ୍ୟୁରୋ : ଉପରାଷ୍ଟ୍ରପତି  ପଦରୁ ଜଗଦୀପ ଧନଖଡ଼ଙ୍କ ଇସ୍ତଫା ପରେ, କେନ୍ଦ୍ରରେ ଶାସକ ବିଜେପିର ସଂଗଠନ ଏବଂ ସରକାରରେ ଏକ ବଡ଼ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି। ଜଗଦୀପ ଧନଖଡ଼ ଏପରି ଏକ ସମୟରେ  ପଦବୀ ଛାଡିଛନ୍ତି ଯେତେବେଳେ ଦଳ…

ବାଲେଶ୍ବର କଲେଜ ଛାତ୍ରୀଙ୍କ ଜୀବନ ହାରିବା ଘଟଣା ଅତ୍ୟନ୍ତ ଲଜ୍ଜାଜନକ: ସୁପ୍ରିମକୋର୍ଟ

ଜେଏମଜେ ବ୍ୟୁରୋ : ବାଲେଶ୍ବର ଫକୀର ମୋହନ କଲେଜ ଛାତ୍ରୀଙ୍କ ଆତ୍ମାହୁତୀ ଉଦ୍ୟମ ଘଟଣା । ଏହି ଘଟଣାକୁ “ଅତ୍ୟନ୍ତ ଦୁଃଖଦ ଓ ଲଜ୍ଜାଜନକ” ବୋଲି କହିଛନ୍ତି ସୁପ୍ରିମକୋର୍ଟ । ଏହି ଘଟଣାରେ କେନ୍ଦ୍ର ସରକାର ଓ ସମସ୍ତ ପକ୍ଷଙ୍କୁ ଜବାବ…

ରାକ୍ଷୀ ରେ ମିଳିବ ସୁଭଦ୍ରା ର ତୃତୀୟ କିସ୍ତି : କହିଲେ ଉପ ମୁଖ୍ୟମନ୍ତ୍ରୀ

ଜେଏମଜେ ବ୍ୟୁରୋ : ରାକ୍ଷୀରେ ମିଳିବ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି। ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଆସନ୍ତା ୯ ତାରିଖରେ ଓଡ଼ିଶାର ମହିଳା ପାଇବେ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି। ଯେଉଁମାନେ ଦ୍ୱିତୀୟ କିସ୍ତି ପାଇନାହାନ୍ତି…

ଆଉ ଦଶମରେ ବୋର୍ଡ ପରୀକ୍ଷା ନାହିଁ: ସିଧା ଦ୍ବାଦଶରେ ହେବ ବୋର୍ଡ ପରୀକ୍ଷା

ଜେଏମଜେ ବ୍ୟୁରୋ : ବିଜେପି ସରକାର ଆସୁ ଆସୁ ଜାତୀୟ ଶିକ୍ଷା ନୀତି ୨୦୨୦ ଲାଗୁ କରି ଦେଲେ । ଯାହା ଅନୁସାରେ ଆଉ ଦଶମରେ ବୋର୍ଡ ପରୀକ୍ଷା ରହିବ ନାହିଁ । ସିଧା ଦ୍ବାଦଶରେ ବୋର୍ଡ ପରୀକ୍ଷା ହେବ ।…

ଆଇଏଏସ ଓ ଜିଲ୍ଲାପାଳ ସ୍ତରରେ ବଡ଼ ପରିବର୍ତ୍ତନ, ଚଞ୍ଚଳ ରାଣା ବିଏମସି କମିସନର, ଦିବ୍ୟଜ୍ୟୋତି ପରିଡ଼ା ପୁରୀ ଜିଲ୍ଲାପାଳ ଭି. କିର୍ତ୍ତୀ ଭାସନ ହେଲେ ଗଞ୍ଜାମ ଜିଲ୍ଲାପାଳ

ଜେଏମଜେ ବ୍ୟୁରୋ : ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳ ବଦଳ । ରାଜ୍ୟ ସରକାର ପୁଣି ଥରେ ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳ ବଦଳ ପୁଣି ଥରେ କରିଛନ୍ତି । ପୁରୀ ଜିଲ୍ଲାପାଳ ଥିବା ଚଞ୍ଚଳ ରାଣାଙ୍କୁ ଏଥର…

ଜଗଦୀପ ଧନଖଡ଼ ଙ୍କ ଇସ୍ତଫା ପ୍ରସଙ୍ଗ.. କଂଗ୍ରେସ କହିଲା ‘ପରଦା ପଛରେ ଅନ୍ୟ କିଛି କାରଣ ରହିଛି’

ଜେଏମଜେ ବ୍ୟୁରୋ : ଉପରାଷ୍ଟ୍ରପତି ପଦରୁ ଜଗଦୀପ ଧନଖଡ଼ଙ୍କ ଇସ୍ତଫା ପରେ ଦେଶରେ ରାଜନୀତି ତୀବ୍ର ହୋଇଯାଇଛି। ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଜଗଦୀପ ଦେଇଥିବା ଇସ୍ତଫାପତ୍ରକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁର କରି ଦେଇଛନ୍ତି। ଜଗଦୀପଙ୍କ ଇସ୍ତଫାପତ୍ରକୁ ନେଇ କଂଗ୍ରେସ କେନ୍ଦ୍ର…