CMO ରୁ ଫାଇଲ ମିସିଂ ଘଟଣା : ୩ ଜଣଙ୍କ ବୟାନ ରେକର୍ଡ
ଜେଏମଜେ ବ୍ୟୁରୋ : କନ୍ଧମାଳ ଦଙ୍ଗା କମିଶନ ଫାଇଲ ହଜିବା ଘଟଣାରେ କ୍ରାଇମବ୍ରାଞ୍ଚ ନୋଟିସ କରିଥିବା ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି । ଏନେଇ ଆଇଜିପି ସାର୍ଥକ ଷଡ଼ଙ୍ଗୀ ସୂଚନା ଦେଇଛନ୍ତି ।ଭିକେ ପାଣ୍ଡିୟାନ, ମନୋଜ ମିଶ୍ର ଓ ରାଜେଶ…
ବୁଗୁଡ଼ା ଏନ୍ଏସିରେ ଜନକଲ୍ୟାଣ କାର୍ଯ୍ୟକ୍ରମ: କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କଲେ ମନ୍ତ୍ରୀ
ବୁଗୁଡ଼ା,୦୪/୧୦ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ବୁଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟ ପରିସରରେ ହିତାଧିକାରୀମାନଙ୍କୁ ସାମାଜିକ ସୁରକ୍ଷା ଭତ୍ତା, ନୂତନ ରାସନ କାର୍ଡ ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ…
୫ ରାଜ୍ୟ ଗସ୍ତ କରିବେ ଡେପୁଟି ଇସି।
ନୂଆଦିଲ୍ଲୀ: ଜେଏମଜେ ନ୍ୟୁଜ : ଦେଶର ୫ଟି ରାଜ୍ୟରେ ଆଗାମୀ ଦିନରେ ହେବାକୁ ଥିବା ଗୁରୁତ୍ବପୂର୍ଣ୍ଣ ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ କମିସନଙ୍କ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି। ବିଭିନ୍ନ ରାଜ୍ୟରେ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବା ପାଇଁ ଡେପୁଟି ନିର୍ବାଚନ…
ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରେ ଆକ୍ରମଣ
ଜେଏମଜେ ବ୍ୟୁରୋ : ଧର୍ମଶାଳାର ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରେ ଆକ୍ରମଣ ଅଭିଯୋଗ । ଜେନାପୁର ଥାନା ଅନ୍ତର୍ଗତ ଗଡ଼ ମଧୁପୁର ପଞ୍ଚାୟତର ପନ୍ତୁରି ଗାଁରେ ଏହି ଘଟଣା ଘଟିଥିବା ଜଣାପଡ଼ିଛି । ସୂଚନା…
ସେଲ୍ଫ ଏୱାକିଙ୍ଗ ମିଶନ ତରଫରୁ ଶିଶୁମାନଙ୍କୁ ସକାରାତ୍ମକ ଚିନ୍ତାଧାରା ଓ ଆତ୍ମବିଶ୍ୱାସ ବିକାଶ ପାଇଁ ପ୍ରେରଣା ପ୍ରଦାନ
କବିସୂର୍ଯ୍ୟନଗର : ଜେଏମଜେ ନ୍ୟୁଜ : ସେଲ୍ଫ ଏୱାକିଙ୍ଗ ମିଶନ ତରଫରୁ ଶିଶୁମାନଙ୍କ ମଧ୍ୟରେ ଖୁସି, ସକାରାତ୍ମକ ଚିନ୍ତା, ଆତ୍ମବିଶ୍ୱାସ ଓ ମାନବିକତାର ଭାବନା ବଢ଼ାଇବା ଉଦ୍ଦେଶ୍ୟରେ ନିୟମିତ ସେବା କାର୍ଯ୍ୟକ୍ରମ କରାଯାଉଥିବା ବେଳେ ଗାନ୍ଧୀ ଜୟନ୍ତୀ ଅବସରରେ ନେତାଜୀ ସୁଭାଷ…
ପାର୍ବଣକୁ ବିଗାଡ଼ି ଦେବ କି ବର୍ଷା ?
ଭୁବନେଶ୍ଵର:ଜେଏମଜେ ନ୍ୟୁଜ : ପୁଣି ଡରାଇଲାଣି ଅକ୍ଟୋବର । ଦ୍ଵିତୀୟ ସପ୍ତାହରେ ବଙ୍ଗୋପସାଗରରେ ଲଘୁଚାପ ନେଇ ପାଣିପାଗ ବିଜ୍ଞାନୀଙ୍କ ଆକଳନ ପରେ ଉପକୂଳିଆଙ୍କ ଛାତି ଧଡ଼ଧଡ଼ । ହେବ କି ବାତ୍ୟା ? ଆସନ୍ତା ୧୨ରୁ ୧୩ ତାରିଖ ଭିତରେ ଲଘୁଚାପର…
ଆଞ୍ଚଳିକ ଜନକଲ୍ୟାଣ ଭିନ୍ନକ୍ଷମ ସଂଗଠନର ନୂଆଁଖାଇ ବନ୍ଧୁମିଳନ
ବରଗଡ଼ : ଜେଏମଜେ ନ୍ୟୁଜ (କ୍ଷମାନିଧି ବଣ୍ଡୁକି ):ବରଗଡ଼ ଜିଲ୍ଲା ଭେଡେନ ବ୍ଲକ ଅନ୍ତର୍ଗତ ରେଶମ ବଜାର ପ୍ରାଙ୍ଗଣରେ ଆଞ୍ଚଳିକ ଜନକଲ୍ୟାଣ ଭିନ୍ନକ୍ଷମ ସଂଗଠନ ଭେଡେନର ରେଶମ, ଅରେଇଗୁଡି, ଅଇଁଲାପାଲି ଓ ଲୁହାଖଣ୍ଡି ପଞ୍ଚାୟତକୁ ନେଇ ନୂଆଁଖାଇ ବନ୍ଧୁମିଳନ – ୨୦୨୬…
ଶିକ୍ଷକଙ୍କ ମାଡ଼ରେ ଦୁଇ ଛାତ୍ର ଆହତ ; ଅଭିଯୋଗ ଆଣିଲେ ଅଭିଭାବକ,ହେଲେ BEO ଅଫିସ ଫାଇଲରେ ନାହିଁ ଅଭିଯୋଗପତ୍ର
ବୁଗୁଡ଼ା,୦୩/୧୦ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ଗଞ୍ଜାମ ଜିଲ୍ଲା ବୁଗୁଡ଼ା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ ଅଧୀନ କରଚୁଲି ପଞ୍ଚାୟତର ଭାବସର ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରଙ୍କୁ ମାଡ଼ ମାରିବା ନେଇ ଏକ ଅଭାବନୀୟ ଅଭିଯୋଗ ସାମ୍ନାକୁ ଆସିଛି। ବିଦ୍ୟାଳୟରେ ଶିଶୁ…
ଶରଣକୂଳ ରେ ସ୍ୱାଭାବିକ ଅବସ୍ଥା ଫେରିବା ପାଇଁ ମହିଳା ଅଧିକାରିଣୀ ଙ୍କ ପ୍ରୟାସ!
ଭୁବନେଶ୍ୱର : ଜେଏମଜେ ନ୍ୟୁଜ (ପ୍ରମୋଦ କୁମାର ମହାପାତ୍ର ): ନୟାଗଡ଼ ଜିଲ୍ଲା ଶରଣକୁଳ ଅଞ୍ଚଳ ରେ ନିଶା ଦ୍ରବ୍ୟ ଏବଂ ମାଦକ ଦ୍ରବ୍ୟ ର ଚୋରା କାରବାର ବୃଦ୍ଧି ପାଇଛି। ଯାହାକି ଅପରାଧ ର ପେଣ୍ଠସ୍ଥଳୀ ହେବାକୁ ଗଲାଣି। ଯାହା…
ଉତ୍କଳ ସଂସ୍କୃତ ଶିକ୍ଷକ ମହାସଂଘ ପକ୍ଷରୁ ବିଶ୍ୱ ସଂସ୍କୃତ ଦିବସ ପାଳିତ
କୋରାପୁଟ : ଜେଏମଜେ ନ୍ୟୁଜ : (ଦେବାଶ୍ରିତ ପଟ୍ଟନାୟକ ): କୋରାପୁଟ ସ୍ଥିତ ପି ଏ ମ ଶ୍ରୀ ବାଳକ ଉଚ୍ଚ ବିଦ୍ୟାଳୟ ଠାରେ ଉତ୍କଳ ସଂକୃତ ଶିକ୍ଷକ ମହାସଂଘ ଦ୍ୱାରା ବିଶ୍ୱ ସଂକୃତ ଦିବସ ମହା ସମାରୋହ ରେ ପାଳିତ…
















