୨ ଦଫା ଦାବି ନେଇ ରାଜଧାନୀରେ ପ୍ରାଥମିକ ଶିକ୍ଷକଙ୍କ ଗର୍ଜନ।

ଜେଏମଜେ ବ୍ୟୁରୋ : ରାଜଧାନୀରେ ପ୍ରାଥମିକ ଶିକ୍ଷକଙ୍କ ଗର୍ଜନ, ୨ ଦଫା ଦାବି ନେଇ ଆନ୍ଦୋଳନ କରୁଛନ୍ତି ଶିକ୍ଷକ ସଂଘ। ରାଜଧାନୀରେ ପ୍ରାଥମିକ ଶିକ୍ଷକଙ୍କ ଗର୍ଜନ। ପ୍ରାଥମିକ ଶିକ୍ଷକ ମହାସଂଘର ବଡ଼ ବିକ୍ଷୋଭ । ୨ ଦଫା ଦାବି ନେଇ ଆନ୍ଦୋଳନ…

ଖେଳ ପାଇଁ ଟୁଇନ ସିଟି ଦାୟିତ୍ବରେ ୯୬ ପ୍ଲାଟୁନ ଫୋର୍ସ: କମିଶନର

ଜେଏମଜେ ବ୍ୟୁରୋ : ଖେଳ ପାଇଁ ଟୁଇନ ସିଟି ଦାୟିତ୍ବରେ ୯୬ ପ୍ଲାଟୁନ ଫୋର୍ସ । ବାରବାଟିରେ ହେବାକୁ ଥିବା କ୍ରିକେଟ ମ୍ୟାଚ ପାଇଁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ବମ ସ୍କ୍ବାଡ ସହ ସୁରକ୍ଷା ବଳୟକୁ ଯାଞ୍ଚ କରିବେ…

ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ

ଭୁବନେଶ୍ୱର:(ଜେଏମଜେ ବ୍ୟୁରୋ ): ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ। ବିନା ମୁରବିରେ ଚାଲିଛି ସ୍କୁଲ। ସର୍ବାଧିକ ମୟୁରଭଞ୍ଜ ଜିଲ୍ଲାର ୯ ବ୍ଲକ୍ରେ ପଦବୀ ଖାଲି ପଡିଛି। ବିଧାନସଭାରେ ଏଭଳି ଉତ୍ତର ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।ସେହିଭଳି ଜଗତସିଂହପୁର,…

ପ୍ରଥମରୁ ଦ୍ୱାଦଶ ଯାଏଁ ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ।

ଜେଏମଜେ ବ୍ୟୁରୋ : ରାଜ୍ୟର ବିଦ୍ୟାଳୟ ଶିକ୍ଷା କ୍ଷେତ୍ରରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଓଡ଼ିଶା ସରକାର ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟକ୍ରମରେ ପରିବର୍ତ୍ତନ ଆଣିବାକୁ ଯୋଜନା କରୁଛନ୍ତି। ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ବିଧାନସଭାରେ ଏହି ସୂଚନା…

ଫେବ୍ରୁଆରୀ ୧୯ରୁ ମାଟ୍ରିକ ପରୀକ୍ଷା

ଜେଏମଜେ ବ୍ୟୁରୋ : ଫେବ୍ରୁଆରୀ ୧୯ରୁ ମାଟ୍ରିକ ପରୀକ୍ଷା ଆରମ୍ଭ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ତାରିଖ ଘୋଷଣା କରାଯାଇଛି। ସକାଳ ୯ଟାରୁ ସାଢ଼େ ୧୧ଟା ଯାଏ ପରୀକ୍ଷା ଚାଲିବ। ଗଣିତ ପରୀକ୍ଷାରେ ଛାତ୍ରୀଛାତ୍ରଙ୍କୁ ଅଧିକ ୧୫ ମିନିଟ…

ପଞ୍ଚାୟତ ଅଫିସ୍‌ରେ ଚାଲିବ ପୋଷ୍ଟ ଅଫିସ୍‌: ସବୁ ଜିଲାପାଳଙ୍କୁ ଅତିରିକ୍ତ ସଚିବଙ୍କ ଚିଠି

ଜେଏମଜେ ବ୍ୟୁରୋ : ରାଜ୍ୟର ପ୍ରତି ପଞ୍ଚାୟତ ଅଫିସ୍‌କୁ ପୋଷ୍ଟ ଅଫିସ୍‌ ଶାଖାଗୁଡ଼ିକ ସ୍ଥାନାନ୍ତରିତ ହେବ। ଏନେଇ ପୂର୍ବରୁ ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଗତ ଜୁନ୍‌ ୬ ତାରିଖରେ ଚିଠି କରାଯାଇଥିଲା। ହେଲେ ଗତ…

୩ ବର୍ଷରେ ପ୍ରାୟ ୧୨୬ କୋଟି ଜରିମାନା ଆଦାୟ

ଜେଏମଜେ ବ୍ୟୁରୋ : (ଜେଏମଜେ ବ୍ୟୁରୋ ): ରାଜ୍ୟରେ ଲୁଟ୍ ହେଉଛି ଲଘୁ ଖଣିଜ ସମ୍ପଦ । ବିଭିନ୍ନ ସ୍ଥାନରେ ଚଢ଼ାଉ ବେଳେ କୋଟି କୋଟି ଜରିମାନା ଆଦାୟ କଲେଣି ରାଜ୍ୟ ସରକାର। ଜାନୁଆରୀ ୨୦୨୨ରୁ ଅକ୍ଟୋବର ୨୦୨୫ ୩ ବର୍ଷରେ…

ସାମ୍ବାଦିକଙ୍କୁ ମିଳିବ କି ପେନସନ୍? ମୁଖ୍ୟମନ୍ତ୍ରୀ କହିଲେ ବିଚାରଧୀନ ଅଛି ପ୍ରସ୍ତାବ

ଭୁବନେଶ୍ୱର: (ଜେଏମଜେ ବ୍ୟୁରୋ ):ସାମ୍ବାଦିକମାନଙ୍କୁ ପେନସନ ପ୍ରଦାନ ପାଇଁ ଏକ ପ୍ରସ୍ତାବ ଓଡ଼ିଶା ସରକାରଙ୍କ ନିକଟରେ ବିଚାରାଧୀନ ଅଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ରାଜ୍ୟ ବିଧାନସଭାରେ ସୂଚନା ଦେଇଛନ୍ତି।ବିଜେପି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଶ୍ନର ଉତ୍ତର ଦେଇ…

ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ପାଇଁ ୧ କୋଟି ଟଙ୍କା ଦେବେ ରାଜ୍ୟ ସରକାର

ଜେଏମଜେ ବ୍ୟୁରୋ : ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ନିମନ୍ତେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୧ କୋଟି ଟଙ୍କାର ଆର୍ଥିକ ଅନୁଦାନ ରାଶି ପ୍ରଦାନ କରାଯିବ। ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ…

ରାଜ୍ୟରେ ଗଠନ ହେବନି କୌଣସି ପଞ୍ଚାୟତ କି ବ୍ଲକ୍

ଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ବର୍ତ୍ତମାନ ରାଜ୍ୟରେ ଗଠନ ହେବନି କୌଣସି ପଞ୍ଚାୟତ କି ବ୍ଲକ୍ । ୨୫୦୧ ଗାଁର ପଡା ଗାଁ ମାନ୍ୟତା ଆବେଦନ ଖାରଜ କରିଛି ରାଜସ୍ୱ ବିଭାଗ । ୫ ହଜାର ୫୬୬ ଗାଁକୁ ପଡା ଗାଁ ମାନ୍ୟତା ଦେବାକୁ…