୧୨ଟି ନୂଆ ଏନ୍ଏସି ପାଇଁ ଡ୍ରାଫ୍ଟ ନୋଟିସ୍ ଜାରି
ଭୁବନେଶ୍ବର: ରାଜ୍ୟ ସରକାର ଏନ୍ଏସି ସଂଖ୍ୟା ବୃଦ୍ଧି କରିବା ପାଇଁ ଯୋଜନା ଆରମ୍ଭ କରିଦେଇଛନ୍ତି। ଏଥି ପାଇଁ ୧୨ଟି ନୂଆ ଏନ୍ଏସି ପାଇଁ ଡ୍ରାଫ୍ଟ ନୋଟିସ୍ ଜାରି କରିଛନ୍ତି। ଏନେଇ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଏହି…
୧୭ ଅଗଷ୍ଟରୁ ରାହୁଲଙ୍କ ‘ଭୋଟର ଅଧିକାର ଯାତ୍ରା’, ୧୬ ଦିନରେ ବୁଲିବେ ୧୩୦୦ କିଲୋମିଟର
ଜେଏମଜେ ବ୍ୟୁରୋ : ବିହାର ବିଧାନସଭା ନିର୍ବାଚନ ୨୦୨୫ ପାଖେଇ ଆସୁଛି। ଏହା ସହିତ ରାଜନୈତିକ ଉଷ୍ମତା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। କଂଗ୍ରେସ ଏବଂ ଆରଜେଡି ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (SIR) ସମ୍ପର୍କରେ ଏକ ବଡ଼ ଅଭିଯାନ ଆରମ୍ଭ କରିଛନ୍ତି। ରାହୁଲ ଗାନ୍ଧୀ ଏବଂ ତେଜସ୍ୱୀ ଯାଦବ ଅଗଷ୍ଟ ୧୭ ରୁ ‘ଭୋଟର ଅଧିକାର ଯାତ୍ରା’ ଆରମ୍ଭ…
ରାହୁଲ ଗାନ୍ଧୀଙ୍କ ଭାବମୂର୍ତ୍ତି ବଞ୍ଚାଇବା ପାଇଁ କଂଗ୍ରେସ ପ୍ରୟାସ କରୁଛି: ବିଜେପି ମୁଖପାତ୍ର ଅନିଲ ବିଶ୍ବାଳ
ଭୁବନେଶ୍ବର: ଭୋଟ ଚୋରି ଅଭିଯୋଗ ନେଇ କଂଗ୍ରେସର ସାମ୍ବାଦିକ ସମ୍ମିଳନୀ ଉପରେ ବିଜେପି ମୁଖପାତ୍ର ଅନିଲ ବିଶ୍ବାଳ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଯେଉଁମାନେ ଦିନେ ନିର୍ବାଚନ ଅନିୟମିତତାରେ ସାମିଲ ଥିଲେ, କୋର୍ଟ ମଧ୍ୟ ସେମାନଙ୍କ ଦଳକୁ ନିର୍ବାଚନ ଅନିୟମିତକାରୀ ବୋଲି…
କାର୍ଯ୍ୟରେ ଅବହେଳା ନେଇ ଥାନାଧିକାରୀ ନିଲମ୍ବିତ
ଜେଏମଜେ ବ୍ୟୁରୋ : କାର୍ଯ୍ୟରେ ଅବହେଳା ପାଇଁ ଗତକାଲି ଜଣେ ପୁଲିସ ଅଧିକାରୀ ନିଲମ୍ବିତ ହୋଇଥିବା ବେଳେ ଆଜି ପୁଣି ଜଣେ ପୁଲିସବାବୁ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି। ଗଞ୍ଜାମ ଜ଼ିଲ୍ଲା ଛତ୍ରପୁର ଥାନାଧିକାରୀ ଦେବାଶିଷ ମହାନ୍ତିଙ୍କୁ ଆଜି ଓଡ଼ିଶା ରାଜ୍ୟ ପୁଲିସ…
ଶୋଭାଯାତ୍ରା ବେଳେ ତାରାପ୍ରସାଦ ବାହିନୀପତିଙ୍କୁ ଅଚାନକ ଆକ୍ରମଣ
ଜେଏମଜେ ବ୍ୟୁରୋ: ଶୋଭାଯାତ୍ରା ବେଳେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କୁ ଅଚାନକ ଆକ୍ରମଣ ଅଭିଯୋଗ ହୋଇଛି। ଗତ ୧୪ ତାରିଖ ରାତିରେ କୋରାପୁଟ ଜିଲ୍ଲା କଂଗ୍ରେସ ପକ୍ଷରୁ ଏକ ମଶାଲ ଶୋଭାଯାତ୍ରା କୋରାପୁଟ ସହରରେ ଅନୁଷ୍ଠିତ ହୋଇଥିଲା। ଶୋଭାଯାତ୍ରା ଗୁଣ୍ଡିଚା ମନ୍ଦିର…
ହିନ୍ଦୋଳ ଉପଖଣ୍ଡ ସ୍ତରୀୟ ୭୯ ତମ ସ୍ବାଧିନତା ଦିବସ ପାଳିତ
ଢେଙ୍କାନାଳ : (ଜେଏମଜେ ନ୍ୟୁଜ) : ହିନ୍ଦୋଳ ଉପଖଣ୍ଡ ରେ ପାଳିତ ହେଲା ଉପଖଣ୍ଡ ସ୍ତରୀୟ ୭୯ ତମ ସ୍ବାଧିନତା ଦିବସ l ମୁଖ୍ୟ ଅତିଥି ଭାବେ ଜାତୀୟ ପତାକା ଉତ୍ତୋଳନ କଲେ ଉପଜିଲ୍ଲାପାଳ.. ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଉପଖଣ୍ଡ ରେ…
ପଶ୍ଚିମ ଓଡ଼ିଶାର ଗଣପର୍ବ ପାଇଁ ଆଜି ବାହାରିବ ଲଗ୍ନ ।
ଜେଏମଜେ ବ୍ୟୁରୋ : ପଶ୍ଚିମ ଓଡ଼ିଶାର ଗଣପର୍ବ ପାଇଁ ଆଜି ବାହାରିବ ଲଗ୍ନ । ଦିନ ୪ଟା ୩୦ରେ ହେବ ସମୟ ନିର୍ଦ୍ଧାରଣ । ପ୍ରତିବର୍ଷ ଜନ୍ମାଷ୍ଟମୀ ପରଦିନ ଅର୍ଥାତ୍ ଆଜି ସମ୍ବଲପୁର ଝାଡୁଆପଡା ସ୍ଥିତ ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟ ପକ୍ଷରୁ…
ଜିଲ୍ଲା ସଭାପତି ଚୟନ ପାଇଁ କଂଗ୍ରେସ ଜାରି କଲା ୩୫ ଜଣିଆ ପର୍ଯ୍ୟବେକ୍ଷକ ତାଲିକା
ଭୁବନେଶ୍ୱର: (ଜେଏମଜେ ନ୍ୟୁଜ ): ଓଡ଼ିଶାରେ ଜିଲ୍ଲା ସଭାପତି ବାଛିବାକୁ କଂଗ୍ରେସର କସରତ ଆରମ୍ଭ ହୋଇଯାଇଛି। ଏଥିପାଇଁ ଏଆଇସିସି ପକ୍ଷରୁ ଓଡ଼ିଶା ସମେତ ୪ ରାଜ୍ୟ ପାଇଁ ପର୍ଯ୍ୟବେକ୍ଷକ ତାଲିକା ଘୋଷଣା କରାଯାଇଛି। ସଙ୍ଗଠନ ସୃଜନ କାର୍ଯ୍ୟକ୍ରମ ଜରିଆରେ ଜିଲ୍ଲାକୁ ଜିଲ୍ଲା…
ରାଜ୍ୟରେ ଗଠନ ହେବ ୨୧ ଟି ନୂତନ NAC ଓ ନିଶା ମାଫିଆଙ୍କୁ ଦମନ କରାଯିବ : ମୁଖ୍ୟମନ୍ତ୍ରୀ
ଜେଏମଜେ ବ୍ୟୁରୋ : ସ୍ବାଧୀନତା ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ , ଆମ ରାଜ୍ୟର ମାତ୍ର ୧୭ ପ୍ରତିଶତ ଜନସଂଖ୍ୟା ସହରାଞ୍ଚଳରେ ବସବାସ କରନ୍ତି । ରାଜ୍ୟର ଦ୍ରୁତ ବିକାଶ ଓ…
ସାହସିକତା ପାଇଁ ୬ ଜଣଙ୍କୁ ମିଳିଲା ରାଷ୍ଟ୍ରପତି ପଦକ
ଭୁବନେଶ୍ୱର : ଜେଏମଜେ ବ୍ୟୁରୋ : ସ୍ବାଧୀନତା ଦିବସ ପାଳନ ଅବସରରେ ରାଜ୍ୟସ୍ତରୀୟ ପୋଲିସ ପଦକ ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଛି। ସାହସିକତା ପାଇଁ ୬ ଜଣଙ୍କୁ ରାଷ୍ଟ୍ରପତି ପଦକ ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ପଦକ ପ୍ରଦାନ…














