ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ
ରାୟଗଡା :ଜେଏମଜେ ନ୍ୟୁଜ : ପୁଷ୍ଟିକର ଖାଦ୍ୟ ଓ ମିଶନ ଶକ୍ତି କାର୍ଯ୍ୟକ୍ରମରେ ଅନିୟମିତତା ଅଭିଯୋଗ ଆଣି ସାବିତ୍ରୀ ବାଇ ମହିଳା ମହା ସଙ୍ଘ ର ବିକ୍ଷୋଭ, ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଦାବି କଲା ମହାସଙ୍ଘ..ରାୟଗଡା ଜିଲ୍ଲା ବିଷମକଟକ ନେତାଜୀ ଛକ ନିକଟରେ…
MMDR ବିଲ୍ ବିରୋଧରେ ରାୟଗଡ଼ାରେ ଗର୍ଜିଲା କଂଗ୍ରେସ।
ରାୟଗଡା :ଜେଏମଜେ ନ୍ୟୁଜ : କେନ୍ଦ୍ର ସରକାରଙ୍କ MMDR ବିଲ୍ ବିରୋଧରେ ରାୟଗଡ଼ାରେ ଗର୍ଜିଲା କଂଗ୍ରେସ। ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱରେ ବିଶାଳ ପଦଯାତ୍ରା ଓ ସ୍ଥାନୀୟ ତେଜସ୍ଵୀନି ହୋଟେଲ ପଡ଼ିଆ ଠାରେ ପ୍ରତିବାଦ ସଭା। ୧୧ ବିଧାୟକ, କୋରାପୁଟ…
ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଆଜି ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ପ୍ରଭାରୀ ବିଜୟପାଲ ସିଂହ ତୋମାର, ଉପମୁଖ୍ୟମନ୍ତ୍ରୀ…
ବାତ୍ୟାକୁ ନେଇ ବଡ଼ ଅପଡେଟ୍ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ
ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ ନେଇଛି। ଫଳରେ ବାତ୍ୟା ଆଶଙ୍କ ଥିବା ଚର୍ଚ୍ଚା…
ଅଧିବେଶନ ପୂର୍ବରୁ ବିଧାନସଭାରେ ବସିଲା ସର୍ବଦଳୀୟ ବୈଠକ
ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଆସନ୍ତାକାଲିଠୁ ବିଧାନସଭାର ମୌସୁମୀ ଅଧିବେଶନ । ଏହା ପୂର୍ବରୁ ବିଧାନସଭାରେ ଶେଷ ହୋଇଛି ସର୍ବଦଳୀୟ ବୈଠକ । ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ । ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,…
ସମ୍ଭାବ୍ୟ ଲଘୁଚାପକୁ ନେଇ ସଜାଗ ଗଞ୍ଜାମ ପ୍ରଶାସନ, ୨୩ ଓ ୨୪ରେ ରେଡ୍ ୱାର୍ଣ୍ଣିଂ
ବ୍ରହ୍ମପୁର : ଜେଏମଜେ ନ୍ୟୁଜ : ସମ୍ଭାବ୍ୟ ଲଘୁଚାପକୁ ନେଇ ଗଞ୍ଜାମ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି । ସମ୍ଭାବ୍ୟ ପ୍ରବଳ ବର୍ଷା ଓ ଘଡ଼ଘଡ଼ିକୁ ଦୃଷ୍ଟିରେ ରଖି ଆରମ୍ଭ ହୋଇଛି ପ୍ରସ୍ତୁତି । ଆଜିଠାରୁ ୨୨ ତାରିଖ ଯାଏଁ ଗଞ୍ଜାମ ପାଇଁ…
ଓଡିଶା ଆଡକୁ ମୁହାଁଉଛି ଅର୍ଣ୍ଣବ ଦକ୍ଷିଣ ଉପକୂଳରେ ଲ୍ୟାଣ୍ଡଫଲ୍ ସମ୍ଭାବନା
ଜେଏମଜେ ବ୍ୟୁରୋ : ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ରହିଛି । ଏହା ଆଗାମୀ ଦିନରେ ଗଭୀର ଅବପାତରେ ପରିଣତ ହେବ । ଆସନ୍ତା ୨୩ ତାରିଖରେ ସ୍ଥଳଭାଗ ଛୁଇଁବ ବୋଲି ଆଇଏମଡି ପକ୍ଷରୁ ଜାରି ବୁଲେଟନରେ ସୂଚନା ଦିଆଯାଇଛି । ଗଞ୍ଜାମ…
ବେଗୁନିଆପଡ଼ାରେ ଆତ୍ମା କମିଟି କେବେ ?ପ୍ରଶାସନିକ ବିଳମ୍ବ ନା ରାଜନୈତିକ ଚାପ ?
କୋଦଳା : ଜେଏମଜେ ନ୍ୟୁଜ (କୃଷ୍ଣ ଚନ୍ଦ୍ର ପଲେଇ ): ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକରେ ଆତ୍ମା (ATMA) କମିଟି ଗଠନକୁ ନେଇ ଏବେ ପ୍ରଶ୍ନ ଉଠିଛି। କୃଷକଙ୍କ ସହ କୃଷି ସମ୍ପ୍ରସାରଣ କାର୍ଯ୍ୟକୁ ଅଧିକ ସୁସଂଗଠିତ କରିବାରେ ଏବଂ ସେମାନଙ୍କୁ…
ପଞ୍ଚାୟତରୁ ପୁରୀ: ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’
ଭୁବନେଶ୍ୱରଜେଏମଜେ : ରାଜ୍ୟର ଅର୍ଥନୈତିକ ଦୃଷ୍ଟିରୁ ପଛୁଆ ବର୍ଗର ଲୋକଙ୍କୁ ମାଗଣାରେ ଶ୍ରୀକ୍ଷେତ୍ର ଦର୍ଶନ କରାଇବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’ର ଶୁଭାରମ୍ଭ କରିଛନ୍ତି । ରବିବାର ଦିନ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ…
ଗଞ୍ଜାମ ଜିଲ୍ଲା ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ
ପୋଲସରା: ଜେଏମଜେ ନ୍ୟୁଜ : ଗଞ୍ଜାମ ଜିଲ୍ଲା ପୋଲସରା ବିଜ୍ଞାନ ମହାବିଦ୍ୟାଳୟରେ ଓଡିଶା ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ଦ୍ୱାରା ପରିଚାଳିତ ଶକ୍ତିଶ୍ରୀ ସଶକ୍ତିକରଣ ପ୍ରକୋଷ୍ଠ ଆନୁକୂଲ୍ୟରେ +୩ ଛାତ୍ରୀମାନଙ୍କ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିରର କାର୍ଯ୍ୟକ୍ରମ ଆଜି ଉଦଯାପିତ ହୋଇଯାଇଛି।…










