ଦିନ ତମାମ ମେଘୁଆ ପାଗ ସହ ବର୍ଷା: ବେଳାଭୂମିକୁ ପର୍ଯ୍ୟଟକଙ୍କୁ ବାରଣ
ଗୋପାଳପୁର : ଜେଏମଜେ ନ୍ୟୁଜ (ବିଭୁତି ଶତପଥୀ ): ପଶ୍ଚିମ କେନ୍ଦ୍ରୀୟ ଏବଂ ସଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଫଳରେ ଆଜି ଗଞ୍ଜାମ ଜିଲ୍ଲାକୁ ଆଜି ଓ ଗୁରୁବାର ସକାଳ ସାଢେ ୮ ଟା ପର୍ଯ୍ୟନ୍ତ…
କରସିଂଙ୍ଗିରେ ସେବା ସେତୁ ଅଭିଯାନ
ବୁଗୁଡ଼ା: ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକ୍ ଅନ୍ତର୍ଗତ କରସିଂଙ୍ଗି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ବୁଗୁଡ଼ା ପଞ୍ଚାୟତ ସମିତି ଆନୁକୂଲ୍ୟରେ “ସେବା ସେତୁ ଅଭିଯାନ ୨୦୨୬” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କରଚୁଲି ଓ କରସିଂଙ୍ଗି ଗ୍ରାମ…
ସାରୁବନ୍ଧ ଘାଇ କାମରେ ଅନିୟମିତତା ଅଭିଯୋଗ!
କୋଦଳା : ଜେଏମଜେ ନ୍ୟୁଜ (କୃଷ୍ଣ ଚନ୍ଦ୍ର ପଲେଇ ): ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଷଣ୍ଢମୂଳ ପଞ୍ଚାୟତ ଅନ୍ତର୍ଗତ ବାରିଆହେତା ସ୍ଥିତ ସାରୁବନ୍ଧ ଘାଇ ପୁନରୁଦ୍ଧାର ,ପଥର ପିଚିଙ୍ଗ , କେନାଲ ମରାମତି ଆଦି କାମରେ ଅନିୟମିତତା ଅଭିଯୋଗ। ନିର୍ମାଣ…
୨୮ରୁ ୩ ଦିନିଆ ଧର୍ମଘଟ : ୨୭ ତାରିଖ ରବିବାର ଖୋଲା ରହିବ ସମସ୍ତ ବ୍ୟାଙ୍କ
ନୂଆଦିଲ୍ଲୀ: ଜେଏମଜେ ନ୍ୟୁଜ :ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତୀ। ଆସନ୍ତା ୨୭ ତାରିଖ ରବିବାର ଖୋଲା ରହିବ ସମସ୍ତ ବ୍ୟାଙ୍କ। ସୋମବାର ୨୮ ତାରିଖରୁ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ହେବ। ଗ୍ରାହକଙ୍କ ସୁବିଧା ଏବଂ ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟକୁ…
ପ୍ଲାଷ୍ଟିକ୍ ବର୍ଜ୍ୟ ପରିଚାଳନା: ୧୧୫ ପୌରସଂସ୍ଥାକୁ ନୋଟିସ୍: ନିୟମ ନମାନିଲେ କାର୍ଯ୍ୟାନୁଷ୍ଠାନ.
ଭୁବନେଶ୍ୱର: ଜେଏମଜେ ନ୍ୟୁଜ : ରାଜ୍ୟରେ ପ୍ଲାଷ୍ଟିକ୍ ବର୍ଜ୍ୟ ପରିଚାଳନା ନିୟମକୁ ଅଧିକ କଡ଼ାକଡ଼ି କରିବାକୁ ପଦକ୍ଷେପ ନେଇଛି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ। ପ୍ଲାଷ୍ଟିକ୍ ବର୍ଜ୍ୟ ପରିଚାଳନା ସହ ଜଡ଼ିତ ନିୟମର ଅନୁପାଳନ ଓ କମନ୍ ଏକ୍ସଟେଣ୍ଡେଡ୍ ପ୍ରୋଡ୍ୟୁସର୍ ରେସପନ୍ସିବିଲିଟି…
ମନ୍ଥର ଗତିରେ ମାଡ଼ି ଆସୁଛି ଗଭୀର ଅବପାତ: ଆଜି ରାତିରେ କଳିଙ୍ଗପଟ୍ଟନମ ନିକଟରେ ଛୁଇଁବ ଉପକୂଳ
ଭୁବନେଶ୍ୱର:ଜେଏମଜେ ନ୍ୟୁଜ : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତର ଗତି ଅତ୍ୟନ୍ତ ମନ୍ଥର ରହିଥିବାରୁ ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ଆଶାତୀତ ଭାବେ ବୃଦ୍ଧି ପାଇବାରେ ଲାଗିଛି । ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ମହାନିର୍ଦ୍ଦେଶକଙ୍କ ସଦ୍ୟତମ ସୂଚନା ଅନୁଯାୟୀ,…
ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା ପାଇଁ ୩୮୧ ଅଗ୍ନିଶମ ଟିମ୍ ସଜାଗ
ଭୁବନେଶ୍ଵର: ଜେଏମଜେ ନ୍ୟୁଜ :ସାମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ମୁକାବିଲା ଏବଂ ଲୋକଙ୍କ ସୁରକ୍ଷା ପାଇଁ ଓଡ଼ିଶା ଅଗ୍ନିଶମ ଏବଂ ଜରୁରୀକାଳୀନ ସେବା ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ବିପର୍ଯ୍ୟୟ ସମୟରେ ଦ୍ରୁତ ଉଦ୍ଧାର କାର୍ଯ୍ୟ ପାଇଁ ୩ଟି ରେଞ୍ଜରେ ମୋଟ ୩୮୧ଟି…
ତାଳସରରେ ଜାତୀୟ ଆୟୁର୍ବେଦ ଦିବସ ପାଳିତ ।
କୋଦଳା : ଜେଏମଜେ ନ୍ୟୁଜ (କୃଷ୍ଣ ଚନ୍ଦ୍ର ପଲେଇ ): ପ୍ରତିବର୍ଷ ସେପ୍ଟେମ୍ବର ୨୩ ତାରିଖକୁ ସାରା ଭାରତରେ ଜାତୀୟ ଆୟୁର୍ବେଦ ଦିବସ (National Ayurveda Day) ଭାବେ ପାଳନ କରାଯାଏ। ଭାରତ ସରକାରଙ୍କ ଆୟୁଷ ମନ୍ତ୍ରଣାଳୟ ଦ୍ୱାରା ଏହି ଦିବସ…
କନ୍ୟାରୀବାଡିରେ ପାନୀୟ ଜଳ ଯୋଗାଣ ଠପ୍
କୋଦଳା : ଜେଏମଜେ ନ୍ୟୁଜ (କୃଷ୍ଣ ଚନ୍ଦ୍ର ପଲେଇ ): ଗ୍ରାମାଞ୍ଚଳରେ ପ୍ରତ୍ୟେକ ଘରକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ସକାଶେ ସରକାର ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଏହାର ବ୍ୟତିକ୍ରମ ଦେଖାଦେଇଛି ,ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ…
ଗାନ୍ଧି ମାର୍ଗରେ ବିଜେଡିର ରଣହୁଙ୍କାର, ପୁଲିସ ସହ ଧସ୍ତାଧସ୍ତି
ଜେଏମଜେ ବ୍ୟୁରୋ : ବିଧାନସଭା ଘେରିବାକୁ ବିଜେଡିର ରଣହୁଙ୍କାର । ଗାନ୍ଧିମାର୍ଗରେ ଗର୍ଜୁଛି ବିଜେଡି ଛାତ୍ର ଓ ଯୁବ ଜନତା ଦଳ । ପାଠ୍ୟ ପୁସ୍ତକରେ ତ୍ରୁଟି ପ୍ରସଙ୍ଗରେ ଗଣ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି କରି ବିକ୍ଷୋଭ ପ୍ରଦର୍ଶନ କରାଯାଉଛି ।…
















