କାଶୀପୁର ପଞ୍ଚାୟତ ସମିତି କାର୍ଯାଳୟ ଠାରେ ବ୍ଲକ ଉନ୍ନୟନ ସମୀକ୍ଷା ବୈଠକ

ରାୟଗଡା : ଜେଏମଜେ ନ୍ୟୁଜ : କାଶୀପୁର ପଞ୍ଚାୟତ ସମିତି କାର୍ଯାଳୟ ଠାରେ ବ୍ଲକ ଉନ୍ନୟନ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ ସମୀକ୍ଷା ବୈଠକ ରେ ରାୟଗଡା ବିଧାୟକ ଶ୍ରୀ କାଡ୍ରାକା ଆପଲସମୀ ଉପସ୍ଥିତ ଥିଲେ। ଗୋଷ୍ଠୀ ଉନ୍ନୟନ ଅଧିକାରୀ…

ଇଞ୍ଜିନିୟରଙ୍କୁ ପରିସ୍ରା ପିଆଇବା ଘଟଣା: ଗିରଫ ହେଲେ ଅଭିଯୁକ୍ତ ପିଅନ

ଜେଏମଜେ ବ୍ୟୁରୋ : ଆର. ଉଦୟଗିରି ପୋଲିସ ଆରଡବ୍ଲୁଏସଏସ କାର୍ଯ୍ୟାଳୟରେ କନିଷ୍ଠ ଇଞ୍ଜିନିୟର ସଚିନ ଗୌଡ଼ଙ୍କୁ ପରିସ୍ରା ପରିବେଷଣ କରିବା ଅଭିଯୋଗରେ ପିଅନ ଶିବ ନାରାୟଣ ନାୟକଙ୍କୁ ଗିରଫ କରିଛି । ଜନସାଧାରଣରେ ଅସନ୍ତୋଷ ସୃଷ୍ଟି କରିଥିବା ଏହି ଆଶ୍ଚର୍ଯ୍ୟଜନକ ମାମଲାରେ,…

ଆଜିଠାରୁ UPI ନିୟମରେ ପରିବର୍ତ୍ତନ.

ଜେଏମଜେ ବ୍ୟୁରୋ : ଆଜିଠାରୁ ୟୁପିଆଇରେ ଲାଗୁ ହେଲା ନୂଆ ନିୟମ। ପ୍ରଭାବିତ ହେବ ୟୁପିଆଇ ଓ ବ୍ୟାଙ୍କ ନେଣଦେଣ। ଦେଣନେଣ ପ୍ରକ୍ରିୟାକୁ ସୁରକ୍ଷିତ କରିବାକୁ ନୂଆ ନିୟମ ଲାଗୁ ହେଲା। ବାୟୋମେଟ୍ରିକ୍ ତଥ୍ୟ ଜରିଆରେ ପେମେଣ୍ଟ୍‌ କରିହେବ। ଫିଙ୍ଗରପ୍ରିଣ୍ଟରେ ପେମେଣ୍ଟ୍‌…

ଦ୍ବୈତନଗରୀକୁ ଛୁଇଁଲା ନିଷିଦ୍ଧ କଫ୍‌ ସିରପ୍ ଲିଙ୍କ୍‌: ୩୪ ଲକ୍ଷର କଫ୍‌ ସିରପ୍‌ ଜବତ.

ଜେଏମଜେ ବ୍ୟୁରୋ : ଦ୍ବୈତନଗରୀକୁ ଛୁଇଁଲାଣି ନିଷିଦ୍ଧ କଫ୍‌ ସିରପ୍‌ ଲିଙ୍କ୍‌। କଟକରୁ ଆଜି ବିପୁଳ ପରିମାଣର କୋଡାଇନ୍ ମିଶ୍ରିତ କଫ୍‌ ସିରପ୍ ଜବତ ହୋଇଛି। କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫ୍ ବାଦାମବାଡ଼ିର ନ୍ୟୁ ଏଲ୍‌ଆଇସି କଲୋନିରେ ଏକ କୋରିଅର୍ ସଂସ୍ଥାରେ ଚଢ଼ଉ କରି…

ମୋହନ, ମନମୋହନଙ୍କ ସରୁନି ଅଙ୍କକଷା: ବିଜେପିରେ ସଙ୍ଗଠନ ଓ ମନ୍ତ୍ରିମଣ୍ଡଳ ଦ୍ୱନ୍ଦ୍ବ..

ଜେଏମଜେ ବ୍ୟୁରୋ : ବିଜେପିରେ ସଙ୍ଗଠନ ଓ ମନ୍ତ୍ରିମଣ୍ଡଳ ଦ୍ୱନ୍ଦ୍ବ..ମୋହନ, ମନମୋହନଙ୍କ ସରୁନି ଅଙ୍କକଷାଦିଲ୍ଲୀରୁ ଫେରି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଥିଲେ, ପ୍ରଥମେ ସଙ୍ଗଠନ ହେବ, ତା’ ପରେ ନିଗମ ଓ ବୋର୍ଡ ଅଧ୍ୟକ୍ଷ ପଦ ଘୋଷଣା କରାଯିବ…

ପୁରୀ ଦଳାଚକଟା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦାଖଲ କଲେ ଉନ୍ନୟନ କମିଶନର

ଜେଏମଜେ ବ୍ୟୁରୋ : ପୁରୀ ଦଳାଚକଟା ଘଟଣାର ରିପୋର୍ଟ ଦାଖଲ କଲେ ଉନ୍ନୟନ କମିଶନର ଅନୁ ଗର୍ଗ । ମାସେ ଧରି ଚାଲିଥିଲା ତଦନ୍ତ । ୭୦ ଜଣଙ୍କ ସାକ୍ଷ୍ୟ ଗ୍ରହଣ ହୋଇଥିଲା । ତେବେ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ…

ଯୋଗାଣ ମନ୍ତ୍ରୀଙ୍କ ବଢ଼ିଲା ଜମି ଅଡୁଆ.

ଜେଏମଜେ ବ୍ୟୁରୋ : ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ରଙ୍କୁ ଜମି ଅଡ଼ୁଆ । ମନ୍ତ୍ରୀଙ୍କ ଜମି ଠକେଇ ଅଭିଯୋଗ ଆଧାରରେ ବଣସିଂ ଗାଁର ନିରଞ୍ଜନ ଶତପଥୀଙ୍କୁ ଗିରଫ କରିଛି ଢେଙ୍କାନାଳ ପୁଲିସ୍ । ଗତକାଲି ତାଙ୍କୁ କୋର୍ଟ ଚାଲାଣ କରାଯାଇଛି ।…

କେବେ ବସିବ ବିଧାନସଭାର ମୌସୁମୀ ଅଧିବେଶନ ?

ଭୁବନେଶ୍ୱର: ପାର୍ଲିଆମେଣ୍ଟରେ ଆରମ୍ଭ ହୋଇଯାଇଛି ମୌସୁମୀ ଅଧିବେଶନ । ସମୟ ଗଡି ଚାଲିଥିଲେ ମଧ୍ୟ ଓଡିଶା ବିଧାନସଭାର ମୌସୁମୀ ଅଧିବେଶନ ନେଇ ବିଜ୍ଞପ୍ତି ପ୍ରକାଶ ପାଇନାହିଁ । ଯାହାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ବିରୋଧୀ ବିଜେଡି ଓ କଂଗ୍ରେସ ।…

ଯନ୍ତ୍ରୀଙ୍କୁ ପାଣି ବଦଳରେ ପରିସ୍ରା ପିଆଇଦେଲେ ପିଅନ! ଥାନାରେ ମାମଲା

ଜେଏମଜେ ବ୍ୟୁରୋ : ଏକ ଅତ୍ୟନ୍ତ ଲଜ୍ଜାଜନକ ଏବଂ ଅମାନବୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ପିଅନ ନିଜର ବରିଷ୍ଠ ଅଧିକାରୀଙ୍କୁ ପାଣି ବଦଳରେ ପରିସ୍ରା ପିଆଇ ଦେଇଥିବା ଭଳି ସାଙ୍ଘାତିକ ଅଭିଯୋଗ ଆସିଛି । ଏହି ଘଟଣା ଘଟିଛି…

ଆଇସିସି କମିଟି ନକଲେ କର୍ତ୍ତୃପକ୍ଷଙ୍କ ଦରମା ବନ୍ଦ କରାଯିବ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କଲେଜରେ ଆଇସିସି କମିଟି ନକଲେ କର୍ତ୍ତୃପକ୍ଷଙ୍କ ଦରମା ବନ୍ଦ କରାଯିବ ବୋଲି ନିର୍ଦ୍ଦେଶ ରହିଛି । ମାସେ ଭିତରେ ସବୁ କଲେଜରେ ଆଇସିସି କମିଟି କରିବା ପାଇଁ ସରକାର ଟାର୍ଗେଟ ରଖିଛନ୍ତି  ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ଆଇସିସି…