ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି
ଜେଏମଜେ ବ୍ୟୁରୋ : ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୬ର ହାଇ-ଭୋଲଟେଜ୍ ଲଢ଼େଇ ପରେ ଆଜି ସମସ୍ତଙ୍କ ନଜର ଭୋଟ୍ ଗଣତି ଉପରେ ରହିଛି । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ତୃଣମୂଳ କଂଗ୍ରେସ (TMC) ଏବଂ ଭାରତୀୟ ଜନତା ପାର୍ଟି (BJP)…
ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।
ଗତକାଲି ରାତିରେ ବିବାହ ପ୍ରୋଶେସନକୁ ନେଇ ଘଟିଥିଲା ଘଟଣା । ପୋଲସରା ଥାନା ବାଲିଘାଇ ଗାଁରେ ଯୁବକକୁ ହତ୍ୟା ଘଟଣା । ମୃତ ଦେହକୁ ରଖି ରାସ୍ତାରୋକ ।ପୋଲସରା-ବୁଢାମ୍ଵ ଗାଡି ଚଳାଚଳ ବନ୍ଦ । ପୋଲସରା: ଜେଏମଜେ ବ୍ୟୁଇବଡ଼ ଭାଇର ବାହାଘରରେ ସାନଭାଇଙ୍କୁ…
ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା
ଭୁବନେଶ୍ୱର, ୨୧।୪ : ଭାରତୀୟ ସମ୍ବିଧାନର ଦଶମ ଅନୁସୂଚୀ ଅନୁଯାୟୀ ବିଧାନସଭା ଅଧ୍ୟକ୍ଷଙ୍କ କ୍ଷମତା ଓ ଦାୟିତ୍ୱର ସମୀକ୍ଷା ପାଇଁ ପୁରୀଠାରେ ବାଚସ୍ପତି କମିଟି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ମହାରାଷ୍ଟ୍ର ବିଧାନସଭାର ବାଚସ୍ପତି ରାହୁଲ ସୁରେଶ ନରୱେକର ଏଥିରେ ଅଧ୍ୟକ୍ଷତା…
ଇଣ୍ଡି ମେଣ୍ଟ ମୁହାଁ ବିଜେଡି!
ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ପୁଣି ବିଜେଡିର ଆଭିମୁଖ୍ୟ ନେଇ ବଢିଲା ଚର୍ଚ୍ଚାସଂସଦରେ ବିଜେଡିର ଆଭିମୁଖ୍ୟ ନେଇ ଏବେ ରାଜନୈତିକ ମହଲରେ ଜୋରଦାର ଚର୍ଚ୍ଚା । ଯେଉଁ ବିଜେଡି ଦିନେ କଂଗ୍ରେସ ଓ ବିଜେପିଠାରୁ ସମଦୂରତା ରକ୍ଷା କରିବା କଥା…
ରାଜ୍ୟ ଯୋଜନା ବୋର୍ଡ ଗଭର୍ଣ୍ଣିଂ କାଉନ୍ସିଲ୍ର ଅଧ୍ୟକ୍ଷ ରହିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଜେଏମଜେ ନ୍ୟୁଜ : ରାଜ୍ୟ ସରକାର ଖୁବ୍ ଶୀଘ୍ର ଷ୍ଟେଟ୍ ଇନଷ୍ଟିଚ୍ୟୁଟ୍ ଫର ଟ୍ରାନ୍ସଫର୍ମେଟିଭ୍ ଇନିସିଏଟିଭ୍ସ ବା SITI ଓଡିଶା ପ୍ରତିଷ୍ଠା କରିବେ । ଏହା ରାଜ୍ୟ ସରକାରଙ୍କ ଏକ ଥିଙ୍କ ଟ୍ୟାଙ୍କ ବା ଏକ ଶୀର୍ଷସ୍ତରୀୟ ରଣନୈତିକ ପରାମର୍ଶଦାତା…
ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ରାଜସ୍ଵ ବିଭାଗ ପକ୍ଷରୁ ଜାରି ହୋଇଛି ନୂଆ ଏସ୍ଓପି ।
ଭୁବନେଶ୍ୱର: ଜେଏମଜେ ନ୍ୟୁଜ (ସମୀର ରଞ୍ଜନ ନାୟକ ): ହିଟ୍ଓ୍ୱେଭ୍ ନେଇ ରାଜସ୍ୱ ବିଭାଗର ପ୍ରସ୍ତୁତି ବୈଠକ । ଜିଲ୍ଲାପାଳ ମାନଙ୍କ ସହ ବସିଥିବା ପ୍ରସ୍ତୁତି ବୈଠକରେ ହିଟ୍ଓ୍ୱେଭ୍ ନେଇ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ । ହିଟ୍ଓ୍ୱେଭ୍…
ମୋକିମଙ୍କ ନୂଆ ଦଳ ଲୋକାର୍ପିତ
ଭୁବନେଶ୍ୱର : ଜେଏମଜେ ନ୍ୟୁଜ ଓଡ଼ିଶା ରାଜନୀତିରେ ଏକ ନୂଆ ଅଧ୍ୟାୟ ସୃଷ୍ଟି ହୋଇଛି । ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଗଠନ ହୋଇଛି ନୂଆ ଆଞ୍ଚଳିକ ଦଳ ‘ଓଡ଼ିଶା ଜନତା କଂଗ୍ରେସ’। ଆଜି ବିଧିବଦ୍ଧ ଭାବେ ଏହାର ମୂଳଦୂଆ…
ରାଜ୍ୟର ସବୁ ସାଂସଦଙ୍କୁ ଚିଠି ଲେଖିଲେ ନବୀନ
ଜେଏମଜେର ବ୍ୟୁରୋ : ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଥିଲେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଉ ଗୁରୁବାର ରାଜ୍ୟର ସବୁ ସାଂସଦଙ୍କୁ ଚିଠି ଲେଖିଛନ୍ତି ନବୀବ । ୧୩୧ ତମ…
ଗଞ୍ଜେଇ ସହ ଆଇ ଟେନ କାର ଜବତ, ଡ୍ରାଇଭର ଫେରାର
ବୌଦ୍ଧ:ଜେଏମଜେ ନ୍ୟୁଜ :(ପୂର୍ଣ୍ଣ ଚରଣ ସାହୁ )ବୌଦ୍ଧ ଜିଲ୍ଲା କଣ୍ଟାମାଳ ଥାନା ପୁଲିସ ପକ୍ଷରୁ କଣ୍ଟାମାଳ -ଡ଼ୁମାଲପାଲି -ଉଦେପୁର ରାସ୍ତାରେ ପେଟ୍ରୋଲିଙ୍ଗ କରୁଥିବା ସମୟରେ କାର ଭିତରୁ ବିପୁଳ ଗଞ୍ଜେଇ ଜବତ କରିଥିବା ବେଳେ ଗାଡିର ଡ୍ରାଇଭର ଫେରାର ମାରିଛି |…
କଣ୍ଟାମାଳରେ ବାବା ସାହେବ ଡଃ ଆମ୍ୱେଦକର ଜନ୍ମ ଜୟନ୍ତୀ ପାଳିତ
ବୌଦ୍ଧ: ଜେଏମଜେ ନ୍ୟୁଜ : (ପୂର୍ଣ୍ଣ ଚରଣ ସାହୁ )କଣ୍ଟାମାଳ ବ୍ଲକ ଡଃ ଆମ୍ବେଦକର କଲ୍ୟାଣ ସମିତି ପକ୍ଷରୁ ସମ୍ବିଧାନ ପ୍ରଣେତା ଡଃ ଭୀମରାଓ ରାମଜୀ ଆମ୍ବେଦକରଙ୍କ ୧୩୫ତମ ଜନ୍ମ ଜୟନ୍ତୀ ଦିବସ ପାଳିତ ହୋଇଯାଇଛି। ସଙ୍ଘ ସଭାପତି ଜ୍ୟୋତି ମହାନନ୍ଦଙ୍କ…
















