ବାତ୍ୟାକୁ ନେଇ ବଡ଼ ଅପଡେଟ୍ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ
ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ ନେଇଛି। ଫଳରେ ବାତ୍ୟା ଆଶଙ୍କ ଥିବା ଚର୍ଚ୍ଚା…
ଅଧିବେଶନ ପୂର୍ବରୁ ବିଧାନସଭାରେ ବସିଲା ସର୍ବଦଳୀୟ ବୈଠକ
ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଆସନ୍ତାକାଲିଠୁ ବିଧାନସଭାର ମୌସୁମୀ ଅଧିବେଶନ । ଏହା ପୂର୍ବରୁ ବିଧାନସଭାରେ ଶେଷ ହୋଇଛି ସର୍ବଦଳୀୟ ବୈଠକ । ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ । ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,…
ସମ୍ଭାବ୍ୟ ଲଘୁଚାପକୁ ନେଇ ସଜାଗ ଗଞ୍ଜାମ ପ୍ରଶାସନ, ୨୩ ଓ ୨୪ରେ ରେଡ୍ ୱାର୍ଣ୍ଣିଂ
ବ୍ରହ୍ମପୁର : ଜେଏମଜେ ନ୍ୟୁଜ : ସମ୍ଭାବ୍ୟ ଲଘୁଚାପକୁ ନେଇ ଗଞ୍ଜାମ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି । ସମ୍ଭାବ୍ୟ ପ୍ରବଳ ବର୍ଷା ଓ ଘଡ଼ଘଡ଼ିକୁ ଦୃଷ୍ଟିରେ ରଖି ଆରମ୍ଭ ହୋଇଛି ପ୍ରସ୍ତୁତି । ଆଜିଠାରୁ ୨୨ ତାରିଖ ଯାଏଁ ଗଞ୍ଜାମ ପାଇଁ…
ଓଡିଶା ଆଡକୁ ମୁହାଁଉଛି ଅର୍ଣ୍ଣବ ଦକ୍ଷିଣ ଉପକୂଳରେ ଲ୍ୟାଣ୍ଡଫଲ୍ ସମ୍ଭାବନା
ଜେଏମଜେ ବ୍ୟୁରୋ : ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ରହିଛି । ଏହା ଆଗାମୀ ଦିନରେ ଗଭୀର ଅବପାତରେ ପରିଣତ ହେବ । ଆସନ୍ତା ୨୩ ତାରିଖରେ ସ୍ଥଳଭାଗ ଛୁଇଁବ ବୋଲି ଆଇଏମଡି ପକ୍ଷରୁ ଜାରି ବୁଲେଟନରେ ସୂଚନା ଦିଆଯାଇଛି । ଗଞ୍ଜାମ…
ବେଗୁନିଆପଡ଼ାରେ ଆତ୍ମା କମିଟି କେବେ ?ପ୍ରଶାସନିକ ବିଳମ୍ବ ନା ରାଜନୈତିକ ଚାପ ?
କୋଦଳା : ଜେଏମଜେ ନ୍ୟୁଜ (କୃଷ୍ଣ ଚନ୍ଦ୍ର ପଲେଇ ): ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକରେ ଆତ୍ମା (ATMA) କମିଟି ଗଠନକୁ ନେଇ ଏବେ ପ୍ରଶ୍ନ ଉଠିଛି। କୃଷକଙ୍କ ସହ କୃଷି ସମ୍ପ୍ରସାରଣ କାର୍ଯ୍ୟକୁ ଅଧିକ ସୁସଂଗଠିତ କରିବାରେ ଏବଂ ସେମାନଙ୍କୁ…
ପଞ୍ଚାୟତରୁ ପୁରୀ: ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’
ଭୁବନେଶ୍ୱରଜେଏମଜେ : ରାଜ୍ୟର ଅର୍ଥନୈତିକ ଦୃଷ୍ଟିରୁ ପଛୁଆ ବର୍ଗର ଲୋକଙ୍କୁ ମାଗଣାରେ ଶ୍ରୀକ୍ଷେତ୍ର ଦର୍ଶନ କରାଇବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’ର ଶୁଭାରମ୍ଭ କରିଛନ୍ତି । ରବିବାର ଦିନ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ…
ଗଞ୍ଜାମ ଜିଲ୍ଲା ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ
ପୋଲସରା: ଜେଏମଜେ ନ୍ୟୁଜ : ଗଞ୍ଜାମ ଜିଲ୍ଲା ପୋଲସରା ବିଜ୍ଞାନ ମହାବିଦ୍ୟାଳୟରେ ଓଡିଶା ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ଦ୍ୱାରା ପରିଚାଳିତ ଶକ୍ତିଶ୍ରୀ ସଶକ୍ତିକରଣ ପ୍ରକୋଷ୍ଠ ଆନୁକୂଲ୍ୟରେ +୩ ଛାତ୍ରୀମାନଙ୍କ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିରର କାର୍ଯ୍ୟକ୍ରମ ଆଜି ଉଦଯାପିତ ହୋଇଯାଇଛି।…
ଓଡିଶା ମୁହାଁ ହେଉଛି ସମ୍ଭାବ୍ୟ ବାତ୍ୟା।
ଜେଏମଜେ ବ୍ୟୁରୋ : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଧୀରେ ଧୀରେ ସଂଗଠିତ ହେଉଛି। ପୂର୍ବ ଓ ମଧ୍ୟ ବଙ୍ଗୋପସାଗର ସହ ନିକଟସ୍ଥ ଆଣ୍ଡାମାନ ସାଗର ଅଞ୍ଚଳରେ ଘନ ମେଘପୁଞ୍ଜ ଦେଖାଯାଉଥିବା ବେଳେ, ଉପଗ୍ରହ ଚିତ୍ରରେ ପ୍ରଣାଳୀର ମଧ୍ୟଭାଗରେ ଘନ…
ବିଧାନସଭା ମୌସୁମୀ ଅଧିବେଶନ ପାଇଁ କମିଶନରେଟ୍ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା: ମୁତୟନ ହେବେ ୩୦ ପ୍ଲାଟୁନ୍ ଫୋର୍ସ
ଭୁବନେଶ୍ୱର:ଜେଏମଜେ ନ୍ୟୁଜ : ଆସନ୍ତା ସେପ୍ଟେମ୍ବର ୨୨ ତାରିଖରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ମୌସୁମୀ ଅଧିବେଶନ । ଏହି ସମୟରେ ବିଧାନସଭା କାର୍ଯ୍ୟକୁ ଶାନ୍ତିପୂର୍ଣ୍ଣ ଏବଂ ସୁରୁଖୁରୁରେ ପରିଚାଳନା କରିବା ନିମନ୍ତେ କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା…
ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ମୁକାବିଲା ପାଇଁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ।
ଛତ୍ରପୁର : ଜେଏମଜେ ନ୍ୟୁଜ : ସମ୍ଭାବ୍ୟ ବାତ୍ୟା ଓ ଏହାର ପ୍ରଭାବରେ ହେବାକୁ ଥିବା ପ୍ରବଳ ବର୍ଷାକୁ ମୁକାବିଲା କରିବାକୁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ। ଆସନ୍ତାକାଲିଠାରୁ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ଥିବାରୁ…
















