ରାଜ୍ୟ କ୍ୟାବିନେଟରେ 11ଟି ବିଭାଗର 13 ପ୍ରସ୍ତାବକୁ ମଞ୍ଜୁରୀ
ଭୁବନେଶ୍ୱର : (ଜେଏମଜେ ବ୍ୟୁରୋ): ରାଜ୍ୟ କ୍ୟାବିନେଟରେ 13 ପ୍ରସ୍ତାବକୁ ମଞ୍ଜୁରୀ । 11ଟି ବିଭାଗର 13ଟି ପ୍ରସ୍ତାବ ଉପରେ ବାଜିଲା ମୋହର । କ୍ୟାବିନେଟ ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ । ମୟୂରଭଞ୍ଜ ରାଇରଙ୍ଗପୁରରେ ଏକ…
ଠିକ୍ରେ କ୍ଲାସ୍ କରୁନଥିବା ଅଭିଯୋଗ ଆଣି, ଗଣିତ ଶିକ୍ଷୟିତ୍ରୀଙ୍କୁ ତାଲା ପକାଇଲେ ଛାତ୍ରଛାତ୍ରୀ.
ଜେଏମଜେ ବ୍ୟୁରୋ : ସ୍କୁଲ ଭିତରେ ଗଣିତ ଶିକ୍ଷୟିତ୍ରୀଙ୍କୁ ତାଲା ପକାଇଲେ ନବମ ଦଶମ ଶ୍ରେଣୀର ଛାତ୍ରଛାତ୍ରୀ I ଗଞ୍ଜାମ ଜିଲ୍ଲା ଆସିକା କଲେଜ ଛକ ସ୍ଥିତ ଟେକ୍ନିକାଲ ହାଇସ୍କୁଲରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ । ହାଇସ୍କୁଲର ଗଣିତ ଶିକ୍ଷୟିତ୍ରୀ…
ଆନ୍ଦୋଳନକାରୀଙ୍କ ଉପରେ ରବର ବୁଲେଟ୍ ମାଡ଼ କରାଯାଇନାହିଁ:ପୋଲିସ କମିଶନର
ଜେଏମଜେ ବ୍ୟୁରୋ : ବିଜେଡି ପକ୍ଷରୁ ଲୋକସେବା ଭବନ ଘେରାଉ ଉଦ୍ୟମ ବେଳେ ପୋଲିସ-ବିଜେଡି ମୁହାଁମୁହିଁ । ଏହି ସମୟରେ ଉଭୟ ପକ୍ଷଙ୍କ ମଧ୍ୟରେ ପ୍ରବଳ ଧସ୍ତାଧସ୍ତି ହୋଇଥିଲା । ଆନ୍ଦୋଳନକାରୀଙ୍କୁ ଅଟକାଇବା ପାଇଁ ପୋଲିସ ପକ୍ଷରୁ ପାଣି ମାଡ଼ ସହିତ…
୧୨ ବର୍ଷ ପୂର୍ବରୁ ଜଣେ ଶିକ୍ଷୟିତ୍ରି ଇତିଶ୍ରୀ ବି ସମସ୍ତଙ୍କୁ ଗୁହାରୀ କରି ପୋଡ଼ି ମରିଥିଲେ.
୧୨ ବର୍ଷ ପୂର୍ବରୁ ଜଣେ ଶିକ୍ଷୟିତ୍ରୀଙ୍କ ଦେହରେ କେହି ଅଜଣା ବ୍ୟକ୍ତି ନିଆଁ ଲଗାଇ ଦେଇଥିଲା। ସେହି ଠିକା ଶିକ୍ଷୟିତ୍ରୀ କିଛି ଦିନ ବିଶାଖାପାଟଣା ହସ୍ପିଟାଲରେ ମୃତ୍ୟୁ ସହ ସଂଗ୍ରାମ କରିବା ପରେ ଆରପୁରକୁ ଚାଲିଯାଇଥିଲେ। ମୃତ୍ୟୁ ପୂର୍ବରୁ ଜମାନବନ୍ଦୀ ଦେଇଥିଲେ…
୨୧ରୁ ସଂସଦର ମୌସୁମୀ ଅଧିବେଶନ: ଆସିବ ୮ ନୂଆ ବିଲ୍
ଜେଏମଜେ ବ୍ୟୁରୋ : ଆରମ୍ଭ ହେବାକୁ ଯାଉଛି ସଂସଦର ମୌସୁମୀ ଅଧିବେଶ । ପିଏମ୍ ମୋଦିଙ୍କ ନେତୃତ୍ବାଧୀନ ଏନ୍ଡିଏ ସରକାର ଓ ବିରୋଧ ଦଳ ଏଥିପାଇଁ ଆରମ୍ଭ କରିଛନ୍ତି ପ୍ରସ୍ତୁତି। ୨୧ ଜୁଲାଇରୁ ଆରମ୍ଭ ହୋଇ ୨୧ ଅଗଷ୍ଟ ପର୍ଯ୍ୟନ୍ତ ଚାଲିବ…
ସଚିବ ସ୍ତରୀୟ ବୈଠକରେ ଆସିଲା ବଡ଼ ନିଷ୍ପତ୍ତି: ବିଦା ହେବେ ଅପାରଗ , ଅଯୋଗ୍ୟ ଅଧିକାରୀ
ଜେଏମଜେ ବ୍ୟୁରୋ : ସଚିବ ସ୍ତରୀୟ ବୈଠକରେ ଆସିଲା ବଡ଼ ନିଷ୍ପତ୍ତି। ଏଣିକି ବିଦା ହେବେ ଅପାରଗ , ଅଯୋଗ୍ୟ ଅଧିକାରୀ। ଅପାରଗ , ଅଯୋଗ୍ୟ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ନିଦ୍ଦେର୍ର୍ଶ ଦିଆଯାଇଛି। ଏନେଇ ସବୁ ବିଭାଗର ପ୍ରମୁଖ ସଚିବ ଓ…
ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ବାସଭବନ ଉପରକୁ ଅଣ୍ଡା ମାଡ଼
ଭୁବନେଶ୍ବର: ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ବିଏଡ୍ ଛାତ୍ରୀ ସୌମ୍ୟାଶ୍ରୀ ବିଶି ମୃତ୍ୟୁ ମାମଲାରେ କଂଗ୍ରେସ ବିରୋଧ ପ୍ରଦର୍ଶନ କରିଛି। ଛାତ୍ର କଂଗ୍ରେସ ଆଜି ସନ୍ଧ୍ୟାରେ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ବାସଭବନ ଘେରିଛି। ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ଉତ୍ତେଜିତ ହୋଇଛି।…
ଆସନ୍ତାକାଲି, ଆଠ ଘଣ୍ଟିଆ ବାଲେଶ୍ୱର ବନ୍ଦ ଡାକରା. ଏପଟେ ଲୋକସେବା ଭବନ ମଧ୍ୟ ଘେରାଉ କରିବ ବିଜେଡି
ଜେଏମଜେ ବ୍ୟୁରୋ : ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଓଡ଼ିଶା ଉଠୁଛି ପଡୁଛି। ଏହି ଘଟଣାର ପ୍ରତିବାଦରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଆସନ୍ତାକାଲି, ବାଲେଶ୍ୱରରେ ଆଠ ଘଣ୍ଟିଆ ବନ୍ଦ ଡାକରା ଦେଇଛି। ସକାଳ…
ସନ୍ଧ୍ୟା ସୁଦ୍ଧା ଆସିପାରେ ବଡ଼ ନିଷ୍ପତ୍ତି।
ଜେଏମଜେ ବ୍ୟୁରୋ : ବାଲେଶ୍ୱର FM କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣା । ସନ୍ଧ୍ୟା ସୁଦ୍ଧା ଆସିପାରେ ବଡ଼ ନିଷ୍ପତ୍ତି। ମୁଖ୍ୟମନ୍ତ୍ରୀ କଟକରୁ ଫେରିବା ପରେ ବଡ ନିଷ୍ପତ୍ତି ନେଇ ପାରନ୍ତି ସରକାର। ରାଜସ୍ୱ ମନ୍ତ୍ରୀ କହିଛନ୍ତି, ବାଲେଶ୍ୱର ଘଟଣା ସରକାରଙ୍କୁ…
ହୁଲୁସ୍ତୁଲ ସାରା ଓଡିଶା: ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ।ମୁଖ୍ୟମନ୍ତ୍ରୀଙ୍କ କୋକେଇ କରି ଯାତ୍ରା..
ଜେଏମଜେ ବ୍ୟୁରୋ : ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ। ମୃତ୍ୟୁବରଣ କଲେ ବାଲେଶ୍ବର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀ ସୌମ୍ୟାଶ୍ରୀ ବିଶି। ଏହାକୁ ନେଇ ରାଜ୍ୟ ରାଜନୀତି ଜୋର ଧରିଛି। ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ଘେରିଛନ୍ତି। ଗୋଟିଏ ପଟେ…
















