ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

ବ୍ରହ୍ମପୁର : ଜେଏମଜେ ନ୍ୟୁଜ : (ତପେନ୍ଦ୍ର ଡାକୁଆ ):ବ୍ରହ୍ମପୁରର ପୂର୍ବତନ ମେୟର ପିଣ୍ଟୁ ଦାଶଙ୍କ ଭାଇ ପିଙ୍କୁ ଦାଶ ଓ ବୁଡୁ ମହାନ୍ତିଙ୍କ ସମେତ ୪ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରିଛି । ଗିରଫ ଅଭିଯୁକ୍ତଙ୍କ ଠାରୁ ଗୋଟିଏ ବନ୍ଧୁକ ଜବତ…

ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

ଗୋପାଳପୁର: ଜେଏମଜେ ନ୍ୟୁଜ (ବିଭୁତି ଶତପଥୀ ): ଗୋପାଳପୁର ଆହାର କେନ୍ଦ୍ର ବହୁ ବାଦ ବିବାଦ ପରେ ଚଳିତ ମାସ ୧ ତାରିଖରେ ମା ମଙ୍ଗଳା ମହିଳା ସଂଘକୁ ସ୍ଥାନୀୟ ଏନ ଏ ସି ପକ୍ଷରୁ ହସ୍ତାନ୍ତର କରାଯାଇଥିଲା l ଏହି…

ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

ଜେଏମଜେ ବ୍ୟୁରୋ : ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ଉତ୍ତର ଭାରତ ମହାସାଗର, ବିଶେଷକରି ବଙ୍ଗୋପସାଗର ଓ ଆରବ ସାଗରରେ ଘୂର୍ଣ୍ଣିିଝଡ଼ କାର୍ଯ୍ୟକଳାପ ବଢ଼ିବାର ସମ୍ଭାବନା ରହେ। ଏହି ସମୟକୁ ଭାରତର ଘୂର୍ଣ୍ଣିିଝଡ଼ ଋତୁର ଏକ ପ୍ରମୁଖ ପର୍ଯ୍ୟାୟ ବୋଲି ମଧ୍ୟ ଧରାଯାଏ।…

ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

ଆଉ ୩ ଦିନ ପରେ ମଞ୍ଚରେ ମଞ୍ଚସ୍ଥ ହୋଇଥାନ୍ତା ନାଟକ । ଗଣେଜ ପୂଜା ଉପଲକ୍ଷେ ନାଟକ ମଞ୍ଚସ୍ଥ ପାଇଁ ରିହର୍ସଲ ଚାଲିଥିବା ବେଳେ ଅଭାବନୀୟ ଘଟଣା ଘଟିଛି । ଦୁଇ ଯୁବକଙ୍କ ଛୁରାମାଡ଼ରେ ଜଣେ ଯାତ୍ରା କଳାକାରଙ୍କ ମୃତ୍ୟୁ ହୋଇଛି…

ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

ଜେଏମଜେ ବ୍ୟୁରୋ : ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ନୂଆଖାଇ ପାଇଁ ସାରା ଅଞ୍ଚଳ ଉତ୍ସବମୁଖର । ଗାଁଠୁ ସହର, ସବୁଠି ଦେଖିବାକୁ ମିଳୁଛି ଆନନ୍ଦ ଓ ଉତ୍ସାହର ମାହୋଲ।ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ନିର୍ଦ୍ଧାରିତ ଲଗ୍ନ…

ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

ଜେଏମଜେ ବ୍ୟୁରୋ : ଆଜି ରାଷ୍ଟ୍ରପତି ଭବନରେ ସ୍ୱତନ୍ତ୍ର ‘ନୂଆଁଖାଇ’ ଉତ୍ସବ ପାଳନ କରାଯିବ । ଏଥିଲାଗି ସ୍ୱତନ୍ତ୍ର ଡକରା ପାଇ ନୂଆଦିଲ୍ଲୀ ଗସ୍ତ କରିଛନ୍ତି ଓଡ଼ିଶାର ୫ଟି ସାଂସ୍କୃତିକ ଦଳ । ସେ ଭିତରେ ରହିଛନ୍ତି ଅବିଭକ୍ତ କୋରାପୁଟ ଜିଲ୍ଲାର…

ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

ଜେଏମଜେ ବ୍ୟୁରୋ : ରାତି ପାହିଲେ ଉତ୍ସବ ମୁଖର ହୋଇଉଠିବ ପଶ୍ଚିମ ଓଡ଼ିଶା । ଘରେ ଘରେ ପାଳନ ହେବ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ । ଚାଲିବ ପୂଜାର୍ଚ୍ଚନା, ସପରିବାର ଏକାଠି ବସି ନବାନ୍ନ ଭକ୍ଷଣ କରିବେ । ତା ସହ…

ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

ସମ୍ବଲପୁର :ଜେଏମଜେ ନ୍ୟୁଜ : ସମ୍ବଲପୁର ସହରର ଦେହେରିପାଲି ଅଞ୍ଚଳରେ ଏକ ବଡ଼ ଧରଣର ଅଘଟଣ ଘଟିଯାଇଛି । ସ୍ଥାନୀୟ ଗଣେଶ ପୂଜା ପେଣ୍ଡାଲରେ ହଠାତ୍ ଭୟଙ୍କର ନିଆଁ ଲାଗି ସମଗ୍ର ମଣ୍ଡପ ଜଳିପୋଡ଼ି ଛାରଖାର ହୋଇଯାଇଛି । ଉତ୍ସବର ମାହୋଲ…

ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

ବ୍ରହ୍ମପୁର : ଜେଏମଜେ ନ୍ୟୁଜ (ଗଜାନନ ତ୍ରିପାଠୀ ): ଉତ୍କଳ ଆଶ୍ରମ ସମ୍ମିଳନୀ କକ୍ଷରେ ଆୟୋଜିତ ଉତ୍କଳ ସମ୍ମିଳନୀ ର ଆଲୋଚନା ସଭା ରେ ଗଞ୍ଜାମ ଜିଲ୍ଲାରେ ଥିବା ପ୍ରତ୍ୟେକ ଅନୁଷ୍ଠାନ ଓ ଦୋକାନ ମାନଙ୍କରେ ଓଡ଼ିଆ ଭାଷା ରେ ଅଗ୍ରାଧିକାର…

ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

ବ୍ରହ୍ମପୁର : ଜେଏମଜେ ନ୍ୟୁଜ :ଗଞ୍ଜାମ ଜିଲ୍ଲା ଲେଖକ ଲେଖିକା ସାମ୍ମୁଖ୍ୟ ସଭାନେତ୍ରୀ ଶ୍ରୀମତୀ ସ୍ବର୍ଣ୍ଣପ୍ରଭା ମିଶ୍ର ଙ୍କ ଆବାହକତ୍ୱରେ ଏବଂ ଲେଖକ ସାମ୍ମୁଖ୍ୟ ସଭାପତି ହାଡ଼ିବନ୍ଧୁ ମାଳି ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଗଞ୍ଜାମ ଜିଲ୍ଲା ଲେଖକ ସାମ୍ମୁଖ୍ୟ ଓ ଲେଖିକା…