ଟାଟା ପାୱାରର ଯୋଜନା, ଓଡ଼ିଶାରେ ନିବେଶ କରିବ ୯୧୯୩ କୋଟି: ଉପଭୋକ୍ତା ମହାସଂଘ ର ଜୋରଦାର ବିରୋଧ

ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଓଡ଼ିଶାରେ ବିଦ୍ୟୁତ ବିତରଣ ବ୍ୟବସ୍ଥା ସୁଧାରିବା ପାଇଁ ଟାଟା ପାୱାର କରିବ ୯୧୯୩ କୋଟି ଟଙ୍କାର ପୁଞ୍ଜିନିବେଶ। ଏନେଇ ଆଜି ଓଇଆରସିରେ ହୋଇଛି ଶୁଣାଣି। କିନ୍ତୁ ଏହି ପ୍ରସ୍ତାବକୁ ଉପଭୋକ୍ତା ମହାସଂଘ କରିଛି ଜୋରଦାର…

ବିଜେଡିର ଡେଡଲାଇନ : ଆଜି ରାତି ସୁଦ୍ଧା ଇସ୍ତଫା ଦିଅ, ନହେଲେ ବିଧାନସଭା ଘେରାଉ

ଭୁବନେଶ୍ବର :ଜେଏମଜେ ନ୍ୟୁଜ : ବିଧାନସଭା ଭିତରେ ଓ ବାହାରେ ସରକାରଙ୍କ ତୃଟି ବିରୋଧରେ ଆରମ୍ଭ ହେଲା ଜନଆନ୍ଦୋଳନ । ତୃଟିପୂର୍ଣ୍ଣ ପୁସ୍ତକ ପ୍ରିଣ୍ଟିଂ ବିରୋଧରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବିକୁ ଶାଣିତ କରି ଆଜି…

ଡକ୍ଟର ସରବଣା ବିବେକ ଏମ ହେଲେ ଭୁବନେଶ୍ୱର ଡିସିପି। 4 IPS ଙ୍କୁ ନୂଆ ଦାୟିତ୍ୱ।

ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ମଙ୍ଗଳବାର ଦିନ ରାଜ୍ୟ ଗୃହ ବିଭାଗ ପକ୍ଷରୁ ପ୍ରକାଶିତ ଏକ ନୂତନ ବିଜ୍ଞପ୍ତି ଅନୁଯାୟୀ, ୪ ଜଣ ଆଇପିଏସ୍ ଅଧିକାରୀଙ୍କୁ ବଦଳି କରାଯାଇ ନୂଆ ଦାୟିତ୍ୱ ଦିଆଯାଇଛି।ଗୃହ ବିଭାଗର ନିର୍ଦ୍ଦେଶନାମା ଅନୁଯାୟୀ, ବ୍ରହ୍ମପୁରର ଆରକ୍ଷୀ…

ଆସିକା ସମବାୟ ଚିନିଶିଳ୍ପକୁ ଜାତୀୟ ଦକ୍ଷତା ପୁରସ୍କାର

ଆସିକା: ଜେଏମଜେ ନ୍ୟୁଜ :(ହରିହର ପାଢ଼ୀ ): ଜାତୀୟ ସମବାୟ ଚିନିଶିଳ୍ପ ମହାସଂଘ ଲିମିଟେଡ୍‌ (NFCSF), ନୂଆଦିଲ୍ଲୀ ପକ୍ଷରୁ ଆସିକା ସମବାୟ ଚିନିଶିଳ୍ପ ଲିମିଟେଡ୍‌କୁ ୨୦୨୫-୨୬ ବର୍ଷ ପାଇଁ “ଜାତୀୟ ଦକ୍ଷତା ପୁରସ୍କାର” (National Efficiency Award) ପ୍ରଦାନ କରାଯାଇଛି। ଏସିଆର…

ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ:5 ଦିନ ବନ୍ଦ ରହିବ ବ୍ୟାଙ୍କ

ଜେଏମଜେ ବ୍ୟୁରୋ : ସେପ୍ଟେମ୍ବର ମାସ ଶେଷ ବେଳକୁ 5 ଦିନ ବନ୍ଦ ରହିବ ବ୍ୟାଙ୍କ । ଯଦି ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) କିମ୍ବା ଅନ୍ୟ କୌଣସି ସରକାରୀ ବ୍ୟାଙ୍କରେ ଆପଣଙ୍କର କୌଣସି ଜରୁରୀ କାମ ବାକି ରହିଯାଇଛି,…

ବୁଗୁଡ଼ା ପୋଲିସକୁ ବଡ଼ ସଫଳତା;ଅନ୍ତଃଜିଲ୍ଲା ଚୋରି ଗ୍ୟାଙ୍ଗର ୩ ଗିରଫ

ବୁଗୁଡା,୨୨/୦୯ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ବୁଗୁଡା ପୋଲିସ ଥାନା ଅଧୀନସ୍ଥ ବାଲିପଦର ଫାଣ୍ଡି ପୋଲିସକୁ ମିଳିଛି ଏକ ବଡ ସଫଳତା। ଏକ ଆନ୍ତଃଜିଲ୍ଲା ଚୋରି ଗ୍ୟାଙ୍ଗର ତିନି ଜଣଙ୍କୁ ଗିରଫ କରିଛି ବାଲିପଦର ଫାଣ୍ଡି ପୋଲିସ। ଭଞ୍ଜନଗର ଏସଡିପିଓ ଡକ୍ଟର…

ନିଟ୍ (NEET ) ପରୀକ୍ଷାରେ ଦୁଇ ଭଉଣୀଙ୍କ ସଫଳତା

ବେଗୁନିଆପଡ଼ା: ଜେମେଜେ ନ୍ୟୁଜ : (କୃଷ୍ଣ ଚନ୍ଦ୍ର ପଲେଇ ): ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ଅନ୍ତର୍ଗତ ବୁରୁଝରୀ ପଞ୍ଚାୟତ କନ୍ୟାରୀବାଡ଼ି ଗ୍ରାମର ଗୋଟିଏ ପରିବାରର ଦୁଇ ଭଉଣୀ ନିଟ୍ (NEET ) ପ୍ରବେଶିକା ପରୀକ୍ଷାରେ ସଫଳତା ହାସଲ କରିଛନ୍ତି l…

ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି

ଜେଏମଜେ ବ୍ୟୁରୋ : ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ବନ୍ଦ ରହିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଶିଶୁ ବାଟିକା…

ଗଞ୍ଜାମ ଜିଲ୍ଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

ଛତ୍ରପୁର :ଜେଏମଜେ ନ୍ୟୁଜ :ଗଞ୍ଜାମ ଜିଲ୍ଲାରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି। ଜିଲ୍ଲାର ୧୩ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ମୋଟ ୨୮,୧୦,୯୫୧ ଜଣ ଭୋଟର ସ୍ଥାନ ପାଇଥିବାବେଳେ ୧୮-୧୯ ବର୍ଷ ବୟସର ୧୯,୮୪୯ ଜଣ ଯୁବ ଭୋଟର ନାମ ପଞ୍ଜୀକୃତ କରିଛନ୍ତି।…

ରାଜ୍ୟରେ ସରିଲା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ : ବାଦ ପଡିଲେ ୨୦ ଲକ୍ଷ ୫୬ ହଜାର ଭୋଟର

ଭୁବନେଶ୍ବର: ଜେଏମଜେ ନ୍ୟୁଜ : ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ ବା SIR ପରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି । ଓଡ଼ିଶାରେ ପ୍ରାୟ ୪ ମାସ ଧରି ଚାଲିଥିବା ଏହି ପ୍ରକ୍ରିୟାରେ ଦୁଇଟି ପର୍ଯ୍ୟାୟରେ ମୋଟ…