ଲଗାଣ ବର୍ଷାରେ ବେହାଲ ପୁରୀ
ଲଘୁଚାପର ପ୍ରଭାବରେ ଶ୍ରୀକ୍ଷେତ୍ର ପୁରୀରେ ଲଗାତାର ବର୍ଷା ଜାରି ରହିଛି । ଅବିରତ ବର୍ଷା ଫଳରେ ସହରର ବଡ଼ଦାଣ୍ଡ ଏବଂ ଜଗନ୍ନାଥ କଲୋନୀ ସମେତ ଅନେକ ଅଞ୍ଚଳ ଜଳବନ୍ଦୀ ହୋଇପଡ଼ିଛି । ରାସ୍ତା ଉପରେ ପାଣି ଜମି ରହିଥିବାରୁ ସାଧାରଣ ଲୋକଙ୍କ…
ରାଜସ୍ବ ନିରୀକ୍ଷକ ସୁଶାନ୍ତ ମଲ୍ଲିକ ଭିଜିଲାନ୍ସ ଜାଲରେ
ରାୟଗଡା : ଜେଏମଜେ ନ୍ୟୁଜ : ରାୟଗଡ଼ା ଜିଲା ଗୁଣପୁର ତହସିଲର ସିରିଝୋଲି ରାଜସ୍ବ ନିରୀକ୍ଷକ ସୁଶାନ୍ତ ମଲ୍ଲିକ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ପଟ୍ଟା ଟ୍ରାନ୍ସଫର କରାଇଦେବା ପାଇଁ ୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ ତାଙ୍କୁ…
ଘରେ ପଶି ସଶସ୍ତ୍ର ଡକାୟତି ଘଟଣା….ଗିରଫ ସଂଖ୍ୟା 8 କୁ ବୃଦ୍ଧି।
କବିସୂର୍ଯ୍ୟନଗର : ଜେଏମଜେ ନ୍ୟୁଜ : ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଗୋକୁଳପଲ୍ଲୀ ନିକଟ ରଜନୀକାନ୍ତ ମିଶ୍ର ଙ୍କ ଆଇକନ ଫାର୍ମ ହାଉସ ରେ ପଶି ଡକାୟତି ଘଟଣା ରେ କବିସୂର୍ଯ୍ୟନଗର ପୋଲିସ 7 ଜଣଙ୍କୁ ଗିରଫ କରି ତାଙ୍କ ଠାରୁ…
ନିର୍ମାଣ କୌଶଳ ବିକାଶ ପ୍ରତିଷ୍ଠାନ ଉଦ୍ଘାଟିତ
କବିସୂର୍ଯ୍ୟନଗର : ଜେଏମଜେ ବ୍ୟୁରୋ କବିସୂର୍ଯ୍ୟନଗର ବନଦେବୀ ଆଇ.ଟି.ଆଇ ଠାରେ ଏଲ୍ ଏଣ୍ଡ ଟି ପ୍ରାଇଭେଟ୍ ଲିମିଟେତ ସଂସ୍ଥା ତରଫରୁ ଏକ construction skill training institute ର ଶୁଭ ଉଦ୍ଘାଟନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ L & T ତରଫରୁ…
ପ୍ରକାଶ ପାଇଲା ଯୁକ୍ତ ୩ ମେରିଟ୍ ଲିଷ୍ଟପ୍ରଥମ ପର୍ଯ୍ୟାୟରେ ଲକ୍ଷେ ୭୮ ହଜାର ୭୮୨ ଛାତ୍ରଛାତ୍ରୀ ମନୋନୀତ
ଭୁବନେଶ୍ଵର: ଜେଏମଜେ ନ୍ୟୁଜ : ପ୍ରକାଶ ପାଇଲା ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ମେରିଟ୍ ଲିଷ୍ଟ। କଳା, ବିଜ୍ଞାନ ଓ ବାଣିଜ୍ୟରେ ପ୍ରଥମେ ରହିଛି ରେଭେନ୍ସା ବିଶ୍ଵବିଦ୍ୟାଳୟ। କଳା (ରାଜନୀତି ବିଜ୍ଞାନ)ରେ ୯୪.୫୦%, ବିଜ୍ଞାନ (ପଦାର୍ଥ ବିଜ୍ଞାନ)ରେ ୯୬.୫୦%, ବାୟୋଲୋଜିରେ ୯୪.୮୩%…
ବଦଳିଲା ଓଡ଼ିଶାର ସହର ଓ ଜିଲ୍ଲାର ଇଂରାଜୀ ନାମ।
ଭୁବନେଶ୍ୱର: ଜେଏମଜେ ନ୍ୟୁଜ : ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟର ବିଭିନ୍ନ ସ୍ଥାନମାନଙ୍କର ସଂଶୋଧିତ ଇଂରାଜୀ ବନାନ ସଙ୍କଳିତ ବିଜ୍ଞପ୍ତି ପ୍ରକାଶ ପାଇଛି l ଓଡ଼ିଶାର ବିଭିନ୍ନ ଜିଲ୍ଲା, ଉପଖଣ୍ଡ, ବ୍ଲକ୍ ଓ ତହସିଲର ଗୁଡ଼ିକର କୌଣସି ନାମ ପରିବର୍ତ୍ତନ ହୋଇନି…
ବିଜେଡି ଓ କଂଗ୍ରେସର ସଭ୍ୟ ପଦ ରଦ୍ଦ ଆବେଦନ ଖାରଜ କଲେ ବାଚସ୍ପତି
ଭୁବନେଶ୍ଵର: ଜେଏମଜେ ନ୍ୟୁଜ : ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂ ଘଟଣା। କଂଗ୍ରେସ ଓ ବିଜେଡିର ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି ସୁରମା ପାଢ଼ୀ। ଚଳିତ ବର୍ଷ ମାର୍ଚ୍ଚରେ ଅନୁଷ୍ଠିତ ହୋଇଥିବା ରାଜ୍ୟସଭା ନିର୍ବାଚନ ସମୟରେ ବିଜେଡି ୮ ବିଧାୟକଙ୍କ…












