ନୂଆଦିଲ୍ଲୀ ଅଭିମୁଖେ ବିଜେପି ରାଜ୍ୟ ସଭାପତି,ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ନେଇ ବଢିଲା ଚର୍ଚ୍ଚା

ଜେଏମଜେ ବ୍ୟୁରୋ : ୨ୟ ଥର ରାଜ୍ୟ ସଭାପତି ଭାବରେ ପୁନଃ ନିର୍ବାଚିତ ହେବା ପରେ ନୂଆଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି ମନମୋହନ ସାମଲ । ତାଙ୍କ ସହିତ ସଙ୍ଗଠନ ସମ୍ପାଦକ ମାନସ ମହାନ୍ତି ମଧ୍ୟ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ।…

ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଲେ ଜଗଦୀପ ଧନଖଡ଼.

ଜେଏମଜେ ବ୍ୟୁରୋ : ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି ଜଗଦୀପ ଧନଖଡ଼.. ବର୍ତମାନ ର ଏ ହେଉଛି ଏକ ବଡ଼ ଖବର..ଜଗଦୀପ ଧନଖଡ଼ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି. ଏନେଇ ସେ ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇଛନ୍ତି। ଇସ୍ତଫା ପତ୍ର ସେ ରାଷ୍ଟ୍ରପତି…

ରାସ୍ତାଘାଟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକିଲେ କାର୍ଯ୍ୟାନୁଷ୍ଠାନ

ଜେଏମଜେ ବ୍ୟୁରୋ : ରାସ୍ତାଘାଟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକିଲେ କାର୍ଯ୍ୟାନୁଷ୍ଠାନ। ପେଟ୍ରୋଲ ପମ୍ପ ସଂଘ ସହ ବୈଠକ ପରେ ଯୋଗାଣ ମନ୍ତ୍ରୀ ବଡ଼ ସୂଚନା। ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି, ବାହାରେ ବିକ୍ରି ହେଲେ ଚଢ଼ାଉ କରି କାର୍ଯ୍ୟାନୁଷ୍ଠାନ…

ନାବାଳିକା ଗଣ ଦୁଷ୍କର୍ମ ମାମଲା ରେ କୋଚ ଙ୍କୁ ଉଠାଇନେଲା ପୋଲିସ

ଜେଏମଜେ ବ୍ୟୁରୋ : ଏବେ ଅଶାନ୍ତ ହୋଇପଡିଛି ଓଡିଶା । ଲଗାତାର କିଛି ଦିନ ହେବ ଚାରିଆଡୁ ଖାଲି ଦୁଷ୍କର୍ମ ଓ ହତ୍ୟା ଘଟଣା ସାମ୍ନାକୁ ଆସୁଛି । ନିକଟରେ ବାଲେଶ୍ବର ଫକୀର ମୋହନ କଲେଜ ଛାତ୍ରୀ ଘଟଣା ହେଉ କି…

ମନ୍ତ୍ରିମଣ୍ଡଳ ସଂପ୍ରସାରଣ ଚର୍ଚ୍ଚା ଭିତରେ ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ.

ଜେଏମଜେ ବ୍ୟୁରୋ : ସୋମବାର ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟପାଳଙ୍କ ସହ ସାକ୍ଷାତର ନିର୍ଦ୍ଦିଷ୍ଟ କାରଣ ଅସ୍ପଷ୍ଟ ରହିଥିବା ବେଳେ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ଚର୍ଚ୍ଚା ଭିତରେ ଏହି ଭେଟଘାଟ ମାହୋଲକୁ ଆହୁରି ଗରମ କରିଦେଇଛି।…

ଲୋକସଭାରେ ପ୍ରବଳ ହଙ୍ଗାମା: ଦିନ ୨ଟା ଯାଏଁ ଗୃହ ମୁଲତବୀ.

ମୌସୁମୀ ଅଧିବେଶନର ପ୍ରଥମ ଦିନରେ ଗୃହ ସରଗରମ ହୋଇଥିବା ବେଳେ ବିରୋଧୀ ଦଳ ମଧ୍ୟରେ ଦେଖା ଦେଇଛି ଅସନ୍ତୋଷ । ଗୃହରେ କହିବାକୁ ସୁଯୋଗ ମିଳୁନଥିବା ଅଭିଯୋଗ ଆଣିଛନ୍ତି ବିରୋଧୀ । ଅପରେସନ ସିନ୍ଦୂର ଏବଂ ପହଲଗାମ୍ ଉପରେ ଚର୍ଚ୍ଚା ଚାଲିଥିବା…

ମୌସୁମୀ ଅଧିବେଶନ ୨୦୨୫: ଆଜିଠୁ ବିଭିନ୍ନ ପ୍ରସଙ୍ଗ ନେଇ କମ୍ପିବ ଗୃହ, ସରକାରଙ୍କୁ ଘେରିବେ ବିରୋଧୀ

ଜେଏମଜେ ବ୍ୟୁରୋ : ଆଜି ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେଉଛି । ଏହା ଅଗଷ୍ଟ ୨୧ ପର୍ଯ୍ୟନ୍ତ ଚାଲିବ । ଏହି ଅଧିବେଶନରେ ସରକାର ୮ଟି ବିଲ୍ ଆଗତ କରିବେ । ତେବେ ତାହା ପୂର୍ବରୁ ରବିବାର ସଂସଦ ଭବନରେ…

ଏଫଏମ୍ କଲେଜ ଛାତ୍ରୀଙ୍କୁ ନ୍ୟାୟ ଦାବିରେ ପ୍ରତିବାଦ; କେନ୍ଦ୍ରାଞ୍ଚଳ ଆରଡିସି କାର୍ଯ୍ୟାଳୟ ସାମ୍ନାରେ ବିଜେଡିର ବିକ୍ଷୋଭ

ବାଲେଶ୍ଵର ଏଫଏମ୍ କଲେଜ ଛାତ୍ରୀଙ୍କ ମୃତ୍ୟୁ ନେଇ ବିଜୁ ଜନତା ଦଳର ଶକ୍ତି ପ୍ରଦର୍ଶନ । ସୋମବାର ଅର୍ଥାତ୍ ଆଜି ନାରୀ ସୁରକ୍ଷା ନାରା ଦେଇ ଆରଡିସି ସ୍ତରୀୟ ବିକ୍ଷୋଭ କରିଛି ବିଜେଡି । ୧୦ ଜିଲ୍ଲାର ୫୫ ନିର୍ବାଚନ ମଣ୍ଡଳୀରୁ…

୪୬ ମିଶ୍ରଣ ସ୍କୁଲରୁ ତାଲା ଖୋଲିଲା

ରାଜ୍ୟରେ ମିଶ୍ରଣ ପରେ ବନ୍ଦ ହୋଇଥିବା ସ୍କୁଲ ମଧ୍ୟରୁ ରାଜ୍ୟ ସରକାର ୪୬ଟିରୁ ତାଲା ଖୋଲିଛନ୍ତି। ଆଉ ୪ଟି ସ୍କୁଲ ଖୁବ୍‌ଶୀଘ୍ର ଖୋଲିବାକୁ ଯାଉଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ମିଳିଛି। ପୂର୍ବ ସରକାରଙ୍କ ସମୟରେ ଛାତ୍ରୀଛାତ୍ରଙ୍କ…

ମୃଦୁ ପାନୀୟରେ ନିଶା ମିଶାଇ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ: ଛାତ୍ର କଂଗ୍ରେସ ସଭାପତି ଗିରଫ

ଭୁବନେଶ୍ବର: (ଜେଏମଜେ ବ୍ୟୁରୋ )ମୃଦୁ ପାନୀୟରେ ନିଶା ଦେଇ ହୋଟେଲ୍‌ରେ ଜଣେ ଛାତ୍ରୀଙ୍କୁ ଦୁଷ୍କର୍ମ କରିବା ଅଭିଯୋଗରେ ପୁଲିସ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କୁ ଗିରଫ କରିଛି। ମଞ୍ଚେଶ୍ବର ଥାନା ପୁଲିସ ଆଜି ରାତିରେ ଉଦିତଙ୍କୁ ଉଠାଇ ନେଇଛି। ଆସନ୍ତାକାଲି…

You Missed

ପ୍ରବଳ ବର୍ଷିବ ଆଲର୍ଟ, ବଢ଼ିଲା ଭୂସ୍ଖଳନ ଭୟ : ଦୁଇ ଦିନ କଳିଙ୍ଗା ଘାଟିରେ ଯାତାୟାତ ବନ୍ଦ
ଓଡ଼ିଶା କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ : ଏକାଠି ହୋଇ ପଞ୍ଚାୟତ ନିର୍ବାଚନ ଲଢିବାକୁ ଆହ୍ବାନ
SIRକୁ ନେଇ  ଗଜପତି ରେ ଅସନ୍ତୋଷ, ଭୋଟର ତାଲିକାରୁ ବାଦ୍ ପଡ଼ିଲେ ତିବ୍ବତୀୟ, ପୁନଃବିଚାର ପାଇଁ ଦାବି
ଆଗକୁ ପଞ୍ଚାୟତ ନିର୍ବାଚନ ପୂର୍ବରୁ SIR ଝଟକା : ଗଞ୍ଜାମ ଜିଲ୍ଲାରେ ବାଦ ପଡ଼ିଲେ ୨ ଲକ୍ଷ ଭୋଟର
ଟାଟା ପାୱାରର ଯୋଜନା, ଓଡ଼ିଶାରେ ନିବେଶ କରିବ ୯୧୯୩ କୋଟି: ଉପଭୋକ୍ତା ମହାସଂଘ ର ଜୋରଦାର ବିରୋଧ
ବିଜେଡିର ଡେଡଲାଇନ : ଆଜି ରାତି ସୁଦ୍ଧା ଇସ୍ତଫା ଦିଅ, ନହେଲେ ବିଧାନସଭା ଘେରାଉ