୨୨ରୁ ବିଧାନସଭାର ମୌସୁମୀ ଅଧିବେଶନ: ସରକାରଙ୍କୁ ଘେରିବେ ବିରୋଧୀ
ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଏଜେଣ୍ଡା ପ୍ରସ୍ତୁତ, ଅପେକ୍ଷା କେବଳ ବିଧାନସଭା ଅଧିବେଶନକୁ । କାରଣ ଏବେଠୁ ତାତିଲେଣି ବିରୋଧି, ସରକାରଙ୍କ ବିରୋଧରେ ଦେବେ ଯୁଦ୍ଧଂଦେହୀ ଡାକରା । ସେ ଏମଏମଡିଆର ହେଉ ଅବା ବହି ତ୍ରୁଟି ହେଉ ଲଢ଼ିବେ…
ପଞ୍ଚାୟତ ସମିତି ବୈଠକରେ ବିଜେପି ନେତା ମୁହାଁମୁହିଁ
ଖଲିକୋଟ : ଜେଏମଜେ ନ୍ୟୁଜ (ଶ୍ରୀନିବାସ ସାହୁ ): ପଞ୍ଚାୟତ ସମିତି ବୈଠକରେ ବିଜେପି ନେତା ମୁହାଁମୁହିଁ । ବିଧାୟକ ଓ ବିଜେପି ସାଂସଦଙ୍କ ପ୍ରତିନିଧିଙ୍କ ମଧ୍ୟରେ କଥା କଟାକଟିକୁ ନେଇ ଉତ୍ତେଜନା ସୃଷ୍ଟି ହୋଇଛି। ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ବ୍ଲକରେ…
ବିକ୍ରମ ଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍, ପରୀକ୍ଷା ସ୍ଥଗିତ
କୋରାପୁଟ : ଜେଏମଜେ ନ୍ୟୁଜ : ଜୟପୁରସ୍ଥିତ ବିକ୍ରମ ଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍ ଅଭିଯୋଗକୁ ନେଇ UG ପ୍ରଥମ ବର୍ଷ ଦ୍ୱିତୀୟ ସେମିଷ୍ଟର ଇଂରାଜୀ ପରୀକ୍ଷା ସ୍ଥଗିତ କରାଯାଇଛି ।ଆଜି ଅପରାହ୍ନ ୨ଟାରେ ପରୀକ୍ଷା ହେବାକୁ ଥିବା ବେଳେ, ପ୍ରଶ୍ନପତ୍ର…
ସକ୍ରିୟ ହେଉଛି ବାତ୍ୟା ‘ଅର୍ଣ୍ଣବ’!
ଜେଏମଜେ ବ୍ୟୁରୋ : କିଛି ଦିନ ତଳେ ଇସ୍ରୋ ଅକ୍ଟୋବରରେ ୩ଟି ଶକ୍ତିଶାଳୀ ବାତ୍ୟାକୁ ନେଇ ଚେତବାନୀ ଦେଇଥିଲା । ଏହାକୁ ନେଇ ବାତ୍ୟା ଭୟ ବଢିଥିଲା । ତେବେ ଆଇଏମଡି ପକ୍ଷରୁ ବାତ୍ୟାକୁ ନେଇ କିଛି କୁହାଯାଇ ନାହିଁ ।…
ଆଇଏଏସ ସ୍ତରରେ ପୁଣି ଅଦଳବଦଳ
ଭୁବନେଶ୍ୱର :ଜେଏମଜେ ନ୍ୟୁଜ : ଆଇଏଏସ ସ୍ତରରେ ପୁଣି ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ନୂଆ ଦାୟିତ୍ୱ ଅନୁଯାୟୀ, ସୂର୍ଯ୍ୟ ନାରାୟଣ ଦାସ, ସୌଦାମିନୀ ସେଠୀ ଏବଂ ଶୁଭ୍ରା ମହାନ୍ତି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଯୁଗ୍ମ ସଚିବ ହୋଇଛନ୍ତି।…
“ନଶାମୁକ୍ତ ଭାରତ ଅଭିଯାନ” ଅଗ୍ରଗତି ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା
ଭୁବନେଶ୍ବର: ଜେଏମଜେ ନ୍ୟୁଜ : ଓଡ଼ିଶାରେ “ନଶାମୁକ୍ତ ଭାରତ ଅଭିଯାନ”(ଏନ୍ଏମ୍ବିଏ), ନିଶାଦ୍ରବ୍ୟର ଚାହିଦା ହ୍ରାସ, ନିଶାଦ୍ରବ୍ୟର ଅବୈଧ କାରବାର ବିରୋଧରେ ପ୍ରବର୍ତ୍ତନ, ପୁନର୍ବାସ ଏବଂ ଜନସଚେତନତା କାର୍ଯ୍ୟକ୍ରମର ଅଗ୍ରଗତି ସଂପର୍କରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସମୀକ୍ଷା କରିଛନ୍ତି ।…
ସୋମବାରେ ସର୍ବଦଳୀୟ ବୈଠକ, ୨୨ ତାରିଖରୁ ମୌସୁମୀ ଅଧିବେଶନ.।
ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଚଳିତମାସ ୨୨ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହାପୂର୍ବରୁ ଆସନ୍ତା ସୋମବାର ଦିନ ବିଧାନସଭା ପରିସରରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେବ । ଏହି ବୈଠକରେ ଅଧ୍ୟକ୍ଷତା…
ଉତ୍ତର ଆଣ୍ଡାମାନ ସାଗରକୁ ଘୂର୍ଣ୍ଣିବଳୟ, ୧୯ ବେଳକୁ ଲଘୁଚାପ, ବାତ୍ୟା ସମ୍ଭାବନା !
ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଓଡ଼ିଶାକୁ ମାଡ଼ ହୋଇପାରେ ବାତ୍ୟା। ମାତ୍ର ଚିତ୍ର ଏଯାଏଁ ଅସ୍ପଷ୍ଟ ରହିଛି ବୋଲି ଆକଳନ କରିଛନ୍ତି ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ । ସେ ଦର୍ଶାଇଛନ୍ତି, ସଦ୍ୟ ସାଟେଲାଇଟ୍ ଚିତ୍ରରେ ଉତ୍ତର ଆଣ୍ଡାମାନ ସାଗର ଓ…
ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ
ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।ଆସନ୍ତା ୨୪ ତାରିଖ ସୁଦ୍ଧା ପୌରସଂସ୍ଥା ଓ NACର…
ମହଙ୍ଗା ପଡିଲା ମହିଳା ସହକର୍ମୀ ଙ୍କୁ ଅସଦାଚରଣ, ବନ୍ଧା ହେଲେ ଅତିରିକ୍ତ ସଚିବ
ଭୁବନେଶ୍ୱର :ଜେଏମଜେ ନ୍ୟୁଜ : ରାତି ଅଧରେ ମହିଳା ସହକର୍ମୀଙ୍କ ଘରେ ପଶି ହଙ୍ଗାମା ଓ ଅସଦାଚରଣ କରିବା ମହଙ୍ଗା ପଡ଼ିଲା। ଗିରଫ ହେଲେ ପରିବହନ ବିଭାଗର ଅତିରିକ୍ତ ସଚିବ ଅରୁଣ ବିଶ୍ୱାଳ। ତାଙ୍କୁ ଗିରଫ କରିଛି ଭୁବନେଶ୍ୱର ଖରାବେଳନଗର ଥାନା…









