ବିଧାୟିକାଙ୍କ ଅଭିଯୋଗକୁ SPଙ୍କ ଖଣ୍ଡନ…
-ବିଧାୟିକା ମନୋରମା ମହାନ୍ତିଙ୍କ ଅଭିଯୋଗକୁ କଳାହାଣ୍ଡି ଏସ୍ପିଙ୍କ ଖଣ୍ଡନ-ପରିବାର ଲୋକଙ୍କୁ ଗାଳିଗୁଲଜ ନେଇ କରିଥିବା ଅଭିଯୋଗ ଠିକ୍ ନୁହେଁ-ନିୟମ ଅନୁସାରେ ପୋଲିସ ବିଧାୟକଙ୍କ ସ୍ବାମୀକୁ ପଚରାଉଚରା ପାଇଁ ଯାଇଥିଲା
ପୋଲିସକୁ ଚାପୁଡ଼ା ମାରି ଥାଆନ୍ତି: ବିଧାୟିକା
ଜେଏମଜେ ବ୍ୟୁରୋ : ପୋଲିସକୁ ଚାପୁଡ଼ା ମାରି ଥାଆନ୍ତି: ବିଧାୟିକା -ସାମ୍ବାଦିକ ସମ୍ମିଳନୀ କରି ବର୍ଷିଲେ ନର୍ଲା ବିଧାୟିକା ମନୋରମା ମହାନ୍ତି-ଭୁବନେଶ୍ବର ସରକାରୀ କ୍ୱାର୍ଟର୍ସରେ କେସିଙ୍ଗା ପୋଲିସ ପଶିଥିବାରୁ ବର୍ଷିଲେ-ବିନା ସୂଚନାରେ ପୋଲିସ କ୍ୱାର୍ଟର୍ସକୁ କାହିଁକି ଆସିଲା ପଚାରିଲେ-ସହାୟିକା ଓ ଝିଅକୁ…
କୋଦଳା ପିଏମ୍ ଶ୍ରୀ ସ୍ବର୍ଣ୍ଣମୟୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ
କୋଦଳା:ଜେଏମଜେ ନ୍ୟୁଜ :(ଭଗବାନ ପାଢ଼ୀ ): ଗଞ୍ଜାମ ଜିଲ୍ଲା କୋଦଳା ଏନଏସି ସ୍ଥିତ ପିଏମ୍ ଶ୍ରୀ ସ୍ବର୍ଣ୍ଣମୟୀ ଉଚ୍ଚ ବିଦ୍ୟାଳୟର ୭୧ତମ ବାର୍ଷିକ ଉତ୍ସବ ମହାସମାରୋହ ସହ ବିଦ୍ଯାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୁଧବାର ଓ ଗୁରୁବାର ୨ ଦିନ ଧରି…
ଜରାଜୀର୍ଣ୍ଣ ଅବସ୍ଥାରେ ନୂଆଁଗଡ଼ ଶ୍ମଶାନ ଗୃହ ।
ବେଗୁନିଆପଡ଼ା: (ଭଗବାନ ପାଢ଼ୀ ): ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଳକ୍ ଅନ୍ତର୍ଗତ ଅଙ୍ଗାରଗାଁ ପଞ୍ଚାୟତ ନୂଆଗଡ ଗ୍ରାମର ଶ୍ମଶାନ ଗୃହ ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ି ରହିଛି । ସୂଚନା ଅନୁଯାଇ ଏହି ଶ୍ମଶାନ ଗୃହଟି ବହୁ ବର୍ଷ ପୂର୍ବେ ନିର୍ମାଣ ହୋଇଥିଲା…
ଚୈତ୍ରପର୍ବର ଦ୍ୱିତୀୟ ମଙ୍ଗଳବାର….ମହାଲକ୍ଷ୍ମୀ ବେଶରେ ଦର୍ଶନ ଦେଲେ ମା’ ତାରାତାରିଣୀ
ପୁରୁଷୋତ୍ତମପୁର : ଜେଏମଜେ ନ୍ୟୁଜ : ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଦ୍ବିତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ ସମଗ୍ର ରତ୍ନଗିରି ପାହାଡ ପ୍ରକମ୍ପିତ ହେବାରେ ଲାଗିଛି । ମା’ଙ୍କ…
ଅର୍ଥନୀତି ବିଭାଗର ଜାତୀୟ ସମ୍ମିଳନୀ ଉଦଯାପିତ
ଗୋପାଳପୁର: ଜେଏମଜେ ନ୍ୟୁଜ (ବିଭୁତି ଶତପଥୀ ): ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ନୂତନ ସମ୍ମିଳନୀ କକ୍ଷରେ ଅର୍ଥନୀତି ବିଭାଗ ଓ ସେଣ୍ଟର ଅଫ ସୋସିଆଲ ଏସକେଲୁସନ ଏଣ୍ଡ ଇଂକ୍ଲୁସିବ ପଲିସି ଏବଂ ଓଡ଼ିଶା ସରକାରଙ୍କ ପି ଏମ -ଉଷା ମିଳିତରେ ଦୁଇ ଦିନ…
ଆଗକୁ ଅସମ୍ଭାଳ ହେବ ତାତି, ସକାଳୁଆ ସ୍କୁଲ ପାଇଁ ଅଭିଭାବକଙ୍କ ଦାବି
ଜେଏମଜେ ନ୍ୟୁଜ : ଏବେଠୁ ତାତି ଅସମ୍ଭାଳ ହେଲାଣି । ଦିନରେ ସର୍ବାଧିକ ତାପମାତ୍ରା କେଉଁଠି ୩୫ ଡିଗ୍ରୀ ତ ଆଉ କେଉଁଠି ୪୦ ଡିଗ୍ରୀ ଛୁଇଁଲାଣି । ଦିନରେ ଖାଲି ଫ୍ୟାନ୍ରେ ବସି ହେଉନି । ଏମିତିରେ ବି ଅଘୋଷିତ…
ଅଙ୍ଗାରଗାଁ ଗୌଡିୟ ବେଦାନ୍ତ ବିଦ୍ୟାଳୟକୁ ଆନ୍ତର୍ଜାତୀୟ ଭକ୍ତମାନଙ୍କ ଆଗମନ ।
ବେଗୁନିଆପଡ଼ା (ଭଗବାନ ପାଢ଼ୀ )-: ଆନ୍ତର୍ଜାତୀୟ ଗୌଡିୟ ବେଦାନ୍ତ ଟ୍ରଷ୍ଟ (IGVT) ଓ ଗୌଡିୟ ବେଦାନ୍ତ ଏଜୁକେସନାଲ୍ ସୋସାଇଟି (GVES) ର ନିର୍ଦ୍ଦେଶନାରେ ପରିଚାଳିତ ଗୌଡିୟ ବେଦାନ୍ତ ବିଦ୍ୟାଳୟ ଅଙ୍ଗାରଗାଁ କୁ ସୋମବାର ଦିନ ଆନ୍ତର୍ଜାତୀୟ ଭକ୍ତମାନଙ୍କ ଆଗମନ କରିଥିଲେ ।…
ନାରାହାଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବାର୍ଷିକ ଉତ୍ସବ
କୋଟପାଡ଼: ଜେଏମଜେ ନ୍ୟୁଜ (ରଶ୍ମିତା ପାଣିଗ୍ରାହୀ ): କୋଟପାଡ଼ ବ୍ଳକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ନାରାହାଣ୍ଡି (ପ୍ରତିଷ୍ଠା ହେବାର ୭୦ବର୍ଷ ପରେ) ଠାରେ ପ୍ରଥମ ଥର ପାଇଁ ବାର୍ଷିକ ଉତ୍ସବ ଆୟୋଜନ କରାଯାଇଥିଲା। ଉକ୍ତ ଉତ୍ସବରେ ସାଂସଦ ପ୍ରତିନିଧି…
















