ଉତ୍କଳ ସଂସ୍କୃତ ଶିକ୍ଷକ ମହାସଂଘ ପକ୍ଷରୁ ବିଶ୍ୱ ସଂସ୍କୃତ ଦିବସ ପାଳିତ
କୋରାପୁଟ : ଜେଏମଜେ ନ୍ୟୁଜ : (ଦେବାଶ୍ରିତ ପଟ୍ଟନାୟକ ): କୋରାପୁଟ ସ୍ଥିତ ପି ଏ ମ ଶ୍ରୀ ବାଳକ ଉଚ୍ଚ ବିଦ୍ୟାଳୟ ଠାରେ ଉତ୍କଳ ସଂକୃତ ଶିକ୍ଷକ ମହାସଂଘ ଦ୍ୱାରା ବିଶ୍ୱ ସଂକୃତ ଦିବସ ମହା ସମାରୋହ ରେ ପାଳିତ…
କଂଗ୍ରେସ ର ଭୋଟ ବଞ୍ଚାଅ-ସମ୍ବିଧାନ ବଞ୍ଚାଅ-ଦେଶ ବଞ୍ଚାଅ ପଦଯାତ୍ରା
ବରଗଡ଼ : ଜେମେଜେ ନ୍ୟୁଜ (କ୍ଷମାନିଧି ବଣ୍ଡୁକି ): ଜିଲ୍ଲା କଂଗ୍ରେସ କମିଟି ସଭାପତି ସୁଭେନ୍ଦୁ କୁମାର ସାହୁଙ୍କ ସଭାପତିତ୍ୱରେ ସମସ୍ତେ ଏକାଠି ହୋଇ ! ଗୋପାଳ ଗୋଶାଳା ପ୍ରଙ୍ଗଣରୁ, ଘରୋଇ ବସଷ୍ଟାଣ୍ଡ ଦେଇ ଗାନ୍ଧୀଛକ ପଯ୍ୟନ୍ତ “ଭୋଟ୍ ବଞ୍ଚାଅ-ସମ୍ବିଧାନ ବଞ୍ଚାଅ-ଦେଶ…
ଦୁଇ ଦିନିଆ ଓଡ଼ିଶା ଗସ୍ତରେ ବିଜେପି ପ୍ରଭାରୀ ଡି.ପୁରନ୍ଦେଶ୍ୱରୀ
ଭୁବନେଶ୍ୱର: ଜେଏମଜେ ନ୍ୟୁଜ : ଦୁଇ ଦିନିଆ ଓଡ଼ିଶା ଗସ୍ତରେ ରାଜ୍ୟ ବିଜେପିର ନୂଆ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ। ତାଙ୍କ ସହ ଆସିଛନ୍ତି ନବନିଯୁକ୍ତ ସହପ୍ରଭାରୀ ଡ. ସ୍ୱଦେଶ ସିଂ। ଦାୟିତ୍ୱ ମିଳିବା ପରେ ଉଭୟଙ୍କ ଏହି ଓଡ଼ିଶା ଗସ୍ତକୁ ଦଳୀୟ…
ଇତିହାସ ରଚିଲେ ପୋଲମା ବିଦ୍ୟାଳୟର ଛାତ୍ର
ରାୟଗଡା : ଜେଏମଜେ ନ୍ୟୁଜ (ସୁପ୍ରିୟା ଷଡ଼ଙ୍ଗୀ): ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ପୋଲମା ପଞ୍ଚାୟତ ସ୍ଥିତ ପୋଲମା ବିଦ୍ୟାଳୟ ପାଇଁ ଆସିଛି ଗୌରବମୟ ଖବର। ବିଦ୍ୟାଳୟର ଛାତ୍ର ସୁଶାନ୍ତ ମାଣ୍ଡିକା ଜାତୀୟ ସ୍ତରୀୟ ଜୁନିୟର ଥ୍ରୋବଲ୍ ଚାମ୍ପିଅନସିପ୍ରେ ଓଡ଼ିଶା…
ବିଇଓ ଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା
କବିସୂର୍ଯ୍ୟନଗର : ଜେଏମଜେ ନ୍ୟୁଜ : କବିସୂର୍ଯ୍ୟନଗର କଲ୍ୟାଣ ମଣ୍ଡପ ଠାରେ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଙ୍କ ପକ୍ଷରୁ ବିଇଓ ଅଭିମନ୍ୟୁ ସାହୁଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି । ପ୍ରଧାନ ଶିକ୍ଷକ ଦିବାକର ଶତପଥୀ ଙ୍କ ସଭାପତିତ୍ୱ…
ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଆଜିଠାରୁ ସିଜେପିର ଦେଶବ୍ୟାପୀ ଆନ୍ଦୋଳନ
ଜେଏମଜେ ବ୍ୟୁରୋ : ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଆଜିଠାରୁ ସିଜେପିର ଦେଶବ୍ୟାପୀ ଆନ୍ଦୋଳନ। ବିଭିନ୍ନ ରାଜ୍ୟରେ ସିଜେପି ଆନ୍ଦୋଳନ କରିବାକୁ ଘୋଷଣା କରିଛନ୍ତି ଦଳର ପ୍ରତିଷ୍ଠାତା ଅଭିଜିତ ଦୀପକେ। ନିର୍ବାଚନ କମିଶନ ମଧ୍ୟରେ ଦେଖାଦେଇଥିବା ବିବାଦ…
ପାର୍ବଣରେ ଚଳ ଚଞ୍ଚଳ ହେଲାଣି ବିଭିନ୍ନ ଶକ୍ତିପୀଠ
ଜେଏମଜେ ବ୍ୟୁରୋ : ପାର୍ବଣରେ ଶକ୍ତି ଆରାଧନା । ଚଳଚଞ୍ଚଳର ରାଜ୍ୟର ସମସ୍ତ ଶକ୍ତପୀଠ । ମୂଳାଷ୍ଟମୀ ଠାରୁ ବିଜୟା ଦଶମୀ ଯାଏଁ ଚାଲିବ ଷୋଡ଼ଶ ଉପଚାର ପୂଜା । ଏଥିପାଇଁ କଟକର ବିଭିନ୍ନ ଶକ୍ତିପୀଠ ମାନଙ୍କରେ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି…
ପୁନର୍ଗଠିତ ହେଲା ବିଜେଡି ମିଡିଆ ସେଲ୍
ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ପୁନର୍ଗଠିତ ହୋଇଛି ବିଜେଡି ମିଡିଆ ସେଲ୍ । ଏହାକୁ ପୁନର୍ଗଠନ କରିଛନ୍ତି ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ । ଦଳର ବୈଦ୍ୟୁତିକ ଗଣମାଧ୍ୟମ ମୁଖ୍ୟ ସଂଯୋଜକ ଭାବେ ବିଧାୟକ ଅରୁଣ ସାହୁଙ୍କୁ ଦାୟିତ୍ବ ପ୍ରଦାନ…
ହବିଷ୍ୟାଳିଙ୍କ ପାଇଁ ନିଶୁଳ୍କ ରହଣୀ ଓ ମହାପ୍ରସାଦ ବ୍ୟବସ୍ଥା, ଆସନ୍ତା ୬ରୁ ଅନଲାଇନ୍ ଆବେଦନ
ପୁରୀ : ଜେଏମଜେ ନ୍ୟୁଜ : ପୁରୀରେ ରାଜ୍ୟ ସରକାରଙ୍କ ହବିଷିଆଳି ଯୋଜନା ଅକ୍ଟୋବର ୨୬ ରୁ ହୋଇ ନଭେମ୍ବର ୨୪ ତାରିଖ ପର୍ଯ୍ୟନ୍ତ ଚାଲିବ । ଆସନ୍ତା ୬ ତାରିଖ ଦିନ ଆରମ୍ଭ ହେବ ଅନଲାଇନ୍ ଆବେଦନ ପ୍ରକ୍ରିୟା ।…
ସବୁ କ୍ଷେତ୍ରରେ ସମ୍ପୂର୍ଣ୍ଣ ବିଫଳ ରାଜ୍ୟ ସରକାର: ଜନସମ୍ପର୍କ ପଦଯାତ୍ରାରେ ବିଜେପି ଉପରେ ନବୀନଙ୍କ କଡ଼ା ପ୍ରହାର
ଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡି)ର ମାସବ୍ୟାପୀ ଜନସମ୍ପର୍କ ପଦଯାତ୍ରା ଶୁଭାରମ୍ଭ ଅବସରରେ ରାଜ୍ୟର ବିଜେପି ସରକାର ଉପରେ କଡ଼ା ପ୍ରହାର କରିଛନ୍ତି ବିରୋଧୀ ଦଳ ନେତା ତଥା ଦଳର ସଭାପତି ନବୀନ ପଟ୍ଟନାୟକ । ବୁଧବାର, ଗାନ୍ଧୀ ଜୟନ୍ତୀ ଠାରୁ…
















