କ୍ରସ ଭୋଟିଂ, ଆଜି ହାଇକୋର୍ଟରେ ଶୁଣାଣି

ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଂ ମାମଲା । ଆଜି ହାଇକୋର୍ଟ ରେ ହେବ ଶୁଣାଣି । କ୍ରସ ଭୋଟିଂ କରିଥିବା ୮ ଜଣ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ବିଜେଡି ପକ୍ଷରୁ ହୋଇଥିବା ପ୍ରସ୍ତାବକୁ…

ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

କୋଦଳା : ଜେଏମଜେ ନ୍ୟୁଜ (ସୂର୍ଯ୍ୟନାରାୟଣ ବଡୁ ): ଗୁରୁବାର ସନ୍ଧ୍ୟା ସମୟରେ ପବିତ୍ର ସଂକ୍ରାନ୍ତି ଅବସର ରେ ବ୍ରହ୍ମପୁର ଗଣେଶ ମାର୍କେଟ ନିକଟ ପରିବା ମାର୍କେଟ ପରିସର ରେ ଶ୍ରୀ ରାମ ଓ ହନୁମାନ ଭକ୍ତ ରଞ୍ଜିତା ରଥ ଓ…

ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

ଜେଏମଜେ ନ୍ୟୁଜ (ବିଭୁତି ଶତପଥୀ ): ପୁରୀ ମହାନଗର ନିଗମ ଅନ୍ତର୍ଗତ ଶ୍ରୀମନ୍ଦିର ଚାରିପଟ, ଉତ୍ତରପାର୍ଶ୍ବ ମଠ,ଶ୍ରୀସେତୁ ନିକଟରେ ପ୍ରାୟ ୪୦ଟି ଦୋକାନ ଓ ଖଜା ଭାଟିରେ ମିଳିତ ଚଢ଼ାଉ କରାଯାଇଛି । ପୁରୀ ପୋଲିସ, ଖାଦ୍ଯ ସୁରକ୍ଷା ଅଧିକାରୀ, ମହାନଗର…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

ଭୁବନେଶ୍ୱର: ଜେଏମଜେ ନ୍ୟୁଜ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଗୁରୁବାର ଲୋକ ଭବନ ପରିସରସ୍ଥିତ ଅଟଳ ବନରେ ‘ଏକ ପେଡ୍ ମା କେ ନାମ’ ଅଭିଯାନ ଅଧୀନରେ ଚାରା ରୋପଣ କରିଛନ୍ତି।ଏହି…

ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

ଭୁବନେଶ୍ୱର : ଜେଏମଜେ ନ୍ୟୁଜ :ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ସମୀକ୍ଷା ବୈଠକରେ ସହରାଞ୍ଚଳ ପାନୀୟ ଜଳ ପ୍ରକଳ୍ପର ନିର୍ଦ୍ଧାରିତ…

ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୬ତମ ଜୟନ୍ତୀ ପାଳନ ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଭୁବନେଶ୍ୱରସ୍ଥିତ ମୁକ୍ତେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଆୟୋଜିତ ଆଶୀର୍ବାଦର ଦୀପ କାର୍ଯ୍ୟକ୍ରମରେ ହଜାର ହଜାର ମହିଳା ଓ ଯୁବବର୍ଗ ଦୀପ ଜାଳିଛନ୍ତି।ଏହି…

କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ

କବିସୂର୍ଯ୍ୟନଗର : ଜେଏମଜେ ନ୍ୟୁଜ : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ 76 ତମ ଜନ୍ମ ଦିନ ଅବସରରେ ଦଳୀୟ ନିର୍ଦେଶ କ୍ରମେ କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ମଣ୍ଡଳ ସଭାପତି ଅଶୋକ କୁମାର ଜେନା,ଙ୍କ…

ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର

ଭୁବନେଶ୍ୱର: ଜେଏମଜେ ନ୍ୟୁଜ : ଡେପୁଟି କମିଶନର ଅଫ ପୋଲିସ(ଡିସିପି) ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। କେନ୍ଦ୍ର ସରକାର ଏହି ଇସ୍ତଫାପତ୍ରକୁ ଆନୁଷ୍ଠାନିକ ଭାବେ ଗ୍ରହଣ କରିଛନ୍ତି। ଚାକିରିରୁ ଅବସର ନେବା ପାଇଁ ସେ ପୂର୍ବରୁ ଦେଇଥିବା ଇସ୍ତଫାପତ୍ରକୁ ରାଜ୍ୟ…

ଦାନା ବାନ୍ଧିଲାଣି ଲଘୁଚାପ :ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇବା ସମ୍ଭାବନା

ଜେଏମଜେ ବ୍ୟୁରୋ : ଲଘୁଚାପ ଦାନା ବାନ୍ଧିଲାଣି । ଉତ୍ତର ଥାଇଲାଣ୍ଡ ଉପରେ ଗୋଟିଏ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ୧୮ ତାରିଖ ସନ୍ଧ୍ୟା ସୁଦ୍ଧା ଏହା ଆଣ୍ଡାମାନ ସାଗରକୁ ଚାଲି ଆସିଥିବ । ୧୯ ତାରିଖ ସନ୍ଧ୍ୟା ସୁଦ୍ଧା ସେଠାରେ…

ପୁଣି 22 କୁ ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି

ଭୁବନେଶ୍ବର: ଜେଏମଜେ ନ୍ୟୁଜ : ପୁଣି ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି । ଆସନ୍ତା ୨୨ତାରିଖରେ ହେବ ପରବର୍ତ୍ତୀ ଶୁଣାଣି । ଆଜିର ଶୁଣାଣି ବେଳେ ରାଜ୍ୟ ସରକାରଙ୍କ ପ୍ରସ୍ତାବ ଏବଂ ଡିଜି ଚୟନ ସମ୍ପୂର୍ଣ୍ଣ ଆଇନ ସମ୍ପନ୍ନ ।…