ଛାତ୍ର ସଂସଦ ନିର୍ବାଚନ ନେଇ ଡିଜିପିଙ୍କ ସମୀକ୍ଷା, କ୍ୟାମ୍ପସକୁ ଅଣଛାତ୍ର ପ୍ରବେଶ ଉପରେ କଡ଼ା ନଜର
ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଛାତ୍ର ସଂସଦ ନିର୍ବାଚନ ପାଇଁ ପୋଲିସର ବଡ଼ ପ୍ରସ୍ତୁତି । SP-DCPଙ୍କ ସହ DGPଙ୍କ ସମୀକ୍ଷା । କ୍ୟାମ୍ପସକୁ ଅଣଛାତ୍ର ପ୍ରବେଶ ଉପରେ କଡ଼ା ନଜର । ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ…
ମିଶନ ଶକ୍ତି ମହିଳାଙ୍କୁ ଦଶହରା ଭେଟି
ଭୁବନେଶ୍ବର: ଜେଏମଜେ ନ୍ୟୁଜ : ମିଶନ ଶକ୍ତି ମହିଳାଙ୍କୁ ଦଶହରା ଭେଟି ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ମିଶନ ଶକ୍ତି ପ୍ରେକ୍ଷାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ ୧,୭୯,୮୦୯ଟି ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କାର ସୁଧ ଫେରସ୍ତ କରାଯାଇଛି। ଏହା…
ଦିନିକିଆ ସୁନାବେଡା ଗସ୍ତ ରେ ଦେଶର ପ୍ରତିରକ୍ଷା ମନ୍ତ୍ରୀ।
କୋରାପୁଟ : ଜେମେଜେ ନ୍ୟୁଜ : କୋରାପୁଟ ଜିଲ୍ଲାର ସୁନାବେଡ଼ାସ୍ଥିତ ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ୍ ଗସ୍ତ କରିଛନ୍ତି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ହାଲ ହେଲିପ୍ୟାଡ୍ରେ ପହଞ୍ଚିବା ପରେ ପ୍ରତିରକ୍ଷା ମନ୍ତ୍ରୀ ସିଧାସଳଖ ହାଲ ପରିସରରେ…
ଅନ୍ତ୍ୟୋଦୟ ଗୃହ ଯୋଜନା ରେ ୧୩ ପରିବାର ଙ୍କୁ କାର୍ଯ୍ୟାଦେଶ ବଣ୍ଟନ
ଗୋଲାମୁଣ୍ଡା : ଜେଏମଜେ ନ୍ୟୁଜ (ପିତାମ୍ବର ବେହେରା ): କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତୁର୍ଲାପଡା ରେ କେବଳ ଆଦିବାସୀ ୧୪ ଟି ପରିବାର ର ୪୫ ଜଣ ବସବାସ କରୁଥିବା ବେଳେ ଜଣେ ପରିବାର ଛଡା ସବୁ ପରିବାର…
ସାକ୍ଷୀଙ୍କୁ ଧମକ ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା
ବ୍ରହ୍ମପୁର:ଜେଏମଜେ ନ୍ୟୁଜ : ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ ଅଭିଯୋଗରେ ପୁଣି ଥାନାରେ ହାଜର ହେଲେ ବିକ୍ରମ ପଣ୍ଡା। ଗୋସାଣୀନୂଆଗାଁ ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା। ତାଙ୍କୁ ପ୍ରାୟ ତିନି ଘଣ୍ଟା ଧରି…
ଅଣ ଛାତ୍ରଙ୍କ ଉପରେ କଡା ନଜର ରଖିବାକୁ ସମସ୍ତ SP ଙ୍କୁ ନିର୍ଦେଶ : ଡିଜିପି
ଜେଏମଜେ ବ୍ୟୁରୋ : ଛାତ୍ର ସଂସଦ ନିର୍ବାଚନ ନେଇ ପୋଲିସ ଉପରେ କଡା ନଜର ରହିଛି ବୋଲି ଡିଜିପି ବିନୟ ତୋଷ ପ୍ରତିକ୍ରିୟା ରଖି କହିଛନ୍ତି, ଅଣଛାତ୍ରଙ୍କ ଉପରେ କଡା ନଜର ରଖିବାକୁ ସବୁ ଜିଲ୍ଲାର ଏସପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।…
INDIA ବ୍ଲକ୍ ପ୍ରତିବାଦରେ ସାମିଲ୍ ହେଲା ବିଜେଡି
ଭୁବନେଶ୍ୱର : ଜେଏମଜେ ବ୍ୟୁରୋ : ଭୋଟର ତାଲିକାର ସ୍ପେସିଆଲ ଇଣ୍ଟେନ୍ସିଭ ରିଭିଜନକୁ ନେଇ ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କ କଥିତ ଏକ ତରଫା କାର୍ଯ୍ୟାନୁଷ୍ଠାନ ଏବଂ ଦେଶବ୍ୟାପୀ ୧୩ କୋଟିରୁ ଅଧିକ ଭୋଟରଙ୍କ ନାମ ବାଦ ପଡିବା ଅଭିଯୋଗକୁ…
ସିଇଓଙ୍କ ଅଫିସ ଘେରିଲା କଂଗ୍ରେସ
ଭୁବନେଶ୍ୱର: ଜେଏମଜେ ବ୍ୟୁରୋ : ଭୋଟର ତାଲିକାର ସ୍ପେସିଆଲ ଇଣ୍ଟେନ୍ସିଭ ରିଭିଜନକୁ ନେଇ ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଅଫିସ ଘେରିଲା ଯୁବ କଂଗ୍ରେସ । ଯୁବ କଂଗ୍ରେସ ପକ୍ଷରୁ ବିକ୍ଷୋଭ…
ଶୀତ ଆସିଲା , ଚିଲିକାରେ ବଢ଼ିଲାଣି ବିଦେଶୀ ଅତିଥି ପକ୍ଷୀ
ଜେଏମଜେ ବ୍ୟୁରୋ : ଆସିଲାଣି ଶୀତ । ଚିଲିକାରେ ଏବେ ଅତିଥି ପକ୍ଷୀଙ୍କ କୋଳାହଳ ବଢୁଛି । ଧୀରେ ଧୀରେ ବଢୁଛି ବିଦେଶୀ ପକ୍ଷୀଙ୍କ ସଂଖ୍ୟା। ସୁଦୂର ସାଇବେରିଆରୁ ଚିଲକାକୁ ପୁଣି ଥରେ ବର୍ଷେ ବ୍ୟବଧାନରେ ଅତିଥି ପକ୍ଷୀ ଆସିବା ନେଇ…
ପୁରୀରେ କାର୍ତ୍ତିକ ବ୍ରତ ପାଇଁ ଆଜିଠୁ ଅନଲାଇନ୍ ଆବେଦନ, ରହିବେ ୨୫୦୦ ହବିଷ୍ୟାଳି
ପୁରୀ : ଜେଏମଜେ ନ୍ୟୁଜ : ପୁରୀରେ ନିଶୁଳ୍କ ହବିଷ୍ୟାଳି ବ୍ରତ ପାଳନ ପାଇଁ ଆଜିଠୁ ଅନଲାଇନ୍ ଆବେଦନ ଆରମ୍ଭ ହେବ । ଓଡ଼ିଶା ସରକାରଙ୍କ ଇ-ଡିଷ୍ଟ୍ରିକ୍ଟ ପୋର୍ଟାଲ୍ ଜରିଆରେ ଆବେଦନ କରାଯିବ । ଅକ୍ଟୋବର ୨୬ରୁ ନଭେମ୍ବର ୨୪ ପର୍ଯ୍ୟନ୍ତ…










