ଦାନା ବାନ୍ଧିଲାଣି ଲଘୁଚାପ :ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇବା ସମ୍ଭାବନା

ଜେଏମଜେ ବ୍ୟୁରୋ : ଲଘୁଚାପ ଦାନା ବାନ୍ଧିଲାଣି । ଉତ୍ତର ଥାଇଲାଣ୍ଡ ଉପରେ ଗୋଟିଏ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ୧୮ ତାରିଖ ସନ୍ଧ୍ୟା ସୁଦ୍ଧା ଏହା ଆଣ୍ଡାମାନ ସାଗରକୁ ଚାଲି ଆସିଥିବ । ୧୯ ତାରିଖ ସନ୍ଧ୍ୟା ସୁଦ୍ଧା ସେଠାରେ…

ପୁଣି 22 କୁ ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି

ଭୁବନେଶ୍ବର: ଜେଏମଜେ ନ୍ୟୁଜ : ପୁଣି ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି । ଆସନ୍ତା ୨୨ତାରିଖରେ ହେବ ପରବର୍ତ୍ତୀ ଶୁଣାଣି । ଆଜିର ଶୁଣାଣି ବେଳେ ରାଜ୍ୟ ସରକାରଙ୍କ ପ୍ରସ୍ତାବ ଏବଂ ଡିଜି ଚୟନ ସମ୍ପୂର୍ଣ୍ଣ ଆଇନ ସମ୍ପନ୍ନ ।…

ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ମାଲକାନଗିରି : ଜେଏମଜେ ନ୍ୟୁଜ : ମାଲକାନଗିରି ଜିଲ୍ଲା କାରାଗାରରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ସୃଷ୍ଟି ହୋଇଛି। ମୃତ କଏଦୀ ହେଲେ ମାଲକାନଗିରି ବ୍ଲକ ଅନ୍ତର୍ଗତ ଗୌଡ଼ଗୁଡ଼ା ପଞ୍ଚାୟତର କଳାଗୁଡ଼ା ଗ୍ରାମର ଲକିନାଥ ବେହେରା। ସୂଚନା ଅନୁସାରେ,…

ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

ଜେଏମଜେ ବ୍ୟୁରୋ : ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ମିଳିଲା ‘ଡପ୍‌ଲର୍’ ବଳ । ଆଗକୁ ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ୩ଟି ଡପ୍‌ଲର୍‌ ରାଡାର୍ । ସମ୍ୱଲପୁର ମଞ୍ଚରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ସ୍କୁଲରେ ବସିବ ଅଟୋମେଟିକ୍ ୱେଦର…

ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

ଜେଏମଜେ ବ୍ୟୁରୋ : କଦଳୀରେ ମିଶାଯାଉଛି ଇଥୋପନ୍ ଭଳି ବିଷାକ୍ତ ରସାୟନ, ନିରବୀ ଯାଇଛି ପ୍ରଶାସନ..ବଜାରରେ ବିକ୍ରି ହେଉଥିବା କଦଳୀରେ ମିଶାଯାଉଛି ଇଥୋପନ୍ ଭଳି ବିଷାକ୍ତ ରସାୟନ । ତେଣୁ ଜିଲା ପ୍ରଶାସନ କଦଳୀ ଗୋଦାମ ଉପରେ ଚଢାଉ କରିବାକୁ ସାଧାରଣରେ…

ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଭିତ୍ତିଭୂମି ବିକାଶ କାର୍ଯ୍ୟର ମନ୍ଥର ଗତିକୁ ନେଇ ବ୍ୟାପକ ଅସନ୍ତୋଷ ମଧ୍ୟରେ, ବର୍ତ୍ତମାନ ଖୋଦ ଶାସକ ଦଳର ତିନିଜଣ ପ୍ରଭାବଶାଳୀ ସାଂସଦ ସରକାରଙ୍କ ଉପରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।ବଲାଙ୍ଗୀର ସାଂସଦ ସଙ୍ଗୀତା…

ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

ଜେଏମଜେ ବ୍ୟୁରୋ : ସରକାରୀ କାମରେ ବଡ଼ ଗଡ଼ବଡ଼ର ଅଭିଯୋଗ । ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ତିନି ସାଂସଦ । ସଙ୍ଗୀତା ସିଂଦେଓ, ବଳଭଦ୍ର ମାଝୀ,ଓ ପାଣିଗ୍ରାହୀଙ୍କ ଚିଠି । ତେବେ ଚିଠିରେ କେଉଁ ସାଂସଦ କଣ ଅଭିଯୋଗ କରିଛନ୍ତି?…

ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

ଜେଏମଜେ ବ୍ୟୁରୋ :ମଣିପୁରର ଜିରିବାମ ଜିଲ୍ଲାର ଲେଇସଙ୍ଗ କୁକି ଗାଁରେ ଏକ ପୁଣି ହିଂସାକାଣ୍ଡ ଘଟିଛି । ଦୁଇଜଣ ଆଦିବାସୀ ମହିଳାଙ୍କୁ ଗୁଳି କରି ହତ୍ୟା କରାଯାଇଛି ଏବଂ ଏକାଧିକ ଫାର୍ମହାଉସ୍‌କୁ ନିଆଁ ଲଗାଇ ପୋଡ଼ି ଦିଆଯାଇଛି । ଜିରିବାମ-ତାମେଙ୍ଗଲଙ୍ଗ ସୀମାନ୍ତରେ…

UPI କାରବାର ନେଇ ଆସିଲା ନୂଆ ନିୟମ

ନୂଆଦିଲ୍ଲୀ:ଜେଏମଜେ ନ୍ୟୁଜ : ଡିଜିଟାଲ୍ ଇଣ୍ଡିଆ ଯୁଗରେ ୟୁନିଫାଏଡ୍ ପେମେଣ୍ଟ୍ସ ଇଣ୍ଟରଫେସ୍ ବା ୟୁପିଆଇ ଏବେ ପ୍ରତ୍ୟେକ ବ୍ୟକ୍ତିଙ୍କ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଛି। ୟୁପିଆଇ କାରବାର ଉପରେ ଚାର୍ଜ ଲାଗିବା ନେଇ ଲୋକଙ୍କ ମନରେ ଥିବା ଆଶଙ୍କା…

ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

ବ୍ରହ୍ମପୁର : ଜେଏମଜେ ନ୍ୟୁଜ : (ତପେନ୍ଦ୍ର ଡାକୁଆ ):ବ୍ରହ୍ମପୁରର ପୂର୍ବତନ ମେୟର ପିଣ୍ଟୁ ଦାଶଙ୍କ ଭାଇ ପିଙ୍କୁ ଦାଶ ଓ ବୁଡୁ ମହାନ୍ତିଙ୍କ ସମେତ ୪ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରିଛି । ଗିରଫ ଅଭିଯୁକ୍ତଙ୍କ ଠାରୁ ଗୋଟିଏ ବନ୍ଧୁକ ଜବତ…