ଆଜୀବନ ସଜା କାଟୁଥିଲେ: ୧୯ କଏଦୀଙ୍କୁ ମିଳିଲା ନୂଆ ଜୀବନ
ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଆଜୀବନ କାରାଦଣ୍ଡ ଭେଗୁଥିବା ୧୯ଜଣ କଏଦୀଙ୍କୁ ନୂଆ ଜୀବନ ମିଳିଛି । ଉତ୍ତମ ବ୍ୟବହାର ଓ ଚାଲିଚଳଣି ପାଇଁ ସେମାନଙ୍କୁ ବିଭିନ୍ନ ଜେଲ୍ରୁ ଆଗୁଆ ଖଲାସ କରାଯାଇଛି । ସେମାନଙ୍କୁ ଉତ୍ତରୀୟ ପିନ୍ଧାଇବା ସହ…
କବିସୂର୍ଯ୍ୟ ରକ୍ତଦାନ ସେବା ସଂଘ ପକ୍ଷରୁ ମେଗା ରକ୍ତଦାନ ଶିବିର ଓ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ
କବିସୂର୍ଯ୍ୟନଗର : ଜେଏମଜେ ନ୍ୟୁଜ : କବିସୂର୍ଯ୍ୟ ରକ୍ତଦାନ ସେବା ସଂଘ, କବିସୂର୍ଯ୍ୟନଗର, ଗଞ୍ଜାମ ପକ୍ଷରୁ ସପ୍ତମ ବାର୍ଷିକ ଉତ୍ସବ ଉପଲକ୍ଷେ ଗତ ୨ ଅଗଷ୍ଟ ୨୦୨୬ ତାରିଖରେ କବିସୂର୍ଯ୍ୟନଗରସ୍ଥିତ କଲ୍ୟାଣ ମଣ୍ଡପଠାରେ ଏକ ମେଗା ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ସହ…
ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ
ଭୁବନେଶ୍ୱର: ଜେଏମଜେ ନ୍ୟୁଜ : ଲଘୁଚାପ ଜନିତ ଲଗାଣ ବର୍ଷା କାରଣରୁ ରାଜ୍ୟର ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇ ବନ୍ୟା ପରିସ୍ଥିତି ଗମ୍ଭୀର ରୂପ ନେଇଛି। ପ୍ରବଳ ବର୍ଷା ଓ ନଦୀବନ୍ଧ ଉଛୁଳିବା ଫଳରେ ରାଜ୍ୟର ୫ଟି ଜିଲ୍ଲାରେ ବନ୍ୟା…
ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ
ଭୁବନେଶ୍ୱର :ଜେଏମଜେ ନ୍ୟୁଜ : ଉତ୍ତର ଓଡିଶାରେ ପ୍ରବାହିତ ନଦୀର ଜଳସ୍ତର ଆଜି ଧୀରେ ଧୀରେ କମିବାରେ ଲାଗିଛି । କିନ୍ତୁ ବନ୍ୟା ପରବର୍ତ୍ତୀ ସ୍ଥିତିରେ ଲୋକଙ୍କ ଦୁର୍ଦ୍ଦଶା ବଢିବା ଆରମ୍ଭ କରିଛି । ବନ୍ୟା ଦ୍ୱାରା ରାଜ୍ୟର ୫ ଜିଲ୍ଲାରେ…
ଲାଇଫ ଜ୍ୟାକେଟ୍ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ
ଭବାନୀପାଟଣା:ଜେଏମଜେ ନ୍ୟୁଜ (ପିତାମ୍ବର ବେହେରା ): କଳାହାଣ୍ଡି ଜିଲ୍ଲାରେ ବନ୍ୟା ଜଳରେ ଫସିଥିବା ଲୋକଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ । ନିଜେ ଲାଇଫ୍ ଜ୍ୟାକେଟ୍ ପିନ୍ଧି କେସିଙ୍ଗା ସ୍ଥିତ ବେଲଖଣ୍ଡି ଶିବ ମନ୍ଦିରରୁ ବନ୍ୟା ୧୫ ଜଣଙ୍କୁ ଉଦ୍ଧାର କରିଛନ୍ତି କଳାହାଣ୍ଡି…
ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ
ଭୁବନେଶ୍ୱର: ଜେଏମଜେ ନ୍ୟୁଜ : ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ଛତିଶଗଡ଼, ଆନ୍ଧ୍ରପ୍ରଦେଶର ଓଡ଼ିଶା ସୀମାନ୍ତ ଅଞ୍ଚଳଗୁଡ଼ିକରେ ଓଡ଼ିଆ ଶିକ୍ଷା ବାଟବଣା ହୋଇଯାଇଛି। ଏନେଇ ଆଜି ଓଡ଼ିଶାର ବିଧାନସଭା କମିଟି ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। ଉକ୍ତ ୪ଟି ରାଜ୍ୟର ୫୮୨ଟି ବିଦ୍ୟାଳୟର ୨୮,୪୮୭ଜଣ…
ବାଲିପଦର ସ୍ନାତକ ମହାବିଦ୍ୟାଳୟ ରେ ଶକ୍ତିଶ୍ରୀ ସଶକ୍ତି କରଣ କର୍ମଶାଳା। ବୁଗୁଡ଼ା : ଜେଏମଜେ ନ୍ୟୁଜ (ସୋରେନ ପ୍ରଧାନ ):ସ୍ଥାନୀୟ ବାଲିପଦର ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତି କରଣ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି ଉକ୍ତ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟ ର ଅଧକ୍ଷ ଶ୍ରୀଯୁକ୍ତ…
ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ
କୋରାପୁଟ: ଜେଏମଜେ ନ୍ୟୁଜ (ଦ୍ୱବାଶ୍ରିତ ପଟ୍ଟନାୟକ ): ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ lଏବେ ସାରା ଦେଶ ରେ ଭାରତ ସରକାର ଙ୍କ ଏସ ଆର ତଥା ସ୍ୱତନ୍ତ୍ର ଭୋଟର ସଂଶୋଧନ କାଯ୍ୟକ୍ରମ ଚାଲୁଥିବା…














