ଜଗଦୀପ ଧନଖଡ଼ ଙ୍କ ଇସ୍ତଫା ପ୍ରସଙ୍ଗ.. କଂଗ୍ରେସ କହିଲା ‘ପରଦା ପଛରେ ଅନ୍ୟ କିଛି କାରଣ ରହିଛି’
ଜେଏମଜେ ବ୍ୟୁରୋ : ଉପରାଷ୍ଟ୍ରପତି ପଦରୁ ଜଗଦୀପ ଧନଖଡ଼ଙ୍କ ଇସ୍ତଫା ପରେ ଦେଶରେ ରାଜନୀତି ତୀବ୍ର ହୋଇଯାଇଛି। ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଜଗଦୀପ ଦେଇଥିବା ଇସ୍ତଫାପତ୍ରକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁର କରି ଦେଇଛନ୍ତି। ଜଗଦୀପଙ୍କ ଇସ୍ତଫାପତ୍ରକୁ ନେଇ କଂଗ୍ରେସ କେନ୍ଦ୍ର…
ବିଜେଡି, କଂଗ୍ରେସକୁ ହାଇକୋର୍ଟଙ୍କ ନୋଟିସ.
ଜେଏମଜେ ବ୍ୟୁରୋ : ବାଲେଶ୍ଵର ଜିଲ୍ଲା ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ଜଳିଯିବା ଘଟଣାକୁ ନେଇ ରୁଜୁ ମାମଲାରେ ହାଇକୋର୍ଟରେ ଆଜି ଆଡ଼ଭୋକେଟ ଜେନେରାଲ ପକ୍ଷ ରଖିଥିଲେ । କ୍ରାଇମବ୍ରାଞ୍ଚ ତଦନ୍ତ ସଂକ୍ରାନ୍ତ ରିପୋର୍ଟ ଅଦାଲତରେ ଦାଖଲ କରିଥିଲେ ।…
ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କୃତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଦୁର୍ନୀତି ବିରୁଦ୍ଧରେ କଡା ଆଭିମୁଖ୍ୟ ଜାରି ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯାଜପୁର ଜିଲ୍ଲା ମଧୁବନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ପୂର୍ବତନ ମେଡିକାଲ ଅଫିସର ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି । ଡାକ୍ତର ରାଉତ ବର୍ତ୍ତମାନ ଭଦ୍ରକ…
ସବୁ ଗ୍ରାମ ପଞ୍ଚାୟତରେ ହେବ ଆୟୁଷମାନ ଆରୋଗ୍ୟ ମନ୍ଦିର.
ଭୁବନେଶ୍ବର:(ଜେଏମଜେ ବ୍ୟୁରୋ): ତଳ ସ୍ତରରେ କିଭଳି ସ୍ବାସ୍ଥ୍ୟ ସେବା ପହଞ୍ଚିବ । ସେଥିପାଇଁ ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଉଛି । କଟକ ଏସସିବି ଓ ଭୁବନେଶ୍ବର କ୍ୟାପିଟାଲ ହସ୍ପପିଟାଲ ଭଳି ବଡ଼ ଡାକ୍ତରଖାନାଗୁଡ଼ିକରୁ ଚାପ କମାଇବା ପାଇଁ ସ୍ୱାସ୍ଥ୍ୟ ବିଭାଗ…
ବଳାତ୍କାର ଅଭିଯୋଗରେ ଜେଲ ଯାଇଥିବା ଉଦିତ୍ ପ୍ରଧାନ ଦେଲେ ସାଂଘାତିକ ବୟାନ,କହିଲେ ସେ ଯୁବତୀ କିଏ ମୁ ଜାଣିନି..
ଜେଏମଜେ ବ୍ୟୁରୋ : ନାରୀ ସୁରକ୍ଷାର ନାରା ଦେଇ ସରକାରଙ୍କୁ ହରଡ଼ ଘଣାରେ ପକାଇ ଆସୁଥିଲେ। ହେଲେ ନିଜ ଦଳର ଛାତ୍ର ନେତା ବଳାତ୍କାର ଅଭିଯୋଗରେ ଗିରଫ ପରେ ଏବେ ଅଡୁଆ ସ୍ଥିତିରେ କଂଗ୍ରେସ। ବଳାତ୍କାର ଅଭିଯୋଗରେ ଛାତ୍ର କଂଗ୍ରେସ ସଭାପତି…
ଜଗତସିଂହପୁରରେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ଅଭିଯୁକ୍ତ ଗିରଫ
ଜେଏମଜେ ବ୍ୟୁରୋ : ଜଗତସିଂହପୁରରେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ଅଭିଯୁକ୍ତ ଗିରଫ । କଟକରୁ ଅଭିଯୁକ୍ତକୁ ଗିରଫ କଲା ପୁଲିସ୍ । ଦ୍ବିତୀୟ ଅଭିଯୁକ୍ତକୁ ଗିରଫ ପାଇଁ ଚଢ଼ଉ ଜାରି । ମାମଲାର ତଦନ୍ତ ପାଇଁ ଏସ୍ପିଙ୍କ ନେତୃତ୍ବରେ ଗଠନ ହୋଇଛି…
ନୂଆଦିଲ୍ଲୀ ଅଭିମୁଖେ ବିଜେପି ରାଜ୍ୟ ସଭାପତି,ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ନେଇ ବଢିଲା ଚର୍ଚ୍ଚା
ଜେଏମଜେ ବ୍ୟୁରୋ : ୨ୟ ଥର ରାଜ୍ୟ ସଭାପତି ଭାବରେ ପୁନଃ ନିର୍ବାଚିତ ହେବା ପରେ ନୂଆଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି ମନମୋହନ ସାମଲ । ତାଙ୍କ ସହିତ ସଙ୍ଗଠନ ସମ୍ପାଦକ ମାନସ ମହାନ୍ତି ମଧ୍ୟ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ।…
ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଲେ ଜଗଦୀପ ଧନଖଡ଼.
ଜେଏମଜେ ବ୍ୟୁରୋ : ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି ଜଗଦୀପ ଧନଖଡ଼.. ବର୍ତମାନ ର ଏ ହେଉଛି ଏକ ବଡ଼ ଖବର..ଜଗଦୀପ ଧନଖଡ଼ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି. ଏନେଇ ସେ ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇଛନ୍ତି। ଇସ୍ତଫା ପତ୍ର ସେ ରାଷ୍ଟ୍ରପତି…
ରାସ୍ତାଘାଟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକିଲେ କାର୍ଯ୍ୟାନୁଷ୍ଠାନ
ଜେଏମଜେ ବ୍ୟୁରୋ : ରାସ୍ତାଘାଟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକିଲେ କାର୍ଯ୍ୟାନୁଷ୍ଠାନ। ପେଟ୍ରୋଲ ପମ୍ପ ସଂଘ ସହ ବୈଠକ ପରେ ଯୋଗାଣ ମନ୍ତ୍ରୀ ବଡ଼ ସୂଚନା। ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି, ବାହାରେ ବିକ୍ରି ହେଲେ ଚଢ଼ାଉ କରି କାର୍ଯ୍ୟାନୁଷ୍ଠାନ…
ନାବାଳିକା ଗଣ ଦୁଷ୍କର୍ମ ମାମଲା ରେ କୋଚ ଙ୍କୁ ଉଠାଇନେଲା ପୋଲିସ
ଜେଏମଜେ ବ୍ୟୁରୋ : ଏବେ ଅଶାନ୍ତ ହୋଇପଡିଛି ଓଡିଶା । ଲଗାତାର କିଛି ଦିନ ହେବ ଚାରିଆଡୁ ଖାଲି ଦୁଷ୍କର୍ମ ଓ ହତ୍ୟା ଘଟଣା ସାମ୍ନାକୁ ଆସୁଛି । ନିକଟରେ ବାଲେଶ୍ବର ଫକୀର ମୋହନ କଲେଜ ଛାତ୍ରୀ ଘଟଣା ହେଉ କି…
















