ଅଣ ଛାତ୍ରଙ୍କ ଉପରେ କଡା ନଜର ରଖିବାକୁ ସମସ୍ତ SP ଙ୍କୁ ନିର୍ଦେଶ : ଡିଜିପି
ଜେଏମଜେ ବ୍ୟୁରୋ : ଛାତ୍ର ସଂସଦ ନିର୍ବାଚନ ନେଇ ପୋଲିସ ଉପରେ କଡା ନଜର ରହିଛି ବୋଲି ଡିଜିପି ବିନୟ ତୋଷ ପ୍ରତିକ୍ରିୟା ରଖି କହିଛନ୍ତି, ଅଣଛାତ୍ରଙ୍କ ଉପରେ କଡା ନଜର ରଖିବାକୁ ସବୁ ଜିଲ୍ଲାର ଏସପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।…
INDIA ବ୍ଲକ୍ ପ୍ରତିବାଦରେ ସାମିଲ୍ ହେଲା ବିଜେଡି
ଭୁବନେଶ୍ୱର : ଜେଏମଜେ ବ୍ୟୁରୋ : ଭୋଟର ତାଲିକାର ସ୍ପେସିଆଲ ଇଣ୍ଟେନ୍ସିଭ ରିଭିଜନକୁ ନେଇ ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କ କଥିତ ଏକ ତରଫା କାର୍ଯ୍ୟାନୁଷ୍ଠାନ ଏବଂ ଦେଶବ୍ୟାପୀ ୧୩ କୋଟିରୁ ଅଧିକ ଭୋଟରଙ୍କ ନାମ ବାଦ ପଡିବା ଅଭିଯୋଗକୁ…
ସିଇଓଙ୍କ ଅଫିସ ଘେରିଲା କଂଗ୍ରେସ
ଭୁବନେଶ୍ୱର: ଜେଏମଜେ ବ୍ୟୁରୋ : ଭୋଟର ତାଲିକାର ସ୍ପେସିଆଲ ଇଣ୍ଟେନ୍ସିଭ ରିଭିଜନକୁ ନେଇ ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଅଫିସ ଘେରିଲା ଯୁବ କଂଗ୍ରେସ । ଯୁବ କଂଗ୍ରେସ ପକ୍ଷରୁ ବିକ୍ଷୋଭ…
ଶୀତ ଆସିଲା , ଚିଲିକାରେ ବଢ଼ିଲାଣି ବିଦେଶୀ ଅତିଥି ପକ୍ଷୀ
ଜେଏମଜେ ବ୍ୟୁରୋ : ଆସିଲାଣି ଶୀତ । ଚିଲିକାରେ ଏବେ ଅତିଥି ପକ୍ଷୀଙ୍କ କୋଳାହଳ ବଢୁଛି । ଧୀରେ ଧୀରେ ବଢୁଛି ବିଦେଶୀ ପକ୍ଷୀଙ୍କ ସଂଖ୍ୟା। ସୁଦୂର ସାଇବେରିଆରୁ ଚିଲକାକୁ ପୁଣି ଥରେ ବର୍ଷେ ବ୍ୟବଧାନରେ ଅତିଥି ପକ୍ଷୀ ଆସିବା ନେଇ…
ପୁରୀରେ କାର୍ତ୍ତିକ ବ୍ରତ ପାଇଁ ଆଜିଠୁ ଅନଲାଇନ୍ ଆବେଦନ, ରହିବେ ୨୫୦୦ ହବିଷ୍ୟାଳି
ପୁରୀ : ଜେଏମଜେ ନ୍ୟୁଜ : ପୁରୀରେ ନିଶୁଳ୍କ ହବିଷ୍ୟାଳି ବ୍ରତ ପାଳନ ପାଇଁ ଆଜିଠୁ ଅନଲାଇନ୍ ଆବେଦନ ଆରମ୍ଭ ହେବ । ଓଡ଼ିଶା ସରକାରଙ୍କ ଇ-ଡିଷ୍ଟ୍ରିକ୍ଟ ପୋର୍ଟାଲ୍ ଜରିଆରେ ଆବେଦନ କରାଯିବ । ଅକ୍ଟୋବର ୨୬ରୁ ନଭେମ୍ବର ୨୪ ପର୍ଯ୍ୟନ୍ତ…
ମୁଖ୍ୟ ନିର୍ବାଚନ ଆୟୋଗଙ୍କ ଇସ୍ତଫା ଦାବିରେ ବିରୋଧୀ ମେଣ୍ଟର ସଂସଦ ମାର୍ଚ୍ଚ, ଯୋଗଦେଲେ ୧୯ ଟି ଦଳର ପ୍ରତିନିଧି।
ଜେଏମଜେ ବ୍ୟୁରୋ : ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ୧୯ଟି ବିରୋଧୀ ଦଳର ସାଂସଦ ‘ସେଭ୍ ଡେମୋକ୍ରାସି ମାର୍ଚ୍ଚ’ ବାହାର କରିଛନ୍ତି। ପୁଲିସ ବିରୋଧୀ ସାଂସଦମାନଙ୍କୁ ଆଗକୁ ବଢ଼ିବାକୁ ଅଟକାଇଛି। ଏହାପରେ ସାଂସଦମାନେ ରାସ୍ତାରେ ବସିପଡ଼ିଛନ୍ତି। ଦିଲ୍ଲୀରେ…
ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟର ୯ଛାତ୍ର ଥାନାରେ ଅଟକ : ପ୍ରାକ ନିର୍ବାଚନୀ ହିଂସା!
ବ୍ରହ୍ମପୁର : ଜେଏମଜେ ନ୍ୟୁଜ : ଛାତ୍ର ସଂସଦ ନିର୍ବାଚନର ବିଜ୍ଞପ୍ତି ଆସିବାର କିଛି ଘଣ୍ଟା ମଧ୍ୟରେ ଖଲ୍ଲିକୋଟ କଲେଜରେ ଦେଖିବାକୁ ମିଳିଛି କିଛି ଛାତ୍ରଙ୍କ ଅରାଜକତା l ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟରେ ଛାତ୍ରଙ୍କ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଘଟଣାରେ ବ୍ରହ୍ମପୁର ପୋଲିସ…
ଗୋଟିଏ ଦିନରେ ୨୭ ଜଣ ବରିଷ୍ଠ ଓଏଏସ୍ ଅଧିକାରୀଙ୍କ ବଦଳି
ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟ ସରକାର ଆଜି (ସୋମବାର) ବରିଷ୍ଠ ଓଏଏସ୍ ଅଧିକାରୀସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ଗୋଟିଏ ଦିନରେ ୨୭ଜଣ ଉପଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳଙ୍କୁ ବଦଳି କରାଯାଇଛି।ଦୁଇ ବରିଷ୍ଠ ଓଏଏସ୍ ଅଧିକାରୀଙ୍କୁ ପଦୋନ୍ନତିପ୍ରକାଶିତ ବିଜ୍ଞପ୍ତି ଅନୁସାରେ,…
ମା’ ତାରାତାରିଣୀଙ୍କ ହୁଣ୍ଡି ଖୋଲିଲା: ବାହାରିଲା ବିଡ଼ା ବିଡ଼ା ଟଙ୍କା, ସୁନା-ରୂପା,ବିଦେଶୀ ମୁଦ୍ରା ଓ ଭକ୍ତଙ୍କ ଭାବ ବିହ୍ଵଳ ଚିଠି
ଜେଏମଜେ ବ୍ୟୁରୋ : ଦୀର୍ଘ ଦିନ ପରେ ଖୋଲିଲା ଗଞ୍ଜାମର ପ୍ରସିଦ୍ଧ ମା’ ତାରାତାରିଣୀଙ୍କ ହୁଣ୍ଡି। ହୁଣ୍ଡିରୁ ବାହାରିଲା ବିଡ଼ା ବିଡ଼ା ଟଙ୍କା, ସୁନା, ରୂପା ଓ ବିଦେଶୀ ମୁଦ୍ରା। ମନ୍ଦିର ପରିସରରେ ଥିବା ୫ଟି ହୁଣ୍ଡି ଖୋଲାଯାଇଥିବା ବେଳେ ସେଥିରୁ…
ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ
ଜେଏମଜେ ବ୍ୟୁରୋ : ଭାରତର ନିର୍ବାଚନ କମିସନର ଅନ୍ୟ ଦୁଇ ନିର୍ବାଚନ କମିସନରଙ୍କ ସମ୍ମତି ବିନା ଏକପାଖିଆ ନିଷ୍ପତ୍ତି ନେବାର ଅଭିଯୋଗରେ ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କୁ ନିଲମ୍ବିତ କରିବା ପାଇଁ ସୁପ୍ରିମକୋର୍ଟ ଏକ ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶ ଜାରି କରିବାକୁ…










