୧.୮୮ଲକ୍ଷ ଅଧାଗଢା ଘର ଡିସେମ୍ବର ସୁଦ୍ଧା ଶେଷକର: ସବୁ ଜିଲ୍ଲାପାଳଙ୍କୁ ନିର୍ଦେଶ
ଜେଏମଜେ ବ୍ୟୁରୋ : ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ)ରେ ପ୍ରଦାନ କରାଯାଇଥିବା ଲକ୍ଷାଧିକ ଘର ଏବେ ଅଧାପନ୍ତରିଆ ହୋଇ ପଡ଼ି ରହିଛି। ଫଳରେ ସରକାର ଗରିବ ଓ ଅସହାୟଙ୍କ ପାଇଁ କରିଥିବା ଆବାସ ଲକ୍ଷ୍ୟଧାର୍ଯ୍ୟ ପୂରଣ ହୋଇପାରୁ ନାହିଁ। ଏହାକୁ ନେଇ…
ବିଜେଡିକୁ ବଡ଼ ଝଟକା: ପଦ ଛାଡ଼ିଲେ ସାଂସଦ ଦେବାଶିଷ ସାମନ୍ତରାୟ
ଭୁବନେଶ୍ୱର: (ଜେଏମଜେ ବ୍ୟୁରୋ ): ବିଜେଡିର ପଦ ଛାଡ଼ିଲେ ସାଂସଦ ଦେବାଶିଷ ସାମନ୍ତରାୟ । ସିନିୟର୍ ସିଟିଜେନ୍ ସେଲ୍ ଉପସଭାପତି ପଦରୁ ଆଜି ଇସ୍ତଫା ଦେଲେ ଦେବାଶିଷ । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଲେ ଇସ୍ତଫାପତ୍ର ।ତାଙ୍କୁ ଗୁରୁତ୍ୱ…
ବିଜେଡିରେ ସୁଜାତାଙ୍କ ଏଣ୍ଟ୍ରି ପୂର୍ବରୁ ବିଦ୍ରୋହ ଆରମ୍ଭ.
ଜେଏମଜେ ବ୍ୟୁରୋ : ବିଜେଡିରେ ସୁଜାତାଙ୍କ ଏଣ୍ଟ୍ରି ପୂର୍ବରୁ ବିଦ୍ରୋହର ଆଭାସ । ସପକ୍ଷ ଓ ବିପକ୍ଷବାଦୀଙ୍କ ମଧ୍ୟରେ ଆରମ୍ଭ ହୋଇଯାଇଛି ବାକ୍ ବିତଣ୍ଡା । ପ୍ରଦୀପ ଓ ମନୋହର କହିଲେ, ନବୀନ ଥାଉ ଥାଉ ଆବଶ୍ୟକ ନାହିଁ ଉତ୍ତରାଧିକାରୀ ।…
ରାଷ୍ଟ୍ରପତିଙ୍କ ଓଡିଶା ଗ୍ରସ୍ତ କୁ ନେଇ ୪ ସ୍ତରୀୟ ସୁରକ୍ଷା ବ୍ୟବସ୍ଥା।
ଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଯାହାକୁ ନେଇ ସୋମବାର ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ବିମାନବନ୍ଦର ନିର୍ଦ୍ଦେଶକ, ଡେପୁଟି ପୋଲିସ କମିଶନର (ଟ୍ରାଫିକ୍) ଏବଂ ଡିଆଇଜି (CISF)ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି…
ସିଜେଆଇ ଭାବେ ଶପଥ ନେଲେ ଜଷ୍ଟିସ ସୂର୍ଯ୍ୟକାନ୍ତ
ଜେଏମଜେ ବ୍ୟୁରୋ : ସିଜେଆଇ ଭାବେ ଶପଥ ନେଲେ ଜଷ୍ଟିସ ସୂର୍ଯ୍ୟକାନ୍ତ। ସୁପ୍ରିମକୋର୍ଟର ୫୩ ତମ ଚିଫ୍ ଜଷ୍ଟିସ ଭାବେ ନେଇଛନ୍ତି ଦାୟିତ୍ୱ । ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହା ପୂର୍ବରୁ…
ଅବ୍ୟବସ୍ଥା ଘେରରେ ପୁରୁଷୋତ୍ତମପୁର ସହର !
ପୁରୁଷୋତ୍ତମପୁର-(ଜେଏମଜେ ନ୍ୟୁଜ): ପୁରୁଷୋତ୍ତମପୁର ଏନ୍.ଏ.ସି ଦିନକୁ ଦିନ ବହୁ ଅବ୍ୟବସ୍ଥା ଦେଇ ଗତି କରୁଛି । ସୂଚାରୁ ରୁପେ ମୌଳିକ ସୁବିଧା ପାଇବା ପାଇଁ ଓଡିଶା ର ଅଧିକ ଲୋକ ବାସ କରୁଥିବା ଅଞ୍ଚଳ ଗୁଡ଼ିକୁ ସହରୀକରଣ କରିବାକୁ ଲୋକମାନେ ବାରମ୍ବାର…
ଆବାସିକ ବିଦ୍ୟାଳୟରେ ପୁଣି ଜଣେ ଆଦିବାସୀ ଛାତ୍ରୀ ଗର୍ଭବତୀ!ମୟୂରଭଞ୍ଜ, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରୁ ଆସିଲା ସମାନ ଅଭିଯୋଗ.
ଜେଏମଜେ ବ୍ୟୁରୋ : ଆବାସିକ ବିଦ୍ୟାଳୟରେ ପୁଣି ଜଣେ ଆଦିବାସୀ ଛାତ୍ରୀ ଗର୍ଭବତୀ ହୋଇଥିବା ଅଭିଯୋଗ। ମାଲକାନଗିରି ଜିଲ୍ଲା ମାଥିଲି ଥାନା ଅଂଚଳରେ ଘଟିଛି ଏପରି ଘଟଣା। ଏଥିରେ ସଂପୃକ୍ତ ଥିବା ଜଣେ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି ମାଥିଲି…
ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷିବ
ଜେଏମଜେ ବ୍ୟୁରୋ : ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ତେବେ ଏହା ୨୪ରେ ଅବପାତରେ ପରିଣତ ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁୁ ସୂଚନା ମିଳିଛି।ମାଲାକ୍କା ସମୁଦ୍ର ସନ୍ଧି ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି…
ବନ୍ଦ ହେବ ବାଲି ମାଫିଆଙ୍କ ମନମାନୀ । ବାଲିରେ ଲାଗୁ ହେବ ଏମ୍ଏସ୍ପି
ଜେଏମଜେ ବ୍ୟୁରୋ : ବନ୍ଦ ହେବ ବାଲି ମାଫିଆଙ୍କ ମନମାନୀ । ପ୍ରଥମଥର ପାଇଁ ବାଲିରେ ଲାଗୁ ହେବ ଏମ୍ଏସ୍ପି । ମନଇଚ୍ଛା ଦର ବଢାଇ ବାଲି ବିକ୍ରି କରିପାରିବେନି ଲିଜ୍ଧାରୀ । ସରକାର ନିଦ୍ଧାର୍ରିତ କରିଥିବା ଏମ୍ଏସ୍ପି ଦରରେ ହିଁ…
୨୭ରେ ବିଧାନସଭା ଶୀତକାଳୀନ ଅଧିବେଶନ, ୨୬ରେ ସର୍ବଦଳୀୟ ବୈଠକ
ଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ନଭେମ୍ବର ୨୬ରେ ବସିବ ସର୍ବଦଳୀୟ ବୈଠକ। ଆସନ୍ତା ୨୭ରୁ ଆରମ୍ଭ ହେବ ବିଧାନସଭାର ଶୀତକାଳୀନ ଅଧିବେଶନ। ଶୀତ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି ସୁରମା ପାଢ଼ୀ। ବୁଧବାର ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିବ। ଗୃହକୁ…
















