ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲମାଲକାନଗିରି: ଜେଏମଜେ ନ୍ୟୁଜ ଲଗାଣ ବର୍ଷାରେ ବେହାଲ ମାଲକାନଗିରି ଜିଲ୍ଲା । ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ । ମୋଟୁ -କାଲିମେଳା ଯାତାୟାତ ଠପ। ଉଭୟ ପାର୍ଶ୍ଵରେ ଅଟକି ରହିଛି…

ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

ଭୁବନେଶ୍ୱର: ଜେଏମଜେ ନ୍ୟୁଜ : ଓଡ଼ିଶା ଭିଜିଲାନ୍ସ ବିଭାଗ ରାଉରକେଲାର ଅବକାରୀ ଅଧୀକ୍ଷକ ଧନେଶ୍ୱର ବରାଡ଼ଙ୍କ ଗାଡ଼ିରେ ୫ ଲକ୍ଷ ଟଙ୍କାର ଲାଞ୍ଚ ଟଙ୍କା ନିଆଯାଉଥିବା ଅଭିଯୋଗରେ ଅଟକ ରଖାଯାଇଛି। ଧନେଶ୍ୱର ବରାଡ଼ ଅବକାରୀ ଲାଇସେନ୍ସଧାରୀଙ୍କଠାରୁ ବହୁ ପରିମାଣର ଲାଞ୍ଚ ଅର୍ଥ…

ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

ବୁଗୁଡ଼ା,୧୨/୦୯ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ଆସନ୍ତା ଗଣେଶ ପୂଜା ଓ ବିସର୍ଜନ ଉତ୍ସବକୁ ଶାନ୍ତିଶୃଙ୍ଖଳା ପରିସ୍ଥିତି ବଜାୟ ରଖି ପାଳନ କରିବା ନେଇ ଆଜି ବୁଗୁଡ଼ା ଥାନା ପରିସରରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୁଗୁଡ଼ା ଥାନାଧିକାରୀ…

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

ଜେଏମଜେ ବ୍ୟୁରୋ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି ଏମିତି ଘଟିପାରେ ଭାରତର ପୂର୍ୱ ଉପକୂଳରେ । କାରଣ ବର୍ଷ ଶେଷ ଆଡକୁ…

ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

ଜେଏମଜେ ବ୍ୟୁରୋ : ବିଜେପିର ରାଜ୍ୟସଭା ସାଂସଦ ତଥା ଉତ୍ତରପ୍ରଦେଶର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡା. ଦିନେଶ ଶର୍ମା ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ରାଜ୍ୟସଭାର ଚେୟାରମ୍ୟାନ୍ ସି.ପି. ରାଧାକୃଷ୍ଣନ ତାଙ୍କ ଇସ୍ତଫାକୁ ଗ୍ରହଣ କରିବା ସହ ତାଙ୍କ ଆସନକୁ ଖାଲି ଘୋଷଣା…

ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି

ଜେଏମଜେ ବ୍ୟୁରୋ : ଆଜି ବାଲେଶ୍ୱରରେ ଗସ୍ତରେ ଅଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ର। ପୂର୍ବାଞ୍ଚଳ ରେଞ୍ଜରେ ଆଇନଶୃଙ୍ଖଳା ପରିସ୍ଥିତି, ଅପରାଧ ନିୟନ୍ତ୍ରଣ ଏବଂ ଆଗାମୀ ପାର୍ବଣକୁ ନେଇ ପୂର୍ବାଞ୍ଚଳ ପୁଲିସ ମୁଖ୍ୟ କାର୍ଯ୍ୟାଳୟରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ…

ଗାଁକୁ ନାହିଁ ରାସ୍ତା: ଖଟିଆରେ ବୁହା ହେଲେ ଗର୍ଭବତୀ

ଗୁଡ଼ାରୀ : ଜେଏମଜେ ନ୍ୟୁଜ : ପୁଣି ଜନନୀ ଯନ୍ତ୍ରଣା । ଗାଁକୁ ରାସ୍ତା ନଥିବାରୁ ଖଟିଆରେ ବୁହାହେଲେ ଗର୍ଭବତୀ । ରାୟଗଡ଼ା ଜିଲ୍ଲା ଗୁଡ଼ାରୀ ବ୍ଲକ ଶିରିଗୁଡ଼ା ପଞ୍ଚାୟତର ସାଡକଣା ଗ୍ରାମରେ ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ।…

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି

ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ଭୋଟର ତାଲିକା ପ୍ରସ୍ତୁତି ପ୍ରକ୍ରିୟା ଜୋରଦାର ହୋଇଛି। ଏହି ନିର୍ବାଚନ ପ୍ରକ୍ରିୟାକୁ ସ୍ୱଚ୍ଛ ଓ ସୁରୁଖୁରୁରେ ସମ୍ପାଦନ କରିବା ଲକ୍ଷ୍ୟରେ ନୂତନ ଭୋଟର ତାଲିକା…

ଜିଲ୍ଲାପାଳ ଙ୍କ ଅଫିସ ଆଗରେ ଗାଁ ସାଥି ସଙ୍ଘ ର ଆନ୍ଦୋଳନ

ଜେଏମଜେ ବ୍ୟୁରୋ : ଗଞ୍ଜାମ ଜିଲ୍ଲାରେ କାର୍ଯ୍ୟରତ ଗାଁ ସାଥୀ ମାନଙ୍କ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାଜ୍ୟ ଗାଁ ସାଥୀ ମହାସଂଘର ଗଞ୍ଜାମ ଶାଖା ପକ୍ଷରୁ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।ମହାସଂଘର ଶତାଧିକ ସଦସ୍ୟ ବର୍ଷାକୁ…

ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

ବୁଗୁଡ଼ା,୧୧/୦୯ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ବୁଗୁଡ଼ା ଏନଏସିର ଓ୍ବାର୍ଡ ନଂ-୩ ଅନ୍ତର୍ଗତ ଅରବିନ୍ଦ ନଗର ତୃତୀୟ ଲାଇନରୁ ପରିବା ବଜାରକୁ ସଂଯୋଗ କରୁଥିବା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଏନ୍ଏସି ପ୍ରଶାସନର ଦୃଷ୍ଟି ଆଢୁଆଳରେ ରହିଥିବା ଏହି ରାସ୍ତାରେ ମାଟି…