ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଆଜିଠାରୁ ସିଜେପିର ଦେଶବ୍ୟାପୀ ଆନ୍ଦୋଳନ

ଜେଏମଜେ ବ୍ୟୁରୋ : ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଆଜିଠାରୁ ସିଜେପିର ଦେଶବ୍ୟାପୀ ଆନ୍ଦୋଳନ। ବିଭିନ୍ନ ରାଜ୍ୟରେ ସିଜେପି ଆନ୍ଦୋଳନ କରିବାକୁ ଘୋଷଣା କରିଛନ୍ତି ଦଳର ପ୍ରତିଷ୍ଠାତା ଅଭିଜିତ ଦୀପକେ। ନିର୍ବାଚନ କମିଶନ ମଧ୍ୟରେ ଦେଖାଦେଇଥିବା ବିବାଦ…

ପାର୍ବଣରେ ଚଳ ଚଞ୍ଚଳ ହେଲାଣି ବିଭିନ୍ନ ଶକ୍ତିପୀଠ

ଜେଏମଜେ ବ୍ୟୁରୋ : ପାର୍ବଣରେ ଶକ୍ତି ଆରାଧନା । ଚଳଚଞ୍ଚଳର ରାଜ୍ୟର ସମସ୍ତ ଶକ୍ତପୀଠ । ମୂଳାଷ୍ଟମୀ ଠାରୁ ବିଜୟା ଦଶମୀ ଯାଏଁ ଚାଲିବ ଷୋଡ଼ଶ ଉପଚାର ପୂଜା । ଏଥିପାଇଁ କଟକର ବିଭିନ୍ନ ଶକ୍ତିପୀଠ ମାନଙ୍କରେ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି…

ପୁନର୍ଗଠିତ ହେଲା ବିଜେଡି ମିଡିଆ ସେଲ୍

ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ପୁନର୍ଗଠିତ ହୋଇଛି ବିଜେଡି ମିଡିଆ ସେଲ୍ । ଏହାକୁ ପୁନର୍ଗଠନ କରିଛନ୍ତି ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ । ଦଳର ବୈଦ୍ୟୁତିକ ଗଣମାଧ୍ୟମ ମୁଖ୍ୟ ସଂଯୋଜକ ଭାବେ ବିଧାୟକ ଅରୁଣ ସାହୁଙ୍କୁ ଦାୟିତ୍ବ ପ୍ରଦାନ…

ହବିଷ୍ୟାଳିଙ୍କ ପାଇଁ ନିଶୁଳ୍କ ରହଣୀ ଓ ମହାପ୍ରସାଦ ବ୍ୟବସ୍ଥା, ଆସନ୍ତା ୬ରୁ ଅନଲାଇନ୍ ଆବେଦନ

ପୁରୀ : ଜେଏମଜେ ନ୍ୟୁଜ : ପୁରୀରେ ରାଜ୍ୟ ସରକାରଙ୍କ ହବିଷିଆଳି ଯୋଜନା ଅକ୍ଟୋବର ୨୬ ରୁ ହୋଇ ନଭେମ୍ବର ୨୪ ତାରିଖ ପର୍ଯ୍ୟନ୍ତ ଚାଲିବ । ଆସନ୍ତା ୬ ତାରିଖ ଦିନ ଆରମ୍ଭ ହେବ ଅନଲାଇନ୍ ଆବେଦନ ପ୍ରକ୍ରିୟା ।…

ସବୁ କ୍ଷେତ୍ରରେ ସମ୍ପୂର୍ଣ୍ଣ ବିଫଳ ରାଜ୍ୟ ସରକାର: ଜନସମ୍ପର୍କ ପଦଯାତ୍ରାରେ ବିଜେପି ଉପରେ ନବୀନଙ୍କ କଡ଼ା ପ୍ରହାର

ଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡି)ର ମାସବ୍ୟାପୀ ଜନସମ୍ପର୍କ ପଦଯାତ୍ରା ଶୁଭାରମ୍ଭ ଅବସରରେ ରାଜ୍ୟର ବିଜେପି ସରକାର ଉପରେ କଡ଼ା ପ୍ରହାର କରିଛନ୍ତି ବିରୋଧୀ ଦଳ ନେତା ତଥା ଦଳର ସଭାପତି ନବୀନ ପଟ୍ଟନାୟକ । ବୁଧବାର, ଗାନ୍ଧୀ ଜୟନ୍ତୀ ଠାରୁ…

ଆସନ୍ତା ୪ରୁ ଦୁଗ୍ଧ ଦର ବୃଦ୍ଧି କରିବ ଓମଫେଡ୍

ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ପାର୍ବଣ ପୂର୍ବରୁ ପୁଣି ଗ୍ରାହକଙ୍କୁ ମହଙ୍ଗାମାଡ। ପକେଟରେ ପଡ଼ିବ ପ୍ରଭାବ। ଗତକାଲି ବାଣିଜ୍ୟିକ ଗ୍ୟାସ ସିଲିଣ୍ଡର ଦର ବୃଦ୍ଧି ପାଇଥିବା ବେଳେ ଏବେ ବଢିଲା ଓମଫେଡ୍ କ୍ଷୀର ଦର। ଆସନ୍ତା ୪ ତାରିଖରୁ ଓମଫେଡ୍…

ଦଶହରାରେ ପୁଣି ବାତ୍ୟା ଭୟ! ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ବର:ଜେଏମଜେ ନ୍ୟୁଜ : ଅକ୍ଟୋବର ଦ୍ବିତୀୟ ସପ୍ତାହରେ ଆଣ୍ଡାମାନ ସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ପାଣିପାଗ ବିଭାଗ ବିସ୍ତାରିତ ରିପୋର୍ଟରେ ଦର୍ଶାଯାଇଛି ଯେ ଅକ୍ଟୋବର ୧୨ରେ ଉତ୍ତର ଆଣ୍ଡାମାନ…

SIR ବିବାଦକୁ ନେଇ ଦେଶବ୍ୟାପୀ ପ୍ରତିବାଦ, ଦିଲ୍ଲୀରେ ୭୦୦ରୁ ଅଧିକ ଅଟକ

ଜେଏମଜେ ବ୍ୟୁରୋ : SIRକୁ ନେଇ ବିବାଦ ଥମିବାର ନାଁ ନେଉନି। ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଦିଲ୍ଲୀର ଯନ୍ତରମନ୍ତରରେ ବିଭିନ୍ନ ବିରୋଧୀ ଦଳ, ଛାତ୍ର ଓ ଯୁବ ସଂଗଠନ ପ୍ରତିବାଦ କରିଛନ୍ତି ।…

ଶିକରପାଇ ବିଦ୍ୟାଳୟରେ ସାମର୍ଥ ଶିବିର

ରାୟଗଡା : ଜେଏମଜେ ନ୍ୟୁଜ (ସୁପ୍ରିୟା ଷଡ଼ଙ୍ଗୀ ): ରାୟଗଡା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଲକ ଶିକରପାଇ ପଞ୍ଚାୟତ ସଦରରେ ଥିବା ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଇକୋ କ୍ଲବ ତରଫରୁ ସାମର୍ଥ ଶିବିର ଅନୁଷ୍ଠିତ ହୋଇଛି। ବିଦ୍ୟାଳୟ ପକ୍ଷରୁ ପ୍ରଥମେ ଜାତୀୟପିତା…

ଗାନ୍ଧୀ ଜୟନ୍ତୀରୁ ରାଜନୈତିକ କ୍ଷେତ୍ର ପ୍ରସ୍ତୁତ : ଗାଁମୁହାଁ ତିନି ପ୍ରମୁଖ ଦଳ

ଜେଏମଜେ ବ୍ୟୁରୋ : ପଞ୍ଚାୟତ ନିର୍ବାଚନ ପୂର୍ବରୁ ଗାଁ ଗାଁରେ ଜମିବ ରାଜନୀତି । ଗାନ୍ଧୀ ଜୟନ୍ତୀରୁ ଗ୍ରାଉଣ୍ଡକୁ ଓହ୍ଲାଇଛନ୍ତି ତିନି ପ୍ରମୁଖ ଦଳ । ନେତା ଯିବେ ଗାଁକୁ, କର୍ମୀ ପହଞ୍ଚିବେ ଘରକୁ । ଆଉ ଲୋକଙ୍କ ପାଖରେ ପହଞ୍ଚିବ…