ତାଳସରରେ ଜାତୀୟ ଆୟୁର୍ବେଦ ଦିବସ ପାଳିତ ।
କୋଦଳା : ଜେଏମଜେ ନ୍ୟୁଜ (କୃଷ୍ଣ ଚନ୍ଦ୍ର ପଲେଇ ): ପ୍ରତିବର୍ଷ ସେପ୍ଟେମ୍ବର ୨୩ ତାରିଖକୁ ସାରା ଭାରତରେ ଜାତୀୟ ଆୟୁର୍ବେଦ ଦିବସ (National Ayurveda Day) ଭାବେ ପାଳନ କରାଯାଏ। ଭାରତ ସରକାରଙ୍କ ଆୟୁଷ ମନ୍ତ୍ରଣାଳୟ ଦ୍ୱାରା ଏହି ଦିବସ…
କନ୍ୟାରୀବାଡିରେ ପାନୀୟ ଜଳ ଯୋଗାଣ ଠପ୍
କୋଦଳା : ଜେଏମଜେ ନ୍ୟୁଜ (କୃଷ୍ଣ ଚନ୍ଦ୍ର ପଲେଇ ): ଗ୍ରାମାଞ୍ଚଳରେ ପ୍ରତ୍ୟେକ ଘରକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ସକାଶେ ସରକାର ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଏହାର ବ୍ୟତିକ୍ରମ ଦେଖାଦେଇଛି ,ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ…
ଗାନ୍ଧି ମାର୍ଗରେ ବିଜେଡିର ରଣହୁଙ୍କାର, ପୁଲିସ ସହ ଧସ୍ତାଧସ୍ତି
ଜେଏମଜେ ବ୍ୟୁରୋ : ବିଧାନସଭା ଘେରିବାକୁ ବିଜେଡିର ରଣହୁଙ୍କାର । ଗାନ୍ଧିମାର୍ଗରେ ଗର୍ଜୁଛି ବିଜେଡି ଛାତ୍ର ଓ ଯୁବ ଜନତା ଦଳ । ପାଠ୍ୟ ପୁସ୍ତକରେ ତ୍ରୁଟି ପ୍ରସଙ୍ଗରେ ଗଣ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି କରି ବିକ୍ଷୋଭ ପ୍ରଦର୍ଶନ କରାଯାଉଛି ।…
ରାଜ୍ୟରେ ଦରଦାମ ବୃଦ୍ଧି, ସ୍ବୀକାର କଲେ ସରକାର
ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଦିନକୁ ଦିନ ବଢ଼ିବାରେ ଲାଗିଛି ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ । ତେଲରୁ ଚିନି, ଡାଲିରୁ ପିଆଜ । ସବୁ ସମାଗ୍ରୀର ଦାମ ହୁ ହୁ ହୋଇ ବଢ଼ୁଥିବାବେଳେ ଏ ପ୍ରସଙ୍ଗ ବିଧାନସଭାରେ ଉଠିଛି ।…
ରାଜ୍ୟରେ ୨ ଲକ୍ଷ ୩୦ ହଜାର ଷଣ୍ଢ, ବିଧାନସଭାରେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ସୂଚନା
ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ବିଧାନସଭାରେ ଷଣ୍ଢ ହିସାବ । ସଂଖ୍ୟା ହିସାବ ଦେଲେ ମନ୍ତ୍ରୀ । ରାଜ୍ୟରେ ଅଛନ୍ତି ୨ ଲକ୍ଷ ୩୦ ହଜାର ୪୦୩ ଷଣ୍ଢ । ୨୦୧୯ ଗଣନା ଅନୁଯାଇ ୨ ଲକ୍ଷ ୩୦ ହଜାର…
ଅଙ୍ଗନବାଡ଼ି କର୍ମୀଙ୍କ କାର୍ଯ୍ୟଦକ୍ଷତାର ସମୀକ୍ଷା କରିବେ ଉପଜିଲ୍ଲାପାଳ । କାର୍ଯ୍ୟ ସନ୍ତୋଷଜନକ ନ ଥିଲେ ପଦ ଯିବ!
ଜେଏମଜେ ବ୍ୟୁରୋ : ଅଙ୍ଗନବାଡ଼ି କର୍ମୀଙ୍କ ନିଯୁକ୍ତି ସମ୍ବନ୍ଧୀୟ ବଡ଼ ନିଷ୍ପତ୍ତି ନେଇଛି ମହିଳା ଓ ଶିଶୁ ବିକାଶ ବିଭାଗ । ବୟସ ଆଧାରରେ ଅଙ୍ଗନବାଡ଼ି କର୍ମୀଙ୍କର ହେବ ବାର୍ଷିକ ସମୀକ୍ଷା । ୫୫ ବର୍ଷ କିମ୍ବା ତାହାଠାରୁ ଉର୍ଦ୍ଧ ବୟସ୍କା…
ଓଡିଶା ବନ୍ଦ ଡାକରା ଦେଲା କଂଗ୍ରେସ।
ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଖଣି ପ୍ରସଙ୍ଗକୁ କେନ୍ଦ୍ର କରି ରାଜ୍ୟ ସରକାର ବିରୋଧରେ ଆନ୍ଦୋଳନକୁ ଆହୁରି ତୀବ୍ର କରିବାକୁ ଯୋଜନା କରିଛି ଓଡ଼ିଶା କଂଗ୍ରେସ। ଦଶହରା ପରେ ରାଜ୍ୟବ୍ୟାପୀ ବନ୍ଦ ପାଳନ ସହ ୭ ଦିନିଆ ‘ଇକୋନୋମିକ ବ୍ଲକେଡ’…
ଅଶାନ୍ତ ସମୁଦ୍ର ରେ ବୁଡିଗଲା ଡ଼ଙ୍ଗା।
ଛତ୍ରପୁର : ଜେଏମଜେ ନ୍ୟୁଜ : ଗଭୀର ଅବପାତ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଜେଟିରେ ଅଘଟଣ ଘଟିଛି । ସମୁଦ୍ରରେ ଉଚ୍ଚ ଜୁଆର ଓ ଅଶାନ୍ତ ପରିସ୍ଥିତି ଯୋଗୁଁ ଜେଟି ପରିସରରେ ଜଳସ୍ତର…
ପ୍ରବଳ ବର୍ଷିବ ଆଲର୍ଟ, ବଢ଼ିଲା ଭୂସ୍ଖଳନ ଭୟ : ଦୁଇ ଦିନ କଳିଙ୍ଗା ଘାଟିରେ ଯାତାୟାତ ବନ୍ଦ
ସମ୍ଭାବ୍ୟ ଳଘୁଚାପକୁ ନେଇ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଏନେଇ ଆସନ୍ତା ୨୩ ଓ ୨୪ ତାରିଖ ଦୁଇ ଦିନ ଗଞ୍ଜାମ-କନ୍ଧମାଳ ସୀମାନ୍ତ କଳିଙ୍ଗା ଘାଟିରେ ଯାତାୟାତ ବନ୍ଦ ରହିବ ବୋଲି କନ୍ଧମାଳ…
ଓଡ଼ିଶା କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ : ଏକାଠି ହୋଇ ପଞ୍ଚାୟତ ନିର୍ବାଚନ ଲଢିବାକୁ ଆହ୍ବାନ
ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଓଡ଼ିଶା କଂଗ୍ରେସର ନବଗଠିତ କାର୍ଯ୍ୟକାରୀ କମିଟି ଓ କର୍ମକର୍ତ୍ତାଙ୍କ ପ୍ରଥମ ବୈଠକରେ ଦଳୀୟ ଏକତା ଓ ସଂଗଠନ ସୁଦୃଢ଼ କରିବା ପ୍ରସଙ୍ଗ ଉପରେ ଗୁରୁତ୍ୱ ଦିଆଯାଇଛି। ଏଣିକି ‘ମୁଁ’ ନୁହେଁ, ‘ଆମେ’ ଭାବନାରେ କାର୍ଯ୍ୟ…









