ଏଣିକି ସେବାରେ ବିଳମ୍ବ ହେଲେ ତଣ୍ଡ ଗଣିବେ ସରକାରୀ ବାବୁ
ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ସରକାରୀ ସେବା ପ୍ରଦାନରେ ବିଳମ୍ବ କଲେ ଏଣିକି ତଣ୍ଡ ଗଣିବେ ସମ୍ପୃକ୍ତ ଅଧିକାରୀ। ଓଡ଼ିଶା ଜନସେବା ଅଧିକାର ଆଇନ, ୨୦୧୨ ଅଧୀନରେ ଥିବା ସେବାଗୁଡ଼ିକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ପାଇଁ ସରକାର…
ବିଭିନ୍ନ ଶୈବପୀଠରେ କାଉଡ଼ିଆଙ୍କ ଭିଡ଼
ବୁଗୁଡ଼ା, ୨୪/୦୭ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ):ଶ୍ରାବଣ ମାସର ଶେଷ ସୋମବାର ଅବସରରେ ବୁଗୁଡ଼ା ଅଞ୍ଚଳର ପ୍ରମୁଖ ଶୈବପୀଠ ବୁଦ୍ଧଖୋଲ ଓ କୁବେରେଶ୍ୱର ପୀଠରେ କାଉଡ଼ିଆଙ୍କ ଭିଡ଼ ଦେଖିବାକୁ ମିଳିଛି। ଚଳିତ ବର୍ଷ ଦଳ ଦଳ କାଉଡ଼ିଆ ଜଳଭାର ଧରି ବୋଲ୍ବମ୍…
ଓଡ଼ିଶା ଅର୍ବାନ୍ କନକ୍ଲେଭ-୨୦୨୬: ସହରୀ ବିକାଶ, ନାଗରିକ ସେବା ଓ ଭିତ୍ତିଭୂମି ଉପରେ ଗୁରୁତ୍ୱ
ଭୁବନେଶ୍ୱର(ଜେଏମଜେ ନ୍ୟୁଜ ): :ରାଜ୍ୟର ସହରାଞ୍ଚଳରେ ସୁଶାସନ, ଯୋଜନାବଦ୍ଧ ବିକାଶ ଓ ଉନ୍ନତ ନାଗରିକ ସେବାକୁ ଅଧିକ ଗତିଶୀଳ କରିବା ଲକ୍ଷ୍ୟରେ ଭୁବନେଶ୍ୱର ଲୋକସେବା ଭବନସ୍ଥିତ କନଭେନସନ୍ ସେଣ୍ଟର ଅଡିଟୋରିୟମ୍ରେ ‘ଓଡ଼ିଶା ଅର୍ବାନ୍ କନକ୍ଲେଭ-୨୦୨୬’ ଅନୁଷ୍ଠିତ ହୋଇଛି। ଗୃହ ଓ ନଗର…
ଜିପିଡିପି ଦେଇନଥିବା ପଞ୍ଚାୟତକୁ ମିଳିବିନି ପାଣ୍ଠି ! ବାଦ ପଡିଯିବେ ୧୮୫୪ ପଞ୍ଚାୟତ
ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ମୁଣ୍ଡ ଉପରେ ପଞ୍ଚାୟତ ନିର୍ବାଚନ । ଏହାକୁ ନଜରରେ ରଖି ସରକାର ପ୍ରତି ପଞ୍ଚାୟତକୁ ଦେଢ଼ରୁ ତିନି କୋଟି ଟଙ୍କା ପାଣ୍ଠି ଦେବାକୁ ଘୋଷଣା କରିଛନ୍ତି । ‘ଗ୍ରାମ ସମ୍ପଦ ଅଭିଯାନ’ରେ ଗାଁର ବିକାଶ…
ଯାତ୍ରୀବାହି ବସ ରୁ 7 ଲକ୍ଷ ଟଙ୍କାର ଗୁଟଖା ଜବତ
ବ୍ରହ୍ମପୁର : ଜେଏମଜେ ନ୍ୟୁଜ (ତପେନ୍ଦ୍ର ଡାକୁଆ ): ଏକ ଘରୋଇ ଯାତ୍ରୀବାହି ବସ ରୁ 7 ଲକ୍ଷ ଟଙ୍କାର ଗୁଟଖା ଜବତ କଲା ଗଜପତି ଜିଲ୍ଲା ଅଡବା ଥାନା ପୋଲିସ l କାମଧେନୁ ନାମକ ଘରୋଇ ବସ ବ୍ରହ୍ମପୁର ରୁ…
ପୋଲସରା ରେ “ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ
ପୋଲସରା :ଜେଏମଜେ ନ୍ୟୁଜ : ପୋଲସରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ ହୋଇଛି। ରବିବାର ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଳିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାଫେର ଶୁଭାରମ୍ଭ କରିଥିଲେ।ସ୍ୱାସ୍ଥ୍ୟକେନ୍ଦ୍ରକୁ ଆସୁଥିବା…
ପୁଲିସ ଇନ୍ସପେକ୍ଟରଙ୍କୁ ଗାଳି ଓ ଧମକ: ଗଞ୍ଜାମ ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ଗିରଫ
ବ୍ରହ୍ମପୁର : ଜେଏମଜେ ନ୍ୟୁଜ : ପୁଲିସ ଇନ୍ସପେକ୍ଟରଙ୍କୁ ଗାଳିଗୁଲଜ ସହ ଧମକ ଦେବା ଅଭିଯୋଗରେ ଗୋପାଳପୁର ପୁଲିସ ବିଜେପିର ଗଞ୍ଜାମ ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି ସୋମନାଥ ପାତ୍ରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଜାମିନ୍ ନାମଞ୍ଜୁର…
ବିଜୁ ଛାତ୍ର ଜନତା ଦଳ ଏବଂ ବିଜୁ ଯୁବ ଜନତା ଦଳର ଜିଲ୍ଲା ଓ କାର୍ଯ୍ୟକାରୀ ସଭାପତି ନିଯୁକ୍ତ
ଭୁବନେଶ୍ବର: ଜେଏମଜେ ନ୍ୟୁଜ : ବିଜେଡି ପକ୍ଷରୁ ସଂଗଠନକୁ ମଜବୁତ କରିବା ପାଇଁ ପଦକ୍ଷେପ ନିଆଯାଇଛି। ବିଜୁ ଛାତ୍ର ଜନତା ଦଳ, ବିଜୁ ଯୁବ ଜନତା ଦଳ ଓ ବିଜୁ ମହିଳା ଜନତା ଦଳର ବିଭିନ୍ନ ଜିଲ୍ଲା ପାଇଁ ନୂତନ ଜିଲ୍ଲା…
ଜନ୍ହାପଙ୍କ ଠାରେ ମାର୍କେଟ କମ୍ପ୍ଲେକ୍ସର ଉଦଘାଟନ କଲେ ସରକାରୀ ଦଳ ମୁଖ୍ୟ ସଚେତକ
ବୌଦ୍ଧ : ଜେଏମଜେ ନ୍ୟୁଜ : (ପୂର୍ଣ୍ଣ ଚରଣ ସାହୁ )ବୌଦ୍ଧ ବ୍ଲକ ଖୁଣ୍ଟବନ୍ଧ ପଂଚାୟତ ଅନ୍ତର୍ଗତ ଜନ୍ହାପଙ୍କ ମାରୁତି ଯୁବକ ସଂଘ ନିକଟରେ ନିର୍ମାଣ କରାଯାଇଥିବା ୩ ଗୋଟି ଦୋକାନ ଗୃହ ବିଶିଷ୍ଟ ମାର୍କେଟ କମ୍ପ୍ଲେକ୍ସକୁ ଉଦଘାଟନ କରିଛନ୍ତି ମୁଖ୍ୟ…
କଣ୍ଟାମାଳ ହାଇସ୍କୁଲରେ ବଜ୍ରପାତ ପ୍ରତି ସାବଧାନତା କାର୍ଯ୍ୟକ୍ରମ
ବୌଦ୍ଧ : ଜେଏମଜେ ନ୍ୟୁଜ : (ପୂର୍ଣ୍ଣ ଚରଣ ସାହୁ )କଣ୍ଟାମାଳ ସରକାରୀ ଉଚ୍ଚ ବିଦ୍ୟାଳୟରେ ଜୁନିଅର ରେଡ଼କ୍ରସ୍ (JRC) ତରଫରୁ ବଜ୍ରପାତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟର ପ୍ରଧାନଶିକ୍ଷକ ମନୋରଂଜନ ପ୍ରଧାନଙ୍କର ପ୍ରତ୍ୟକ୍ଷ ତତ୍ତ୍ୱବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିପତ୍ତି ଓ…
















