୭ଦିନରେ ଦୃର୍ବୁତ୍ତ ଧାରା ନ ପଡ଼ିଲେ ଡିଜିପି ଅଫିସ ଘେରାଉ: ଭକ୍ତ ଦାସ

ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଥିବା ବଳଙ୍ଗା ପୀଡ଼ିତାଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ ବୋଲି କହିବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରି ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ପିସିସି ସଭାପତି…

ସେପ୍ଟେମ୍ବର ୯ରେ ହେବ ଉପରାଷ୍ଟ୍ରପତି ନିର୍ବାଚନ.

ଜେଏମଜେ ବ୍ୟୁରୋ : ସେପ୍ଟେମ୍ବର ୯ରେ ଉପରାଷ୍ଟ୍ରପତି ନିର୍ବାଚନ । ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ୨୧ ଅଗଷ୍ଟ ଯାଏ ନାମାଙ୍କନପତ୍ର ଦାଖଲ ହେବ । ସକାଳ ୧୦ଟାରୁ ସନ୍ଧ୍ୟା ୫ଟା ଯାଏଁ ହେବ ଭୋଟିଂ ।…

ଅବସରପ୍ରାପ୍ତ ୬୩୮୭ ଶିକ୍ଷକଙ୍କୁ ମିଳିବ ନିଯୁକ୍ତି

ଜେଏମଜେ ବ୍ୟୁରୋ : ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ । ଅବସରପ୍ରାପ୍ତ ୬୩୮୭ ଶିକ୍ଷକଙ୍କୁ ଅତିଥି ଶିକ୍ଷକ ଭାବେ ମିଳିବ ନିଯୁକ୍ତି । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ଚିଠି ଲେଖାଯାଇଛି । …

ହୋଇପାରୁନି ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଘୋଷଣା : ଜନୈତିକ ରଣନୀତି ନା ମିଳୁନି ସହମତି?

ଭାରତୀୟ ଜନତା ପାର୍ଟି (ବିଜେପି) ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ନାମ ଘୋଷଣା ସ୍ଥଗିତ ରଖିଛି। ଉପରାଷ୍ଟ୍ରପତି ନିର୍ବାଚନ ପରେ ଘୋଷଣା ହେବ। ଏହା ରାଜନୈତିକ ରଣନୀତି ବୋଲି ଜଣାପଡ଼ୁଛି। ଜେପି ନଡ୍ଡାଙ୍କ କାର୍ଯ୍ୟକାଳ ୨୦୨୪ ଲୋକସଭା ନିର୍ବାଚନ ପରେ ଶେଷ ହେବାର…

୨୦୨୪ ଲୋକସଭା ନିର୍ବାଚନରେ ହେରଫେର ହୋଇଥିଲା,ଆମ ପାଖରେ ତଥ୍ୟ ପହଞ୍ଚିଛି: ରାହୁଲ

ଜେଏମଜେ ବ୍ୟୁରୋ : ସମସ୍ତଙ୍କୁ ଚକିତ କରିବା ଭଳି ବୟାନ ଦେଇଛନ୍ତି କଂଗ୍ରେସ ସାଂସଦ ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧି। ଶନିବାର କଂଗ୍ରେସ ଆଇନଗତ ଟିମର କନଫରେନ୍ସରେ ରାହୁଲ ଅଭିଯୋଗ କରିଛନ୍ତି ଯେ ୨୦୨୪ ଲୋକସଭା ନିର୍ବାଚନରେ…

ରାଜ୍ୟ କ୍ୟାବିନେଟ ନିଷ୍ପତି : ରାଜସ୍ୱ ହାନିକୁ ରୋକିବା ନିମନ୍ତେ ଏଣିକି ‘ଟ୍ରାକ୍ ଆଣ୍ଡ ଟ୍ରେସ୍‌’ ବ୍ୟବସ୍ଥା.

ଜେଏମଜେ ବ୍ୟୁରୋ : ବାଲି ଖନନ,ଇଟାଭାଟି ଓ ପାନମସଲା ଆଦି କ୍ଷେତ୍ରରେ ରାଜସ୍ୱ ହାନିକୁ ରୋକିବା ନିମନ୍ତେ ଏଣିକି ‘ଟ୍ରାକ୍ ଆଣ୍ଡ ଟ୍ରେସ୍‌’ ବ୍ୟବସ୍ଥାକୁ ଉପଯୋଗ କରି ଜୋରିମାନା ଆଦାୟ କରାଯିବ । ଏଥିପାଇଁ ଜିଏସଟି ଆଇନ-୨୦୧୭ରେ ସଂଶୋଧନକୁ ରାଜ୍ୟ କ୍ୟାବିନେଟ୍…

ଅଗଷ୍ଟ ୩୧ ତାରିଖରେ ସ୍ପେଶାଲ ଓଟିଇଟି ପରୀକ୍ଷା

ଜେଏମଜେ ବ୍ୟୁରୋ : ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ପରିଚାଳିତ ଓଡ଼ିଶା ଟିଚର ଇଲିଜିବିଲିଟି ଟେଷ୍ଟ (ଓଟିଇଟଇ) ପରୀକ୍ଷାର୍ଥୀଙ୍କ ପାଇଁ ଶୁକ୍ରବାର ଏକ ବଡ଼ ସୂଚନା ଆସିଛି। ଅଗଷ୍ଟ ୩୧ ତାରିଖରେ ସ୍ପେଶାଲ ଓଟିଇଟି ପରୀକ୍ଷା ହେବା ନେଇ ଅବଗତ…

ବଳଙ୍ଗା ଘଟଣା ରେ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନାହାନ୍ତି : ପୋଲିସ ତଦନ୍ତ ରିପୋର୍ଟ.

ଜେଏମଜେ ବ୍ୟୁରୋ : ଗତ ଜୁଲାଇ ୧୯ ତାରିଖରେ ପୀଡ଼ିତାଙ୍କ ଦେହରେ ଲାଗିଥିଲା ନିଆଁ। ଆଉ ଠିକ୍ ଦୁଇ ସପ୍ତାହ ପରେ ଆଜି ସେ ଆଖି ବୁଜିଛନ୍ତି। ତାଙ୍କ ମୃତ୍ୟୁ ପରେ ଆଜି ଓଡ଼ିଶା ପୁଲିସ ଦେଇଛି ବଡ଼ ସୂଚନା। ତେବେ…

ବଳଙ୍ଗା ପୀଡ଼ିତାଙ୍କ ବାପା କହିଲେ,ସରକାର ଯେତିକି ସହଯୋଗ କରିବା କଥା ସେତିକି କରିଛନ୍ତି.

ଜେଏମଜେ nପୁରୀ ଜିଲ୍ଲା ବଳଙ୍ଗାର ୧୫ ବର୍ଷୀୟ ଝିଅ ଏମ୍ସ ଦିଲ୍ଲୀରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ପରେ ରାଜ୍ୟର ରାଜନୈତକ ମହଲରେ ଚାପା ଉତ୍ତେଜନା ଦେଖାଯାଇଛି। ରାଜଧାନୀ ଭୁବନେଶ୍ବରରୁ ବଳଙ୍ଗା ପର୍ଯ୍ୟନ୍ତ ବ୍ୟାପକ ପୁଲିସ ବ୍ୟବସ୍ଥା କରାଯାଇଛି। ଏହାରି ମଧ୍ୟରେ ପୀଡ଼ିତାଙ୍କ…

ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ବିଜେଡିର ପ୍ରେସମିଟ୍: ସରକାରଙ୍କୁ କଲେ ଟାର୍ଗେଟ

ଜେଏମଜେ ବ୍ୟୁରୋ : ବହୁଚର୍ଚ୍ଚିତ ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ନେଇ ବିଜୁ ଜନତା ଦଳ ଶୋକ ପ୍ରକାଶ କରିଛି । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହିତ ପୀଡ଼ିତାଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ।…