ରାଜ୍ୟରେ ସରିଲା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ : ବାଦ ପଡିଲେ ୨୦ ଲକ୍ଷ ୫୬ ହଜାର ଭୋଟର

ଭୁବନେଶ୍ବର: ଜେଏମଜେ ନ୍ୟୁଜ : ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ ବା SIR ପରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି । ଓଡ଼ିଶାରେ ପ୍ରାୟ ୪ ମାସ ଧରି ଚାଲିଥିବା ଏହି ପ୍ରକ୍ରିୟାରେ ଦୁଇଟି ପର୍ଯ୍ୟାୟରେ ମୋଟ…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି ପୂର୍ବ-ଦକ୍ଷିଣ-ପୂର୍ବ ଓ ବିଶାଖାପାଟନମରୁ ୪୭୦ କି.ମି ପୂର୍ବ ଦିଗରେ…

ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

ବୁଗୁଡ଼ା,୨୧/୦୯ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ସ୍ଥାନୀୟ ଅବକାରୀ ଥାନା ପକ୍ଷରୁ ଅଚାନକ ଚଢାଉ କରାଯାଇ ବେଲଗୁଣ୍ଠା ଥାନା ଅନ୍ତର୍ଗତ ଚଢିଆପଲ୍ଲୀଠାରେ ଏକ ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ କରି ଜଣେ ଆସାମୀଙ୍କୁ ଗିରଫ ସହ ସୋମବାର ଦିନ…

ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ

ରାୟଗଡା :ଜେଏମଜେ ନ୍ୟୁଜ : ପୁଷ୍ଟିକର ଖାଦ୍ୟ ଓ ମିଶନ ଶକ୍ତି କାର୍ଯ୍ୟକ୍ରମରେ ଅନିୟମିତତା ଅଭିଯୋଗ ଆଣି ସାବିତ୍ରୀ ବାଇ ମହିଳା ମହା ସଙ୍ଘ ର ବିକ୍ଷୋଭ, ଜିଲ୍ଲାପାଳଙ୍କ ହସ୍ତକ୍ଷେପ ଦାବି କଲା ମହାସଙ୍ଘ..ରାୟଗଡା ଜିଲ୍ଲା ବିଷମକଟକ ନେତାଜୀ ଛକ ନିକଟରେ…

MMDR ବିଲ୍ ବିରୋଧରେ ରାୟଗଡ଼ାରେ ଗର୍ଜିଲା କଂଗ୍ରେସ।

ରାୟଗଡା :ଜେଏମଜେ ନ୍ୟୁଜ : କେନ୍ଦ୍ର ସରକାରଙ୍କ MMDR ବିଲ୍ ବିରୋଧରେ ରାୟଗଡ଼ାରେ ଗର୍ଜିଲା କଂଗ୍ରେସ। ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱରେ ବିଶାଳ ପଦଯାତ୍ରା ଓ ସ୍ଥାନୀୟ ତେଜସ୍ଵୀନି ହୋଟେଲ ପଡ଼ିଆ ଠାରେ ପ୍ରତିବାଦ ସଭା। ୧୧ ବିଧାୟକ, କୋରାପୁଟ…

ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଆଜି ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ପ୍ରଭାରୀ ବିଜୟପାଲ ସିଂହ ତୋମାର, ଉପମୁଖ୍ୟମନ୍ତ୍ରୀ…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ ନେଇଛି। ଫଳରେ ବାତ୍ୟା ଆଶଙ୍କ ଥିବା ଚର୍ଚ୍ଚା…

ଅଧିବେଶନ ପୂର୍ବରୁ ବିଧାନସଭାରେ ବସିଲା ସର୍ବଦଳୀୟ ବୈଠକ

ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଆସନ୍ତାକାଲିଠୁ ବିଧାନସଭାର ମୌସୁମୀ ଅଧିବେଶନ । ଏହା ପୂର୍ବରୁ ବିଧାନସଭାରେ ଶେଷ ହୋଇଛି ସର୍ବଦଳୀୟ ବୈଠକ । ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ । ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,…

ସମ୍ଭାବ୍ୟ ଲଘୁଚାପକୁ ନେଇ ସଜାଗ ଗଞ୍ଜାମ ପ୍ରଶାସନ, ୨୩ ଓ ୨୪ରେ ରେଡ୍ ୱାର୍ଣ୍ଣିଂ

ବ୍ରହ୍ମପୁର : ଜେଏମଜେ ନ୍ୟୁଜ : ସମ୍ଭାବ୍ୟ ଲଘୁଚାପକୁ ନେଇ ଗଞ୍ଜାମ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି । ସମ୍ଭାବ୍ୟ ପ୍ରବଳ ବର୍ଷା ଓ ଘଡ଼ଘଡ଼ିକୁ ଦୃଷ୍ଟିରେ ରଖି ଆରମ୍ଭ ହୋଇଛି ପ୍ରସ୍ତୁତି । ଆଜିଠାରୁ ୨୨ ତାରିଖ ଯାଏଁ ଗଞ୍ଜାମ ପାଇଁ…

ଓଡିଶା ଆଡକୁ ମୁହାଁଉଛି ଅର୍ଣ୍ଣବ ଦକ୍ଷିଣ ଉପକୂଳରେ ଲ୍ୟାଣ୍ଡଫଲ୍ ସମ୍ଭାବନା

ଜେଏମଜେ ବ୍ୟୁରୋ : ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ରହିଛି । ଏହା ଆଗାମୀ ଦିନରେ ଗଭୀର ଅବପାତରେ ପରିଣତ ହେବ । ଆସନ୍ତା ୨୩ ତାରିଖରେ ସ୍ଥଳଭାଗ ଛୁଇଁବ ବୋଲି ଆଇଏମଡି ପକ୍ଷରୁ ଜାରି ବୁଲେଟନରେ ସୂଚନା ଦିଆଯାଇଛି । ଗଞ୍ଜାମ…