ଶେଷ ହେଲା ଦୁଇ ଦିନିଆ ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ
କଟକ : ଜେଏମଜେ ନ୍ୟୁଜ : ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ କଟକଠାରେ ଅନୁଷ୍ଠିତ ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକର ଦ୍ଵିତୀୟ ଦିବସରେ ଆଜି ଯୋଗ ଦେଇ କାର୍ଯ୍ୟକାରିଣୀକୁ ସମ୍ବୋଧିତ କରିବା ଅବସରରେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ବି.ଏଲ.ସନ୍ତୋଷ କହିଛନ୍ତି…
ଆଜି ୫ଟାରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ
ଜେଏମଜେ ବ୍ୟୁରୋ : ରାଜ୍ୟ ସରକାରଙ୍କ ଏକ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ଆଜି ଅନୁଷ୍ଠିତ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନଠାରେ ସନ୍ଧ୍ୟା ୫ଟା ସମୟରେ ଏହି ବୈଠକ ବସିବାର କାର୍ଯ୍ୟକ୍ରମ ରହିଛି।ଏହି ବୈଠକରେ ରାଜ୍ୟର…
ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍ ସହ ଅନେକ ସହରରେ ରହିଛି ଅନେକ ପ୍ଲଟ…
ଜେଏମଜେ ବ୍ୟୁରୋ : ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ। ଅଫିସ ଗାଡ଼ିରେ ବିଲ ପାସ୍ ଟଙ୍କା ନେଇ ଖୁସିରେ ଘରକୁ ଯାଉଥିଲାବେଳେ…
ଅଲ୍ ଓଡ଼ିଶା ସିଡୁଲ୍ଡକାଷ୍ଟ ଫେଡରେସନର ଛଅ ତମ ପ୍ରତିଷ୍ଠା ଦିବସ ପାଳିତ
କଳାହାଣ୍ଡି : ଜେଏମଜେ ନ୍ୟୁଜ : (ପିତାମ୍ବର ବେହେରା ): ଭବାନୀପାଟଣା ଟାଉନ ହଲ ଠାରେ ରାଜ୍ଯ ସଭାପତି ଧନଞ୍ଜୟ ଦୀପ୍ ଙ୍କ ସଭାପତିତ୍ବରେ ସଂଗଠନର ଛଅ ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳନ କରାଯାଇ ଥିଲା,ପ୍ରଥମେ ବହୁଜନ ସମାଜର ମହାପୁରୁଷ…
ଆଗାମୀ ପଞ୍ଚାୟତ ଓ NAC ନିର୍ବାଚନରେ BJP ବିଜୟୀ ହେବ, ରାଜ୍ୟ ବିଜେପି କାର୍ଯ୍ୟକାରିଣୀରେ ଦୃଢ଼ୋକ୍ତି
ଭୁବନେଶ୍ୱର : ଜେଏମଜେ ବ୍ୟୁରୋ : ଆଗାମୀ ପଞ୍ଚାୟତ ଓ NAC ନିର୍ବାଚନରେ BJP ବିଜୟୀ ହେବ । ରାଜ୍ୟ ବିଜେପି କାର୍ଯ୍ୟକାରିଣୀ ବୈଠକର ଦ୍ୱିତୀୟ ଦିନରେ ଦୃଢ଼ୋକ୍ତି ପ୍ରକାଶ କରିଛି ଦଳ। ଲୋକଙ୍କୁ ଶେଷ ପର୍ଯ୍ୟନ୍ତ ସେବା ଯୋଗାଇବାକୁ ପ୍ରତିଶ୍ରୁତିବଦ୍ଧ…
୬ ମାସ ପରେ ପଂଚାୟତ ଭୋଟ ! ଗାଁ ଦଖଲ ପାଇଁ ଅଙ୍କ କଷିଲେଣି ତିନି ପ୍ରମୁଖ ଦଳ।
ଜେଏମଜେ ବ୍ୟୁରୋ : ପାଖେଇ ଆସୁଛି ପଞ୍ଚାୟତ ନିର୍ବାଚନ । ରାଜ୍ୟ ନିର୍ବାଚନ କମିଶନଙ୍କ ସୂଚନା ଅନୁସାରେ ସବୁକିଛି ଠିକ୍ଠାକ୍ ରହିଲେ ଆସନ୍ତା ୬ ମାସ ମଧ୍ୟରେ ହୋଇପାରେ ପଞ୍ଚାୟତ ନିର୍ବାଚନ । ଆଉ ଏହାକୁ ନେଇ ଏବେଠୁ ସରଗରମ ହେଲାଣି…
ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ
କଳାହାଣ୍ଡି : ଜେଏମଜେ ନ୍ୟୁଜ : ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ ନିଆରା ଢଙ୍ଗରେ ପାଳିତ ହୁଏ ନୂଆଁଖାଇ। ସବୁଠି ପଞ୍ଚମୀ ତିଥିରେ…
ସରକାରୀ କାର୍ଯ୍ୟାଳୟର ସାଇନବୋର୍ଡ ସଂଶୋଧିତ ବନାନ ୭ ଦିନ ଭିତରେ ସାରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟ କ୍ୟାବିନେଟ୍ର ନିଷ୍ପତ୍ତି ଅନୁଯାୟୀ ଓଡ଼ିଆ ଉଚ୍ଚାରଣ ସହ ସମନ୍ୱୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନ ନାମର ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନରେ ସମାନ ଭାବେ ବ୍ୟବହାର ସୁନିଶ୍ଚିତ…
ସରକାର ଠିକ୍ ସମୟରେ ଇଲେକ୍ସନ କରାନ୍ତୁ: ବିଜେଡି କଂଗ୍ରେସ ର ଟାର୍ଗେଟ
ଭୁବନେଶ୍ବର: ଜେଏମଜେ ନ୍ୟୁଜ : କେବେ ହେବ ପଞ୍ଚାୟତ ଏବଂ ପୌର ନିର୍ବାଚନ ? ତିନି ଥର ତାରିଖ ଘୁଞ୍ଚିବା ପରେ ଉଠିଲା ପ୍ରଶ୍ନ । ସରକାର ଠିକ୍ ସମୟରେ ଇଲେକ୍ସନ କରାନ୍ତୁ । ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡି ସବୁବେଳେ…
୨୧ ଦିନ ପରେ ଥମିଲା ଶିକ୍ଷକ ଆନ୍ଦୋଳନ: ସରକାରଙ୍କ ଆଶ୍ୱାସନା ପରେ ଧାରଣା ସ୍ଥଗିତ
ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜଧାନୀ ଭୁବନେଶ୍ୱରର ଲୋୟର ପିଏମଜିଠାରେ ନିଜର ଦୀର୍ଘଦିନର ଦାବି ପୂରଣ ନେଇ ଚାଲିଥିବା ଶିକ୍ଷକ ଆନ୍ଦୋଳନ ଶେଷରେ ୨୧ ଦିନ ପରେ ସ୍ଥଗିତ ରଖାଯାଇଛି । ରାଜ୍ୟ ସରକାରଙ୍କ ହସ୍ତକ୍ଷେପ ଏବଂ ନିର୍ଦ୍ଦିଷ୍ଟ ପ୍ରତିଶ୍ରୁତି…
















