IAS ସ୍ତରରେ ପୁଣି ଅଦଳବଦଳ: ୯ ସ୍ଥାନରେ ଉପଜିଲ୍ଲାପାଳ ନିଯୁକ୍ତ

ଜେଏମଜେ ବ୍ୟୁରୋ : ତିନି ଦିନ ଭିତରେ ରାଜ୍ୟ ସରକାର ପୁଣି ଥରେ ପ୍ରଶାସନିକ ସ୍ତରରେ ଅଦଳବଦଳ ସହ ନୂଆ ନିଯୁକ୍ତି ଦେଇଛନ୍ତି । ୪ ଆଇଏଏସଙ୍କ ବଦଳି କରାଯାଇଥିବା ବେଳେ ୨୦୨୩ ବ୍ୟାଚର ୯ ଆଇଏଏସ ଅଧିକାରୀଙ୍କୁ ଉପଜିଲ୍ଲାପାଳ ଭାବେ…

ଅନାସ୍ଥା ଆଣିଲେ ସରକାର ଆହତ ହେବେନି ବିରୋଧୀ ନିଜେ କ୍ଷତାକ୍ତ ହେବେ: ରାଜସ୍ବ ମନ୍ତ୍ରୀ

ଜେଏମଜେ ବ୍ୟୁରୋ : କଂଗ୍ରେସର ଅନାସ୍ଥା ଆହ୍ଵାନ ଦାବି ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ  ଚ୍ୟାଲେଞ୍ଜ ଦେଇଛନ୍ତି। ସେ କହିଛନ୍ତି  ବିରୋଧୀ ଅନାସ୍ଥା ଆଣିଲେ ସରକାର ଆହତ ହେବେନି ନିଜେ ବିରୋଧୀ ହିଁ କ୍ଷତାକ୍ତ ହେବେ। ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବ…

ଆରମ୍ଭରୁ ଝୁଣ୍ଟୁଛି ବାଲବାଟିକା: ନା ଅଛି ଭିତ୍ତିଭୂମି ନା ଅଛନ୍ତି ଶିକ୍ଷକ?

ଜେଏମଜେ ବ୍ୟୁରୋ : ସ୍କୁଲରେ ସାମିଲ ହୋଇଛି ବାଲ ବଟିକା । ଚଳିତ ବର୍ଷ ନୂଆ ଶିକ୍ଷା ନୀତି ଲାଗୁ କରାଯାଇଛି । ହେଲେ ଆରମ୍ଭରୁ ଝୁଣ୍ଟୁଛି ବ୍ୟବସ୍ଥା । ପ୍ରଥମ ଶ୍ରେଣୀରେ ନାମ ପଞ୍ଜିକରଣ ପୂର୍ବରୁ ପିଲାମାନେ ବାଲ ବଟିକାରେ…

ରାଜ୍ୟରେ  ୨୩ ଜିଲ୍ଲାରେ ଖୋଲିବ ୫୬ଟି ନୂଆ କୋର୍ଟ.

ଜେଏମଜେ ବ୍ୟୁରୋ : ରାଜ୍ୟରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି। ଏଥିରୁ ମୟୂରଭଞ୍ଜ ଜିଲ୍ଲାରେ ସର୍ବାଧିକ ୧୩ଟି  ନୂଆ କୋର୍ଟ ସ୍ଥାପନ କରାଯିବ। ଠିକ୍ ସେହିପରି ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ଦୁଇଟି ଲେଖାଏଁ ନୂଆ କୋର୍ଟ ସ୍ଥାପନ କରାଯିବ।…

ସଂସଦରେ ବିହାରର ‘ସାର୍‌’ ତାତି, ବିରୋଧୀଙ୍କ ହଙ୍ଗାମା: ୨ଟା ଯାଏ ଗୃହ ମୁଲତବୀ.

ଜେଏମଜେ ବ୍ୟୁରୋ : ମୌସୁମୀ ଅଧିବେଶନ ତୃତୀୟ ଦିନରେ ଅଚଳାବସ୍ଥା ଜାରି ରହିଛି । ବିହାରର ‘ସାର୍’କୁ ନେଇ ଉଭୟ ଗୃହରେ ବିରୋଧୀ ପ୍ରବଳ ହଙ୍ଗାମା କରିଥିଲେ । ହୋ-ହାଲ୍ଲାରେ କମ୍ପିଥିଲା ଉଭୟ ରାଜ୍ୟସଭା ଓ ଲୋକସଭା । ହାଉସ୍ ଚାଲି…

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ

ଜେଏମଜେ ବ୍ୟୁରୋ : ନିର୍ବାଚନ କମିଶନ ନୂଆ ଉପରାଷ୍ଟ୍ରପତିଙ୍କ ନିର୍ବାଚନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। କମିଶନ ଏ ସମ୍ପର୍କରେ ଏକ ପ୍ରେସ ବିଜ୍ଞପ୍ତି ଜାରି କରିଛନ୍ତି।ନିକଟରେ ସ୍ବାସ୍ଥ୍ୟଗତ ସମସ୍ୟା କାରଣରୁ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଛନ୍ତି ଜଗଦୀପ ଧନଖଡ଼ ।ପରବର୍ତ୍ତୀ ଉପରାଷ୍ଟ୍ରପତି…

ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ

ଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ରଦ୍ଦ ହେଲା ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି। ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ କଲେ ରାଜ୍ୟପାଳ। ଓଡ଼ିଶା ହାଇକୋର୍ଟଙ୍କୁ ଅବଗତ କଲେ ଆଡ଼ଭୋକେଟ୍ ଜେନେରାଲ୍।ଉତ୍କଳ ବିଶ୍ୱବିଦ୍ୟାଳୟରେ ଭାରପ୍ରାପ୍ତ VC ନିଯୁକ୍ତ ପାଇଥିଲେ। ନିଯୁକ୍ତିକୁ ବେଆଇନ…

ବିକଶିତ ଗାଁ, ବିକଶିତ ଓଡ଼ିଶା ଯୋଜନାକୁ ହାଇକୋର୍ଟଙ୍କ ଝଟକା

ଜେଏମଜେ ବ୍ୟୁରୋ : ବିକଶିତ ଗାଁ, ବିକଶିତ ଓଡ଼ିଶା ଯୋଜନାକୁ ହାଇକୋର୍ଟଙ୍କ ଝଟକା । ଯୋଜନା କାର୍ଯ୍ୟକାରିତା ଉପରେ ଅଙ୍କୁଶ ଲଗାଇଲେ କୋର୍ଟ ।ବିକଶିତ ଗାଁ, ବିକଶିତ ଓଡ଼ିଶା ଯୋଜନାକୁ ହାଇକୋର୍ଟଙ୍କ ଝଟକା ଲାଗିଛି । ଏହି ଯୋଜନାକୁ ଚା‌ଲେଞ୍ଜ କରି…

ଭିଜିଲାନ୍ସ ସ୍କାନରରେ ବିଏମସି ଅଧିକାରୀ

ଜେଏମଜେ ବ୍ୟୁରୋ : ଭିଜିଲାନ୍ସ ସ୍କାନରରେ ବିଏମସି ଅଧିକାରୀ । ଆୟବର୍ହିଭୂତ ସମ୍ପତ୍ତି ରଖିବା ଅଭିଯୋଗରେ ଆଜି ସକାଳୁ ସକାଳୁ ବିଏମସି ନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକଙ୍କ ଘର ରେଡ୍ କରିଛି ଭିଜିଲାନ୍ସ ଟିମ । ନିର୍ବାହୀ ଯନ୍ତ୍ରୀଙ୍କ ଭୁବନେଶ୍ୱର ବଡଗଡ…

ରାଜ୍ୟର ସବୁ ସ୍କୁଲରେ ଲାଗିବ ସିସିଟିଭି, ସ୍ଥାପନା ହେବ ଆଇସିସି କମିଟି..

ଜେଏମଜେ ବ୍ୟୁରୋ : ବର୍ତ୍ତମାନ ରାଜ୍ୟରେ ନାରୀ ସୁରକ୍ଷା ବିଶେଷ କରି ଶିକ୍ଷାକ୍ଷେତ୍ରରେ ଛାତ୍ରୀଙ୍କ ସୁରକ୍ଷା ଏକ ବଡ ପ୍ରଶ୍ନବାଚୀ ସୃଷ୍ଟି କରିଥିବା ବେଳେ, ଏନେଇ ରାଜ୍ୟ ସରକାର ସୁରକ୍ଷା ଏବଂ କଲ୍ୟାଣ ସୁନିଶ୍ଚିତ କରିବା ଲକ୍ଷ୍ୟରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ…