ଦିଲ୍ଲୀ ବିସ୍ଫୋରଣ ପରେ ହାଇଆଲର୍ଟରେ ପୁରୀ

ଜେଏମଜେ ବ୍ୟୁରୋ : ଦିଲ୍ଲୀ ବିସ୍ଫୋରଣ ପରେ ହାଇଆଲର୍ଟରେ ପୁରୀ। ହାଇଆଲର୍ଟ ନେଇ ପୁରୀ ଏସ୍‌ପି ଦେଇଛନ୍ତି ସୂଚନା। ବେଳାଭୂମି, ସମୁଦ୍ରକୂଳ ଓ ବଡ଼ଦାଣ୍ଡରେ ହାଇଆଲର୍ଟ ଜାରି ହୋଇଛି। ଶ୍ରୀମନ୍ଦିର ଚତୁଃପାର୍ଶ୍ବ, ରେଲେୱ ଷ୍ଟେସନ, ବସ୍‌ଷ୍ଟାଣ୍ଡରେ ହାଇଆଲର୍ଟ ଜାରି ହୋଇଛି। ପାଟ୍ରୋଲିଂ…

ଦିଲ୍ଲୀ ରେ ବଡଧରଣର ବିସ୍ପୋରଣ : ଲାଲକିଲ୍ଲା ମେଟ୍ରୋ ବାହାରେ କାର୍‌ ବିସ୍ଫୋରଣରେ ୮ ମୃତ :ହାଇ ଆଲର୍ଟ ଜାରି.

ଜେଏମଜେ ବ୍ୟୁରୋ : ସୋମବାର ସନ୍ଧ୍ୟାରେ ଦିଲ୍ଲୀରେ ବଡ଼ ଧରଣର ବିସ୍ଫୋରଣ ହୋଇଛି । ଲାଲକିଲ୍ଲା ମେଟ୍ରୋ ଷ୍ଟେସନ୍ ଗେଟ୍ ନମ୍ବର ୧ ବାହାରେ ହୋଇଥିବା ବିସ୍ଫୋରଣରେ ୮ ଜଣଙ୍କ ମୃତ୍ୟୁ ହୋଇଛି । ୧୫ରୁ ଅଧିକ ଆହତ ହୋଇଥିବା ବେଳେ…

ECIଙ୍କ ଦୃଷ୍ଟି ଆକର୍ଷଣ କଲେ ନବୀନ: ଆଣିଲେ ବଡ଼ ଅଭିଯୋଗ

ଜେଏମଜେ ବ୍ୟୁରୋ : ନୂଆପଡ଼ା ଉପନିର୍ବାଚନରେ ଆଚରଣବିଧି ଉଲ୍ଲଙ୍ଘନ ହେଉଥିବା ଅଭିଯୋଗ କରି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ECIଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।୪୮ ଘଣ୍ଟାର ନୀରବତା ଅବଧିକୁ କଡ଼ା କଡ଼ି ଭାବେ କାର୍ଯ୍ୟକାରୀ କରିବାକୁ ନବୀନ ECIଙ୍କ ନିକଟରେ ଦାବି…

ନଭେମ୍ବର ୨୭ରୁ ଆରମ୍ଭ ହୋଇପାରେ ବିଧାନସଭାର ଶୀତ ଅଧିବେଶନ

ଭୁବନେଶ୍ବର: ଜେଏମଜେ ବ୍ୟୁରୋ : ଚଳିତ ନଭେମ୍ବର ୨୭ ତାରିଖରୁ ଆରମ୍ଭ ହୋଇପାରେ ବିଧାନସଭାର ଶୀତ ଅଧିବେଶନ । ଏନେଇ ରାଜ୍ୟ ପୂର୍ତ୍ତ, ଆଇନ୍ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ବିଧାନସଭାର ଶୀତ ଅଧିବେଶନରେ ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ…

ଶ୍ରଦ୍ଧା ଫାଉଣ୍ଡେସନ ” ତରଫରୁ ଅସହାୟ ଦିବ୍ୟାଙ୍ଗ ପରିବାରଙ୍କୁ ସହାୟତା ପ୍ରଦାନ

ବ୍ରହ୍ମପୁର (ଜେଏମଜେ ନ୍ୟୁଜ ): ସହରର ଅଗ୍ରଣୀ ସମାଜସେବା ଅନୁଷ୍ଠାନ “ଶ୍ରଦ୍ଧା ଫାଉଣ୍ଡେସନ ” ତରଫରୁ ରାଧାକୃଷ୍ଣ ବିଲ ସାହିରେ ରହୁଥିବା ଭି. ଜାନକୀ ରାଓ ଓ ତାଙ୍କ ଦିବ୍ୟାଙ୍ଗ ପୁଅ ଅସହାୟ ହୋଇ ଫାଉଣ୍ଡେସନକୁ ସହାୟତା ପାଇଁ ଅନୁରୋଧ କରିବା…

ଓଡ଼ିଶା ଡିଜିଟାଲ୍ ମିଡ଼ିଆ ଆସୋସିଏସନ୍‌ର ମିଡ଼ିଆ କନକ୍ଲେଭ୍-୨୦୨୫.

ବ୍ରହ୍ମପୁର:(ଜେଏମଜେ ନ୍ୟୁଜ ): ଓଡ଼ିଶା ଡିଜିଟାଲ୍ ମିଡ଼ିଆ ଆସୋସିଏସନ୍‌ର ରାଜ୍ୟସ୍ତରୀୟ ସାମ୍ବାଦିକ ସମ୍ମିଳନୀ ମିଡ଼ିଆ କନ୍‌କ୍ଲେଭ୍-୨୦୨୫ ବ୍ରହ୍ମପୁର ସ୍ଥିତ ସରକାରୀ ଆଇ.ଟି.ଆଇ. ପ୍ରେକ୍ଷାଳୟରେ ଅନୁଷ୍ଠିତ ହୋଇଯାଇଛି । ଗଂଜାମ ଜିଲ୍ଲା ଶାଖା ତରଫରୁ ଆୟୋଜିତ ଏହି ସମ୍ମିଳନୀରେ ରାଜ୍ୟ ସଭାପତି ତୁଷାର…

ଦାରିଙ୍ଗବାଡିରେ ଖସୁଛି ପାରଦ

ଜେଏମଜେ ବ୍ୟୁରୋ : ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିକୁ ଶୀତ ଆସିବାରେ ବିଳମ୍ବ ହୋଇଛି । ତେବେ ଗତ ୨ ଦିନ ହେଲା ପାରଦ ଖସୁଛି ଏବଂ ଶୀତ ଧୀରେ ଧୀରେ ଅନୁଭୂତ ହେଉଛି। ଘର ଭିତର ଅପେକ୍ଷା ଶୀତ ବାହାର…

ନୂଆପଡ଼ା ଉପନିର୍ବାଚନ: ଅପରାହ୍ନ ୪ଟାରୁ ଲାଗୁ ହେଲା ସାଇଲେଣ୍ଟ ଅବଧି

ଜେଏମଜେ ବ୍ୟୁରୋ : ନଭେମ୍ବର ୧୧ରେ ନୂଆପଡ଼ା ଉପନିର୍ବାଚନ ପାଇଁ ପଡ଼ିବ ଭୋଟ୍ । ଏଥିପାଇଁ ଆଜି ପ୍ରଚାର ଶେଷ ହୋଇଛି । ନୂଆପଡ଼ାରେ ଅପରାହ୍ନ ୪ ଟାରୁ ସାଇଲେଣ୍ଟ ଅବଧି ଲାଗୁ ହୋଇଛି । ତେବେ ଏହି ସମୟ ମଧ୍ୟରେ…

ନିର୍ବାଚନର ପୂର୍ବ ଦିନ ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆଇଟି ରେଡ୍

ନୂଆପଡ଼ା ଉପନିର୍ବାଚନ ପାଇଁ ଆଜି ପ୍ରଚାରର ଶେଷ ଦିନ । ଏହି ସମୟରେ ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆୟକର ବିଭାଗର ଚଢାଉ କରିଛି । କୋମନା ସ୍ଥିତ ମନୋଜ ମିଶ୍ରଙ୍କ ବାସଭବନରେ ଆୟକର ବିଭାଗର ପକ୍ଷରୁ ଚଢାଉ କରାଯାଇଛି…

ନୂଆପଡ଼ା ନିର୍ବାଚନୀ ମଇଦାନରେ ଅଖିଳେଶ ଯାଦବ.

ଜେଏମଜେ ବ୍ୟୁରୋ : ନୂଆପଡ଼ା ଉପନିର୍ବାଚନ ପାଇଁ ଆଜି ପ୍ରଚାରର ଶେଷ ଦିନରେ ଆଉ ଏଥିଲାଗି ଜମୁଛି ପ୍ରଚାର। ଶେଷ ଦିନରେ ସମାଜବାଦୀ ପାର୍ଟି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅଖିଳେଶ ସିଂ ଯାଦବ ନୂଆପଡ଼ା ଜିଲ୍ଲା ଗସ୍ତରେ ଆସିଛନ୍ତି। ସ୍ଥାନୀୟ ପୋଲିସ ପଡ଼ିଆରେ…