ଆସନ୍ତା ୪ରୁ ଦୁଗ୍ଧ ଦର ବୃଦ୍ଧି କରିବ ଓମଫେଡ୍

ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ପାର୍ବଣ ପୂର୍ବରୁ ପୁଣି ଗ୍ରାହକଙ୍କୁ ମହଙ୍ଗାମାଡ। ପକେଟରେ ପଡ଼ିବ ପ୍ରଭାବ। ଗତକାଲି ବାଣିଜ୍ୟିକ ଗ୍ୟାସ ସିଲିଣ୍ଡର ଦର ବୃଦ୍ଧି ପାଇଥିବା ବେଳେ ଏବେ ବଢିଲା ଓମଫେଡ୍ କ୍ଷୀର ଦର। ଆସନ୍ତା ୪ ତାରିଖରୁ ଓମଫେଡ୍…

ଦଶହରାରେ ପୁଣି ବାତ୍ୟା ଭୟ! ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ବର:ଜେଏମଜେ ନ୍ୟୁଜ : ଅକ୍ଟୋବର ଦ୍ବିତୀୟ ସପ୍ତାହରେ ଆଣ୍ଡାମାନ ସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ପାଣିପାଗ ବିଭାଗ ବିସ୍ତାରିତ ରିପୋର୍ଟରେ ଦର୍ଶାଯାଇଛି ଯେ ଅକ୍ଟୋବର ୧୨ରେ ଉତ୍ତର ଆଣ୍ଡାମାନ…

SIR ବିବାଦକୁ ନେଇ ଦେଶବ୍ୟାପୀ ପ୍ରତିବାଦ, ଦିଲ୍ଲୀରେ ୭୦୦ରୁ ଅଧିକ ଅଟକ

ଜେଏମଜେ ବ୍ୟୁରୋ : SIRକୁ ନେଇ ବିବାଦ ଥମିବାର ନାଁ ନେଉନି। ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଦିଲ୍ଲୀର ଯନ୍ତରମନ୍ତରରେ ବିଭିନ୍ନ ବିରୋଧୀ ଦଳ, ଛାତ୍ର ଓ ଯୁବ ସଂଗଠନ ପ୍ରତିବାଦ କରିଛନ୍ତି ।…

ଶିକରପାଇ ବିଦ୍ୟାଳୟରେ ସାମର୍ଥ ଶିବିର

ରାୟଗଡା : ଜେଏମଜେ ନ୍ୟୁଜ (ସୁପ୍ରିୟା ଷଡ଼ଙ୍ଗୀ ): ରାୟଗଡା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଲକ ଶିକରପାଇ ପଞ୍ଚାୟତ ସଦରରେ ଥିବା ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଇକୋ କ୍ଲବ ତରଫରୁ ସାମର୍ଥ ଶିବିର ଅନୁଷ୍ଠିତ ହୋଇଛି। ବିଦ୍ୟାଳୟ ପକ୍ଷରୁ ପ୍ରଥମେ ଜାତୀୟପିତା…

ଗାନ୍ଧୀ ଜୟନ୍ତୀରୁ ରାଜନୈତିକ କ୍ଷେତ୍ର ପ୍ରସ୍ତୁତ : ଗାଁମୁହାଁ ତିନି ପ୍ରମୁଖ ଦଳ

ଜେଏମଜେ ବ୍ୟୁରୋ : ପଞ୍ଚାୟତ ନିର୍ବାଚନ ପୂର୍ବରୁ ଗାଁ ଗାଁରେ ଜମିବ ରାଜନୀତି । ଗାନ୍ଧୀ ଜୟନ୍ତୀରୁ ଗ୍ରାଉଣ୍ଡକୁ ଓହ୍ଲାଇଛନ୍ତି ତିନି ପ୍ରମୁଖ ଦଳ । ନେତା ଯିବେ ଗାଁକୁ, କର୍ମୀ ପହଞ୍ଚିବେ ଘରକୁ । ଆଉ ଲୋକଙ୍କ ପାଖରେ ପହଞ୍ଚିବ…

କନିସି ଠାରେ ଗାନ୍ଧୀ ଜୟନ୍ତୀ ପାଳିତ : ଯୋଗ ଦେଲେ ପରିବହନ ମନ୍ତ୍ରୀ

ରଙ୍ଗେଈଲୁଣ୍ଡା : ଜେଏମଜେ ନ୍ୟୁଜ : ଗାନ୍ଧୀଜୟନ୍ତୀ ଅବସରରେ କନିସି ହାଟ ଏବଂ ଜଗନ୍ନାଥ ମନ୍ଦିର ରେ ସ୍ୱଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ଏହି କାର୍ଯ୍ୟକ୍ରମ ରେ ମାନ୍ୟବର ପରିବହନ ଏବଂ ଖଣି ମନ୍ତ୍ରୀ ବିଭୁତି ଭୂଷଣ ଜେନା ମୁଖ୍ୟ ଅତିଥିଭାବେ…

ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶlତ୍ରୀ ଜୟନ୍ତୀ ପାଳିତ

କୋରାପୁଟ : ଜେଏମଜେ ନ୍ୟୁଜ : କୋରାପୁଟ ଜିଲ୍ଲା ପ୍ରଶାସନ ତରଫରୁ ଜାତିର ପିତା ମହାତ୍ମା ଗାନ୍ଧୀ ଓ ଲାଲ ବହାଦୁର ଶlତ୍ରୀ ଜୟନ୍ତୀ ପାଳନ କରିଛି l ପ୍ରଥମେ ଲାଲ ବହାଦୁର ଶlତ୍ରୀ ଙ୍କ ର ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ…

ନିମ୍ନମାନର କାମକୁ ବିରୋଧ କରିବାରୁ ନାଏବ ସରପଞ୍ଚ ଓ ତାଙ୍କ ଦୁଇ ପୁଅଙ୍କୁ ସଂଘବଦ୍ଧ ଆକ୍ରମଣ ଅଭିଯୋଗ

ନିମ୍ନମାନର ଫେଭର ବ୍ଲକ୍ କାମକୁ ବିରୋଧ କରିବାରୁ ନାଏବ ସରପଞ୍ଚ ଓ ତାଙ୍କ ଦୁଇ ପୁଅଙ୍କୁ ସଂଘବଦ୍ଧ ଆକ୍ରମଣ ଅଭିଯୋଗ । ଲୁହା ରଡ୍ ଓ ଠେଙ୍ଗାରେ ଆକ୍ରମଣରେ ୩ ଜଣ ଗୁରୁତର ଆହତ । ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା…

ଦୁଇ ବାଇକ ମୁହାଁମୁହିଁ ଧକ୍କା ; ଚାରି ଆହତ

ବୁଗୁଡ଼ା,୦୧/୧୦ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକ ଖୋଳଖାଳି ଛକ ନିକଟରେ ଆଜି ସନ୍ଧ୍ୟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଚାରି ଜଣ ଗୁରୁତର ଆହତ ହୋଇଛନ୍ତି।ଆହତମାନେ…

କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି- ୨୦୨୬ଅନୁଷ୍ଠିତ

ପୁରୁଷୋତ୍ତମପୁର : ଜେଏମଜେ ନ୍ୟୁଜ : ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ବ୍ଳକ ସମା ସ୍ଥିତ ଶ୍ରୀ ରଘୁନାଥ ଉଚ୍ଚ ବିଦ୍ୟାଳୟ ଠାରେ ପ୍ରଧାନ ଶିକ୍ଷକ ଅଶୋକ କୁମାର ତ୍ରିପାଠୀ ଙ୍କ ସଭାପତିତ୍ବରେ ରାଣୀ ଗାଁ କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି-…