ବ୍ୟାସନଗର କଲେଜରେ ପ୍ରାକ୍ ନିର୍ବାଚନୀ ହିଂସା, କଲେଜରେ ବୋମାମାଡ଼
ଜେଏମଜେ ବ୍ୟୁରୋ : ଯାଜପୁର ଜିଲ୍ଲାର ପ୍ରମୁଖ ଶିକ୍ଷାନୁଷ୍ଠାନ ବ୍ୟାସନଗର ସ୍ୱୟଂଶାସିତ ମହାବିଦ୍ୟାଳୟରେ କଲେଜ କାଉନସିଲ ନିର୍ବାଚନକୁ ନେଇ ପରିସ୍ଥିତି ଅଶାନ୍ତ ହୋଇପଡ଼ିଛି । କ୍ୟାମ୍ପସରେ ପ୍ରାକ୍ ନିର୍ବାଚନୀ ହିଂସାକାଣ୍ଡ ଘଟି ଏକାଧିକ ସ୍ଥାନରେ ଦୁର୍ବୃତ୍ତମାନେ ବୋମା ମାଡ଼ କରିଛନ୍ତି ।…
ରାତି ପାହିଲେ ନାମାଙ୍କନ, ସରଗରମ କ୍ୟାମ୍ପସ ରାଜନୀତି
ଜେଏମଜେ ବ୍ୟୁରୋ : ରାତି ପାହିଲେ ନାମାଙ୍କନ । ସରଗରମ କ୍ୟାମ୍ପସ ରାଜନୀତି । ଛାତ୍ର ସଂସଦ ନିର୍ବାଚନ ନେଇ ବିଜ୍ଞପ୍ତି ପରେ ଉଠୁଛି ପଡ଼ୁଛି କଲେଜ କ୍ୟାମ୍ପସ। ଆସନ୍ତାକାଲି ନାମାଙ୍କନ ଦାଖଲ ଥିବାରୁ କଲେଜ ପରିସରର ଉତ୍ସାହ ଦେଖିବାକୁ ମିଳିଛି।…
ରଙ୍ଗେଈଲୁଣ୍ଡା ବ୍ଲକ କଂଗ୍ରେସ କମିଟି ତରଫରୁ ଶାନ୍ତିପୂର୍ଣ୍ଣ ଓଡିଶା ବନ୍ଦ ପାଳନ।
ରଙ୍ଗେଈଲୁଣ୍ଡା : ଜେଏମଜେ ନ୍ୟୁଜ : ବିଭୁତି ଶତପଥି : ରଙ୍ଗେଈଲୁଣ୍ଡା ବ୍ଲକ କଂଗ୍ରେସ କମିଟିର ସଭାପତି ଗକୁଳ ଚନ୍ଦ୍ର କରଙ୍କ ନେତୃତ୍ୱରେ ଶାନ୍ତିପୂର୍ଣ୍ଣ ଭାବେ ଓଡିଶା ବନ୍ଦ ପାଳନ ହୋଇଯାଇଛି। ଇଣ୍ଡି ମେଣ୍ଟର ଆହ୍ୱାନ କ୍ରମେ ୧୦ଟି ବାମପନ୍ଥୀ ଦଳର…
ବନ୍ଦ ପାଳନ ନେଇ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ: ଜନସାଧାରଣଙ୍କ ସୁରକ୍ଷାକୁ ସର୍ବାଧିକ ଗୁରୁତ୍ୱ
ଭୁବନେଶ୍ବର:ଜେଏମଜେ ନ୍ୟୁଜ : ଆସନ୍ତା ୮ ଅକ୍ଟୋବରରେ ରାଜନୈତିକ ଦଳ ପକ୍ଷରୁ ଓଡ଼ିଶା ବନ୍ଦକୁ ନଜରରେ ରଖି ରାଜ୍ୟରେ ଶାନ୍ତି-ଶୃଙ୍ଖଳା ଓ ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ରଙ୍କ ଅଧ୍ୟକ୍ଷତାରେ ଭିଡିଓ କନ୍ଫରେନ୍ସିଂ…
ଓଡିଶା ବନ୍ଦକୁ ସମର୍ଥନ ଜଣାଇ ରାଜଧାନୀରେ ବନ୍ଦ ରହିବ ଅଟୋ।
ଭୁବନେଶ୍ୱର: ଜେଏମଜେ ବ୍ୟୁରୋ : କାଲି ଗଡିବନି କୌଣସି ଅଟୋ । ରାଜଧାନୀ ଅଟୋ ଚାଳକ ସଂଘର ଆହ୍ୱାନ । ଆସନ୍ତାକାଲି ଓଡିଶା ବନ୍ଦକୁ ସମର୍ଥନ ଜଣାଇ ରାଜଧାନୀ ସମେତ ରାଜ୍ୟର ସମସ୍ତ ଜାଗାରେ ଅଟୋ ଚଳାଚଳ ବନ୍ଦ କରିବାକୁ ନିଷ୍ପତ୍ତି…
କାଲି ଓଡିଶା ବନ୍ଦ: ହେଲେ ଚାଲିବ ଘରୋଇ ବସ।
ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଗୁରୁବାର ଓଡ଼ିଶା ବନ୍ଦ। ହେଲେ ଚାଲିବ ଘରୋଇ ବସ। କଂଗ୍ରେସ ନେତୃତ୍ୱାଧୀନ ଇଣ୍ଡିଆ ମେଣ୍ଟ ଦେଇଥିବା ଏହି ବନ୍ଦ ଡାକରାକୁ ନେଇ ରାଜ୍ୟରେ ରାଜନୈତିକ ତାତି ବଢ଼ିଛି। ଘରୋଇ ବସ୍ ମାଲିକ ସଂଘ ବନ୍ଦରେ…
ଗୋଦାବରିଶ ସୂଲ ସ୍ଥାପନ ଦାବିରେ ଜିଲ୍ଲାପ୍ରଶାସନର ଦ୍ୱାରସ୍ଥ ହେଲେ ଗ୍ରାମବାସୀ..
କୋରାପୁଟ : ଜେଏମଜେ ନ୍ୟୁଜ (ଦେବାଶ୍ରିତ ପଟ୍ଟନାୟକ ): କୋରାପୁଟ ଜିଲ୍ଲା ବୈପାରୀଗୁଡା ବ୍ଲକ ହଳଦୀ କୁଣ୍ଡ ଗ୍ରାମ ର ଶତାଧିକ ପୁରୁଷ ଓ ମହିଳା ଗୋଲକୁଣ୍ଡ ଗ୍ରାମରେ ଗୌଦାବରୀଶ ବିଦ୍ୟାଳୟ ସ୍ଥାପନ ନ କରି ହଳଦୀ କୁଣ୍ଡ ଗ୍ରାମ ରେ…
ଗଞ୍ଜାମ ଜିଲ୍ଲା ସ୍ତରୀୟ ୭୦ ତମ ଖୋ ଖୋ କ୍ରୀଡା ପ୍ରତିଯୋଗିତା ଉଦ୍ଘାଟିତ
ବେଗୁନିଆପଡା : ଜେଏମଜେ ନ୍ୟୁଜ (କୃଷ୍ଣ ଚନ୍ଦ୍ର ପଲେଇ ): ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ସ୍ଥିତ ବାପୁଜୀ ଷ୍ଟାଡିୟମ ଠାରେ ଗଞ୍ଜାମ ଜିଲ୍ଲା ସ୍ତରୀୟ ୭୦ ତମ ଖୋ ଖୋ କ୍ରୀଡା ପ୍ରତିଯୋଗିତା ବୁଧବାର ଶୁଭାରମ୍ଭ ହୋଇଛି। ଗଞ୍ଜାମ ଜିଲ୍ଲାର ୨୨…
ରାଜ୍ୟରେ IAS ସ୍ତରରେ ବଡ଼ ଅଦଳବଦଳ: ୭ IASଙ୍କୁ ନୂଆ ଦାୟିତ୍ୱ, ବଦଳିଲେ ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାପାଳ
ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟ ସରକାର ବୁଧବାର ଆଇଏସସ୍ତରରେ ଏକ ଅଦଳବଦଳ କରିଛନ୍ତି। ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସଚିବ ଥିବା ଅନ୍ୟା ଦାସଙ୍କୁ ନବରଙ୍ଗପୁର ଜିଲ୍ଲାପାଳ ଭାବେ ଅବସ୍ଥାପିତ କରାଯାଇଛି । ସେହିଭଳି ସାଧାରଣ ପ୍ରଶାସନ ବିଭାଗର ମଧୁମିତାଙ୍କୁ…
ଇଣ୍ଡିଆ ମେଣ୍ଟର ଓଡ଼ିଶା ବନ୍ଦକୁ ସମର୍ଥନ କଲା ବିଜେଡି
ଜେଏମଜେ ବ୍ୟୁରୋ : ଆସନ୍ତାକାଲି ଇଣ୍ଡିଆ ବ୍ଲକ୍ର ଆହ୍ୱାନ କ୍ରମେ ଅନୁଷ୍ଠିତ ହେବାକୁଥିବା ଓଡ଼ିଶା ବନ୍ଦକୁ ବିଜୁ ଜନତା ଦଳ ପକ୍ଷରୁ ସମ୍ପୂର୍ଣ୍ଣ ସମର୍ଥନ ଦିଆଯିବ ବୋଲି ଘୋଷଣା କରାଯାଇଛି। ନବୀନ ନିବାସରେ ଅନୁଷ୍ଠିତ ଏକ ବୈଠକରୁ ଫେରିବା ପରେ ବିରୋଧୀଦଳ…










